Breaking News

ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||     

ମୌଳିକ ଅସୁବିଧାରୁ ବଞ୍ଚିତ କୁମ୍ଭାର ସାହି ବାସିନ୍ଦା,

05-Dec-2025

ମୌଳିକ ସୁବିଧା ରୁ ବଞ୍ଚିତ କୁମ୍ଭାର ସାହି ବାସିନ୍ଦା : ରାସ୍ତା ଓ ପାନୀୟ ଜଳ ମୁଖ୍ୟ ସମସ୍ୟା: ପ୍ରତିକାର ପାଇଁ ଦାବୀ

ଓଡିଶା ଜନମତ, କନ୍ଧମାଳ,ସଞ୍ଜୟ କୁମାର ପାଣିଗ୍ରାହୀ,

 ତା, ୦୫/୧୨ : 

କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତ କୁମ୍ଭାରସାହି ବାସିନ୍ଦା ମାନେ ସକାଳ ପାଇଲେ ପିଇବା ଓ ବ୍ୟବହାର କରିବାକୁ ପାଣି ପାଇଁ ସଂଘର୍ଷ କରିବାକୁ ପଡୁଛି। ଦିନେ କି ୨ ଦିନ ନୁହଁ ବର୍ଷ ବର୍ଷ ଧରି ପିଇବା ପାଣି ପାଇଁ ଗୋଟିଏ ନଳକୂପ ହିଁ ଭରସା ପୁଣି ଲମ୍ବା ଧାଡ଼ିରେ ଠିଆ ହୋଇ ପାଣି ସଂଗ୍ରହ ନ କଲେ କିଛି ସମୟ ପରେ ଗୋଳି ପାଣି ବାହାରୁଛି। ଫଳରେ ଚିନ୍ତା ବଢ଼ିବାରେ ଲାଗିଛି l ପ୍ରକାଶ ଯେ, ପଞ୍ଚାୟତ କାର୍ଯ୍ୟାଳୟ ଠାରୁ ମାତ୍ର ୩ ଶହ ମିଟର ଦୂରତା ରେ ରହିଛି ଏହି କୁମ୍ଭାରସାହି । ପଞ୍ଚାୟତ କାର୍ଯ୍ୟାଳୟ ଠାରୁ ଏହି ସାହିକୁ ସଂଯୋଗ କରୁଥିବା ପଞ୍ଚାୟତ ରାସ୍ତା ଦୀର୍ଘ ବର୍ଷ ଧରି ମରଣଯନ୍ତା ପାଲଟିଥିବା ବେଳେ ସାହିରେ ରହିଥିବା ଅଙ୍ଗନାୱାଡି କେନ୍ଦ୍ର କୁ ମଧ୍ୟ ଭଲ ସବୁଦିନିଆ ରାସ୍ତା ଟିଏ ନାହିଁ, ସେହିପରି ସବୁଠାରୁ ବଡ଼ ସମସ୍ୟା କହିଲେ ଗୋଟିଏ ନଳକୂପ ରହିଛି। ଯେଉଁଠି ଲୌହଯୁକ୍ତ ପାଣି ଓ ନଳକୂପ କିଛି ସମୟ ପାଣି ବାହାରିବା ପରେ ଗୋଳିଆ ପାଣି ବାହାରୁଛି। ଫଳରେ ଲୋକ ବାଧ୍ୟ ହୋଇ ଗାଁ ବାହାରେ ରହିଥିବା ଚୁଆରୁ ପାଣି ବୋହି ଆଣି ପିଉଛନ୍ତି। ସେହିପରି ଲମ୍ବା ଧାଡି ପାଇଁ ମହିଳା ମହିଳାଙ୍କ ମଧ୍ୟରେ ପାଣି ପାଇଁ ନଳକୂପ ନିକଟରେ ଏକାଧିକ ଥର ଝଗଡା ସୃଷ୍ଟି ହେଉଥିବା କହିଛନ୍ତି ଖୋଦ ମହିଳାମାନେ। ଗାଁକୁ ବସୁଧା ଯୋଜନାରେ ପାଣି ପାଇପ ବିଛାଯାଇଛି। କିନ୍ତୁ ଏହା କରାଯିବାର ୧୦ ବର୍ଷ ବିତିଯାଇଥିଲେ ସୁଦ୍ଧା ଆଜି ପର୍ଯ୍ୟନ୍ତ ପାଣି ଟୋପାଏ ଆସୁନଥିବା ସାହି ବାସିନ୍ଦା ଅଭିଯୋଗ କରିଛନ୍ତି। ଏନେଇ ଗାଁର ବରୁଣ ବେହେରା, ସୁରୁଚି ବେହେରା, ରାଜଲଷ୍ମୀ ବେହେରା, କୃଷ୍ଣ ଚନ୍ଦ୍ର ବେହେରା ପ୍ରମୁଖ ଅଭିଯୋଗ କରିଛନ୍ତି। ସେହିପରି ଅଙ୍ଗନୱାଡିକୁ ସବୁଦିନିଆ ରାସ୍ତା ସହ ପିଇବାପାଣି ଓ ବିଦ୍ୟୁତ ସଂଯୋଗ ବ୍ୟବସ୍ଥା ସମେତ ସାହିରେ ପିଇବା ପାଣି ବ୍ୟବସ୍ଥା କରାଯିବାକୁ ଅଞ୍ଚଳବାସୀ ଦାବି କରିଛନ୍ତି ନହେଲେ ଆଗାମୀ ଦିନରେ ରାଜରାସ୍ତାକୁ ଓଲ୍ହାଇବାକୁ ସାହି ଲୋକ ଚେତାବନୀ ଦେଇଛନ୍ତି। ଏନେଇ ବିଡ଼ିଓ ପ୍ରୀତିରଞ୍ଜନ ରଥ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି ଯେ, ଏହି ସବୁ ସମସ୍ୟାର ଶୀଘ୍ର ସମାଧାନ କରାଯିବ l

News Comment

You Might Also Like

BACK TO TOP