Breaking News

ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||     

ଛତିଶ ଗଡ଼ ରେ ସୁରକ୍ଷା କର୍ମୀଙ୍କ ଏନକାଉଣ୍ଟର ରେ 16 ମାଓବାଦୀ ନିପାତ |

05-Dec-2025

ଛତିଶଗଡ଼ ସୁରକ୍ଷା କର୍ମୀ ଙ୍କ ଏନକାଉଣ୍ଟରରେ ୧୬ ମାଓବାଦୀ ନିପାତ ୩ ଡିଆରଜି ଯବାନ ଶହୀଦ,

     ଓଡିଶା ଜନ ମତ ବ୍ୟୁରୋ,

ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ରେ  ବିଜାପୁର ଜିଲ୍ଲାରେ ସୁରକ୍ଷା ବାହିନୀ ଏବଂ ମାଓବାଦୀଙ୍କ ମଧ୍ୟରେ ହୋଇଥିବା ମାଓବାଦୀମାନେ ବହୁ କ୍ଷତି ସହିଛନ୍ତି । ଗତକାଲି ୧୨ ଜଣ ମାଓବାଦୀଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା ଏବଂ ଆଜି ଏକ ସର୍ଚ୍ଚ ଅପରେସନ୍ ସମୟରେ ଘଟଣାସ୍ଥଳରୁ ଆଉ ୪ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି, ଯାହା ଫଳରେ ମୃତ ମାଓବାଦୀଙ୍କ ମୋଟ ସଂଖ୍ୟା ୧୬ କୁ ବୃଦ୍ଧି ପାଇଛି । ଦୁଃଖଦ ଭାବରେ, ଏହି ଅପରେସନରେ ତିନି ଜଣ ସାହସୀ ଜିଲ୍ଲା ଭିଜର୍ଭଗାର୍ଡ ( ଡିଆରଜି ) କର୍ମଚାରୀ ସହିଦ ହୋଇଛନ୍ତି | ହେଡ୍‌ କନଷ୍ଟେଚଲ୍‌ ମୋନ୍ ୱାଦାଦି, ଜନଷ୍ଟେବଲ୍‌ ଡୁକାରୁ ଗୋଣ୍ଡେ ଏବଂ ଯବାନ ରମେଶ ସୋଧ। ବିଜାପୁର-ଦାନ୍ତେଓ୍ୱାଡା ଜିଲ୍ଲା ସୀମାନ୍ତରେ ଥିବା ଏକ ଜଙ୍ଗଲ ଅଞ୍ଚଳରେ ହୋଇଥିବା ଏକ ଭୟଙ୍କର ଏନକାଉଣ୍ଟରରେ
ଡିଆରଜି, ଏସଟିଏଫ ଏବଂ ସିଆରପିଏଫର କୋବ୍ରା ୟୁନିଟକୁ ନେଇ ଗଠିତ ଏକ ମିଳିତ ସୁରକ୍ଷା ବାହିନୀ ଦଳ ନକ୍ସଲ ବିରୋଧୀ ଅପରେସନ ରେ ଥିଲେ ସେତେବେଳେ ଏହି ସଂଘର୍ଷ ଘଟିଥିଲା । ସୁରକ୍ଷା ବାହିନୀ ଏନକାଉଣ୍ଟର ସ୍ଥଳରୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଏବଂ ଗୁଳିଗୋଳା ମଧ୍ୟ ଉଦ୍ଧାର କରିଛି, ଯେଉଁଥିରେ ବିଭିନ୍ନ ପ୍ରକାରର ରାଇଫଲ, ବହୁ ସଂଖ୍ୟକ କାର୍ତ୍ତିଜ୍, ଆଇଡି ସାମଗ୍ରୀ ଏବଂ ମାଓ ଶିବିରରୁ ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ଅନ୍ତର୍ଭୁକ୍ତ । ଅଞ୍ଚଳରେ ମାଓବାଦୀଙ୍କୁ ଖୋଜିବା ପାଇଁ ସର୍ଜ ଅପରେସନ୍ ଜାରି ରହିଛି |

News Comment

You Might Also Like

BACK TO TOP