Breaking News

ରାଜନୀତି ବିଭାଗ ପକ୍ଷରୁ ନୂତନ ଅଧକ୍ଷ ଙ୍କୁ ସମ୍ବର୍ଦ୍ଧନା |    (07-Aug-2026)       ||      ସାନଟେମାରି ସରକାରୀ ଉଚ୍ଚ ବିଦ୍ୟାଳୟ ରୁ ପିଲା ଚାଲିଯିବା ଉପରେ ଜିଲ୍ଲପାଳ ଙ୍କ କଡା ଆଭିମୁଖ୍ୟ |   (07-Aug-2026)       ||      ପୂର୍ବ ଶତ୍ରୁତା କୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକଆକ୍ରମଣ |    (07-Aug-2026)       ||      ବ୍ରହ୍ମପୁର ମହାନଗର ନିଗମ ଅଫିସ ଆଗରେ ବକେୟା ବିଲ ପାଇବା ଦାବିରେ ଠିକାଦାର ମାନଙ୍କ ଧାରଣା |   (07-Aug-2026)       ||      ମାଇକ୍ରୋ ଫାଇନାନ୍ସ କମ୍ପାନୀ ବିରୁଦ୍ଧରେ କ୍ଷତିଗ୍ରସ୍ତ ଜମାକାରୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର |   (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ ରେ ପାଦେରୀ ପଡା ଓ ଶୁଣ୍ଡରୁ ମିଲା ଦଳ ବିଜୟୀ |   (07-Aug-2026)       ||      ଅଭିନେତ୍ରୀ ତ୍ରିଶା ଙ୍କୁ କଟୁ ଦିଅର୍ଥ ବୋଧକ ଶବ୍ଦ କହିବା ଉଦୟ ନିଧି ଷ୍ଟାଲିନ ଙ୍କୁ ମହିଳା ମାନେ କଲେ କଟୁ ସମାଲୋଚନା |   (07-Aug-2026)       ||      ନୁଆଁ ଖାଇ ପାଇଁ ବଲାଙ୍ଗୀର ଜିଲ୍ଳାରେ ଆରମ୍ଭ ହେଲା ଲଗ୍ନ ଦେଖା    (07-Aug-2026)       ||      ଜୁଆ ଖେଳ ଉପରେ ପୋଲିସ ର ଚଢ଼ାଉ 7 ଅଭିଯୁକ୍ତ ସହ, ଟଙ୍କା, ମୋବାଇଲ ଓ ବାଇକ ଜବତ ||   (07-Aug-2026)       ||      ଖଲ୍ଲିକୋଟ ପାଚିକା ସହାୟିକା ଙ୍କ ତାଲିମ ଶିବିର ଅନୁଷ୍ଠିତ!|    (07-Aug-2026)       ||      ଗୁଆଳି ପୁର ଗ୍ରାମର ଶତାୟୁ ବ୍ୟକ୍ତିଙ୍କ ପରଲୋକ |    (07-Aug-2026)       ||      ଜଣେ ଅଭିଯୁକ୍ତ ଅପିଲ କୁ ନେଇ ହାଇକୋର୍ଟ ଙ୍କ ଅଭିମୁଖ୍ୟ ନେଇ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମକୋର୍ଟ |    (07-Aug-2026)       ||      ଆର ଉଦୟଗିରି ପୋଲିସ ଦ୍ୱାରା 251 କେଜି ଗଂଜେଇ ସହ ଦୁଇ ଅଭିଯୁକ୍ତ ଗିରଫ |   (06-Aug-2026)       ||      ଦ୍ଇ ଜଣ ସନ୍ଦେହୀ ଯୁବକଙ୍କ ଠାରୁ ଦୁଇ ଦେଶୀ ପିସ୍ତଲ, ଗୁଳି ଓ ଅଭିଯୁକ୍ତ ଙ୍କୁ ଗିରଫ କଲା ବେଲଙ୍ଗା ପୋଲିସ |   (06-Aug-2026)       ||      ବାଲିପଦର ପୋଲିସ କୁ ବଡ଼ ସଫଳତା, ଦେଶୀ ବନ୍ଧୁକ କାରଖାନା ରୁ ସରଞ୍ଜାମ,ଦୁଇବନ୍ଧୁକଓ ଦୁଇବ୍ୟକ୍ତି ଗିରଫ |    (06-Aug-2026)       ||      ସଂସ୍କୃତି ଅନୁଷ୍ଠାନ ର ନୂତନ କାର୍ଯ୍ୟକାରିଣୀ ଗଠନ, ସରସ୍ୱତୀ ହେଲେ ସଭନେତ୍ରୀ |   (06-Aug-2026)       ||      ପଞ୍ଜିକୃତଚାଷୀ,ସମବାୟ ବ୍ୟଙ୍କ ରୁ ଋଣ ନେଇଥିବା ଚାଷୀ ମିଳୁଛି ସାର, ଅନ୍ୟଚାଷୀଙ୍କୁ ନାହିଁ |   (06-Aug-2026)       ||      ବାଲିଗୁଡା ଓ ସିପାଞ୍ଜିରୀ ଦଳ ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନ ସିପ ରେ ବିଜୟୀ |   (06-Aug-2026)       ||      ମ ରାମ ପୁର ରେ ବିଜେପି ମଣ୍ଡଳ ଉପ ସଭାପତି ଙ୍କୁ ନିର୍ମମ ହତ୍ୟା    (06-Aug-2026)       ||      କଲ୍ୟାଣ ସିଂହ ପୁର ଗାଁରେ ପଶିଲେ ଦୁଇ ହାତୀ ବ୍ୟାପକ କଲେ କ୍ଷୟ କ୍ଷତି ||   (06-Aug-2026)       ||     

