Breaking News

ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||     

ସ୍କୁଟି, ପଲସର ମୁହାଁ, ମୁହିଁ ଧକ୍କା, ସ୍କୁଟିରେ ଥିବା ସ୍ୱାମୀ, ସ୍ତ୍ରୀ ମୃତ, ବଞ୍ଚିଗଲା 3ବର୍ଷର ଶିଶୁ |

06-Dec-2025

ମର୍ମନ୍ତୁଦ ଦୁର୍ଘଟଣା, ଛୋଟ ଛୁଆ ଆଗରେ ଚାଲିଗଲା ପିତା ମାତାଙ୍କ ଜୀବନ,

ଓଡିଶ ଜ ମ,  କୈଳାଶ ଚନ୍ଦ୍ର ଚୌଧୁରୀ , ବ୍ରହ୍ମପୁର,

ଗତକାଲି ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଯାହା ଫଳରେ ବ୍ରହ୍ମପୁର ଦିଗପହଣ୍ଡି ରାସ୍ତା କୁରେଇଶୁଣୀ ମନ୍ଦିର ନିକଟରେ ଏକ ସ୍କୁଟି ଗାଡ଼ିକୁ ଏକ ପଲସର୍ ମୋଟରସାଇକେଲ ମୁହାଁମୁହିଁ ଧକ୍କା ଫଳରେ ସ୍କୁଟି ଚାଳକ ପ୍ରତାପ ମଳିକ ଓ ପତ୍ନୀ ଲଳିତା ମଳିକ ଙ୍  ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ମାତ୍ର ୩ ବର୍ଷର ଶିଶୁ କନ୍ୟା ସୁରକ୍ଷିତ ଅଛି। ପ୍ରାପ୍ତ ଖବର ରୁ ଜଣାପଡିଛି ଯେ ମୃତ ଲଳିତା ଗର୍ଭବତୀ ଯୋଗୁଁ ସ୍ବାମୀ ପ୍ରତାପ ସ୍ବାସ୍ଥ୍ୟ ପରୀକ୍ଷା ପାଇଁ ବ୍ରହ୍ମପୁର ଡାକ୍ତରଖାନାକୁ ଆସି ଫେରୁଥିବା ବେଳେ ଏହି ଭଳି ଲୋମହର୍ଷଣକାରୀ ଘଟଣା ଘଟିଛି। ମୋଟରସାଇକେଲ ଚାଳକ ସୁନୀଲ ଦଳେଇ ମଧ୍ୟ ଗୁରୁତର ଆହତ ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ଖବର ପାଇ ଦିଗପହଣ୍ଡି ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଭୟ ଗାଡ଼ିକୁ ଜବତ କରିବା ସହ ଡାକ୍ତରଖାନାରେ ପହଞ୍ଚି ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣା ର ତଦନ୍ତ ଆରମ୍ଭ କରିଛନ୍ତି।

News Comment

You Might Also Like

BACK TO TOP