Breaking News

ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||     

ବେଗୁନିଆପଡା ଠାରେ ଆନ୍ତର୍ଜାତୀୟ ଦିବ୍ୟାଙ୍ଗ ଦିବସ ପାଳିତ ||

03-Dec-2025

ବେଗୁନିଆପଡା ଠାରେ ଆନ୍ତର୍ଜାତୀୟ ଦିବ୍ୟାଙ୍ଗ ଦିବସ ପାଳିତ,

 ଓଡିଶା ଜନ ମତ,କୋଦଳା ( ସୂର୍ଯ୍ୟ ନାରାୟଣ ବଡୁ 

୦୩/୧୨/୨୦୨୫) 
ଦିବ୍ୟାଙ୍ଗମାନଙ୍କ ପାଇଁ ଦିନଟିଏ । ଏହି ଦିନ ସାରା ବିଶ୍ବରେ ପାଳନ ହେବାକୁ ଯାଉଛି ଆନ୍ତର୍ଜାତିକ ଦିବ୍ୟାଙ୍ଗ ଦିବସ । ସେମାନଙ୍କୁ ସମାଜର ମୁଖ୍ୟସୋତ୍ରରେ ସାମିଲ କରିବା ଉଦ୍ଦେଶ୍ୟରେ ଏହି ଦିବସ ପାଳନ କରାଯାଉଛି। ସମଗ୍ର ଶିକ୍ଷା ଅଭିଯାନ ପକ୍ଷରୁ ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଳକ ଶିକ୍ଷା ବିଭାଗର ତତ୍ତ୍ବାବଧାନରେ ବେଗୁନିଆପଡା ସ୍ଥିତ ଜନତା ନୋଡାଲ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ବ୍ଲକ ସ୍ତରୀୟ ଦିବ୍ୟାଙ୍ଗ ଦିବସ ପାଳନ କରାଯାଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀ ରୁଦ୍ର ନାରାୟଣ ସାହୁ, ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଣୀ ଜ୍ଯୋତିର୍ମୟୀ ନନ୍ଦ, ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଦୁର୍ଗା ପ୍ରସାଦ ପଣ୍ଡା,  ଜନତା ନୋଡାଲ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ମୀନ କେତନ ମହାରଣା, ଵି ଆର ଟି ପ୍ରଶାନ୍ତ କୁମାର ପ୍ରଧାନ ଯୋଗଦେଇ  ସମାଜ ତଥା ବିକାଶର ପ୍ରତ୍ୟେକ ସ୍ତରରେ ଭିନ୍ନକ୍ଷମଙ୍କ ଅଧିକାର ତଥା କଲ୍ୟାଣକୁ ପ୍ରୋତ୍ସାହିତ କରିବା ପାଇଁ ପ୍ରତିବର୍ଷ ଡିସେମ୍ବର ୩ କୁ ଆନ୍ତର୍ଜାତୀୟ ଭିନ୍ନକ୍ଷମ ଦୀବସ ରୂପେ ପାଳନ କରାଯାଇଥାଏ । ଏହି ଦିବସର ମୁଖ୍ୟ ଉଦେଶ୍ୟ ହେଲା ଭିନ୍ନକ୍ଷମ ମାନେ କୈାଣସି ଗୁଣରେ କମ ନୁହନ୍ତି, ତେଣୁ ସମାଜରେ ସଚେତନତା ଜାଗ୍ରତ କରିବା,ସେମାନଙ୍କ କ୍ଷମତାକୁ ବୁଝିବା,ଗ୍ରହଣ କରିବା,ସେମାନଙ୍କର ସଫଳତା,ଆତ୍ମବଳ ଏବଂ ଆତ୍ମବିଶ୍ୱାସକୁ ବୃଦ୍ଧି କରିବା । ସେମାନଙ୍କୁ ସମାଜରେ ମୁଖ୍ୟସ୍ରୋତରେ ସାମିଲ ଓ ସେମାନଙ୍କ ଅଧିକାର ପ୍ରଦାନ କରିବା ଜରୁରୀ, ସେମାନେ କୈାଣସି ଗୁଣରେ କମ ନୁହନ୍ତି,ସେମାନେ ସବୁବେଳେ ସବୁ କାମରେ ସକ୍ଷମ ବୋଲି ମତବ୍ୟକ୍ତ କରିଥିଲେ ।  ପ୍ରୟାସ ମାଗାଜିନ କୁ ଉନ୍ମୋଚନ କରିଥିଲେ । ଏହି ଅବସରରେ ଏକ ସଚେତନତା ରାଲି ବାହାରି ସହର ପରିକ୍ରମା ସହ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା  । କୃତି ପ୍ରତିଯୋଗୀ ମାନଙ୍କୁ ଅତିଥିଙ୍କ ଦ୍ୱାରା ପୁରସ୍କୃତ କରାଯାଇଛି । କାର୍ଯ୍ୟକ୍ରମକୁ ବରିଷ୍ଠ ଶିକ୍ଷକ ପ୍ରଭାତ କୁମାର ମିଶ୍ର ପରିଚାଳନା କରିଥିବା ବେଳେ ଶିକ୍ଷକ ଶିକ୍ଷୟିତ୍ରୀ ସହଯୋଗ କରିଥିଲେ । ବ୍ଲକର ଅନେକ ଛାତ୍ରଛାତ୍ରୀ, ଅଭିଭାବକ ଉପସ୍ଥିତ ଥିଲେ ।

News Comment

You Might Also Like

BACK TO TOP