ରାଜ୍ୟସରକାର ଙ୍କ ଘୋଷଣା ବରଗଡ଼ ବିଶ୍ୱ ପ୍ରସିଦ୍ଧ ରଥ ଯାତ୍ରା ପାଇଁ ଏକ କୋଟି ର ସହାୟତା ରାଶି ପ୍ରଦାନ ||

05-Dec-2025

ବରଗଡ଼  ଧନୁଯାତ୍ରା ପାଇଁ ରାଜ୍ୟ ସରକାର ଙ୍କ ତରଫରୁ  ୧ କୋଟି ସହାୟତା ରାଶି ପ୍ରାଦନ ,

        ଓଡିଶା ଜନ ମତ ବ୍ୟୁରୋ,

 ବରଗଡ଼ ର ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରା ପାଇଁ ସରକାରଙ୍କ ପକ୍ଷରୁ ୧ କୋଟି ଟଙ୍କାର ଆର୍ଥିକ ଅନୁଦାନ ନିଷ୍ପଭି ହୋଇଛି। । ତେବେ ୨୦୦ କଳାକାରଙ୍କୁ ୧୦ ହଜାର ଲେଖାଏ ସମ୍ମାନ ସୂଚକଅର୍ଥ ରାଶିପ୍ରଦାନ କରାଯିବ |କାରଣ ଏହି ଅର୍ଥ ରାଶି ପ୍ରଦାନ ଯୋଗୁଁ କଳାକାର ଙ୍କ ମନରେ ଆନନ୍ଦ ଓ ଉତ୍ସାହ ଭରି ଦେବ ଏହା ସହ ଓଡ଼ିଆ ଭାଷା, ସାହିତ୍ୟ ଓ ଓ ସଂସ୍କୃତି ବିଭାଗ ପକ୍ଷରୁ ଏହି ଅର୍ଥ ରାଶି ମଞ୍ଜୁର ହୋଇଛି। ସୂଚନାଯୋଗ୍ୟ, ଚଳିତ ବର୍ଷ ଡିସେମ୍ବର ୨୪ରୁ ୨୦୨୬ ଜାନୁଆରୀ  ପର୍ଯ୍ୟନ୍ତ ଧନୁଯାତ୍ରା ଅନୁଷ୍ଠିତ  ହେବ। ଏଲଇଡି ପରଦା ମାଧ୍ୟମରେ ଧନୁଯାତ୍ରା ମହୋତ୍ସବର ସିଧାପ୍ରସାରଣ ହେବ। ବରଗଡ଼ ସହରର ପ୍ରମୁଖ ପ୍ରବେଶ ଦ୍ବାରରେ ଧନୁଯାତ୍ରା ଥୂମ ର ଗେଟ ନିର୍ମାଣ ବି ହେବ । ଧନୁଯାତ୍ରା ସମୟରେ ଭୁବନେଶ୍ୱର ଓ ପୁରୀରୁ ବରଗଡ଼କୁ ସ୍ୱତନ୍ତ୍ର ଟୁରିଷ୍ଟ ବସ୍ ଚାଲିବ  ବୋଲି ନିଷ୍ପଭି ହୋଇଛି। ଯାହାଦ୍ୱାରା ଓଡିଶା ର ପ୍ରତେକ ଜିଲ୍ଲା ରୁ ଜନସାଧାରଣ  ଧନୁଯାତ୍ରା ଦେଖିବାର ସୁଯୋଗ ପାଇବେ | ଏବଂ ଓଡିଶା ବ୍ୟତୀତ ଛତିଶ ଗଡ଼ ,  ବିହାର, ଓ ପଶ୍ଚିମ ବଙ୍ଗ ର ପର୍ଯ୍ୟଟନ  ମଧ୍ୟ ଏହି ଯାତ୍ରାର ସୁଯୋଗ ପାଇ ପାରିବେ  |

News Comment

You Might Also Like

BACK TO TOP