Breaking News

ଗୁଆଳି ପୁର ଗ୍ରାମର ଶତାୟୁ ବ୍ୟକ୍ତିଙ୍କ ପରଲୋକ |    (07-Aug-2026)       ||      ଜଣେ ଅଭିଯୁକ୍ତ ଅପିଲ କୁ ନେଇ ହାଇକୋର୍ଟ ଙ୍କ ଅଭିମୁଖ୍ୟ ନେଇ ଅସନ୍ତୋଷ ପ୍ରକାଶ କଲେ ସୁପ୍ରିମକୋର୍ଟ |    (07-Aug-2026)       ||      ଆର ଉଦୟଗିରି ପୋଲିସ ଦ୍ୱାରା 251 କେଜି ଗଂଜେଇ ସହ ଦୁଇ ଅଭିଯୁକ୍ତ ଗିରଫ |   (06-Aug-2026)       ||      ଦ୍ଇ ଜଣ ସନ୍ଦେହୀ ଯୁବକଙ୍କ ଠାରୁ ଦୁଇ ଦେଶୀ ପିସ୍ତଲ, ଗୁଳି ଓ ଅଭିଯୁକ୍ତ ଙ୍କୁ ଗିରଫ କଲା ବେଲଙ୍ଗା ପୋଲିସ |   (06-Aug-2026)       ||      ବାଲିପଦର ପୋଲିସ କୁ ବଡ଼ ସଫଳତା, ଦେଶୀ ବନ୍ଧୁକ କାରଖାନା ରୁ ସରଞ୍ଜାମ,ଦୁଇବନ୍ଧୁକଓ ଦୁଇବ୍ୟକ୍ତି ଗିରଫ |    (06-Aug-2026)       ||      ସଂସ୍କୃତି ଅନୁଷ୍ଠାନ ର ନୂତନ କାର୍ଯ୍ୟକାରିଣୀ ଗଠନ, ସରସ୍ୱତୀ ହେଲେ ସଭନେତ୍ରୀ |   (06-Aug-2026)       ||      ପଞ୍ଜିକୃତଚାଷୀ,ସମବାୟ ବ୍ୟଙ୍କ ରୁ ଋଣ ନେଇଥିବା ଚାଷୀ ମିଳୁଛି ସାର, ଅନ୍ୟଚାଷୀଙ୍କୁ ନାହିଁ |   (06-Aug-2026)       ||      ବାଲିଗୁଡା ଓ ସିପାଞ୍ଜିରୀ ଦଳ ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନ ସିପ ରେ ବିଜୟୀ |   (06-Aug-2026)       ||      ମ ରାମ ପୁର ରେ ବିଜେପି ମଣ୍ଡଳ ଉପ ସଭାପତି ଙ୍କୁ ନିର୍ମମ ହତ୍ୟା    (06-Aug-2026)       ||      କଲ୍ୟାଣ ସିଂହ ପୁର ଗାଁରେ ପଶିଲେ ଦୁଇ ହାତୀ ବ୍ୟାପକ କଲେ କ୍ଷୟ କ୍ଷତି ||   (06-Aug-2026)       ||      ଆରପାରିରେ ଗଜନୀ ର ଖଳନାୟକ ତଥା ମହାଭାରତ ର ଅଶ୍ୱସ୍ତମା ପ୍ରଦୀପ ରାୱାତ |    (06-Aug-2026)       ||      ସ୍କୁଲ କାନ୍ଥ ଭୁଷୁଡ଼ି 2ଛାତ୍ର ଗୁରତର , ମେଡିକାଲ ରେ ଚିକିତ୍ସିତ |   (06-Aug-2026)       ||      ଖଡ଼ିଆଳ ରାଜସ୍ବ ସହାୟକ ଙ୍କ ଉପରେ ତୁରନ୍ତ କାର୍ଯ୍ୟନୁଷ୍ଠାନ ନେଲେ ଜିଲ୍ଲା ପାଳ ||   (06-Aug-2026)       ||      ଭାରତ ରେ ଅଛି ଅଜବ ଗାଁ ଯେଉଁଠି ମହିଳା ମାନେ ପାଞ୍ଚଦିନ ଲୁଗା ପନ୍ଧନ୍ତି ନାହିଁ ||   (06-Aug-2026)       ||      କବିସୂର୍ଯ୍ୟ ନଗର ର ପୂର୍ବତନ ବିଧୟିକା ଙ୍କ ସ୍ମୃତିରେ ରକ୍ତଦାନ ଶିବିର ଅନୁଷ୍ଠିତ |    (06-Aug-2026)       ||      ରାଜ୍ୟ ଓଷ୍ଟା ସଙ୍ଘ ପକ୍ଷରୁ ପ୍ରତିବାଦ ସଭା |   (06-Aug-2026)       ||      ଭୟା ଭୟ ଅଗ୍ନି କାଣ୍ଡରେ କେଶପୁର ବଜାର ରେ ଜଳିଗଲା 4ଗୋଟି ଦୋକାନ |    (06-Aug-2026)       ||      କାନ୍ଧୁଣିଦେବୀ ଙ୍କୁ ଦର୍ଶନ କରି ଫେରିଲେ ମହାମହିମ ରାଷ୍ଟ୍ରପତି |   (05-Aug-2026)       ||      ଭୂମିହୀନ ଙ୍କୁ ଜମି ପଟା ଶିକ୍ଷା ଓ ସୁବିଧା ଦାବିରେ ସ୍ଵାସ୍ତ୍ୟ ଆଇଆରଳ ବୈଠକ |    (05-Aug-2026)       ||      ଖରିପଡ଼ିଆ କୋର କୋରା ରାସ୍ତାରେ 4ଫୁଟ ଉଚର ବନ୍ୟାଜଳ ପ୍ରବାହିତ |    (05-Aug-2026)       ||     

ଛାତରେ ପାଣି ପକାଉଥିବା ସମୟରେ ଗୋଡ଼ ଖସି ବିଏସଏଫ A S I ଙ୍କଚିକିତ୍ସା ଅବସ୍ଥାରେ ମୃତ୍ୟୁ |

06-Dec-2025

ପରୋପକାରୀ  କର୍ତ୍ତବ୍ୟ ନିଷ୍ଟ  ବି ଏସ ଏଫ ପୋଲିସ ଏ ଏସ ଆଇଙ୍କ  ଦୁର୍ଘଟଣା ରେମୃତ୍ୟୁ,

     ଓଡିଶା ଜନ ମତ ବ୍ୟୁରୋ,

ଶ୍ରୀଯୁକ୍ତ ପ୍ରକାଶ ଚନ୍ଦ୍ର ଦାଶ, ASI, ନିର୍ମାଣ ଶାଖା, 143 BN BSF, ବ୍ରହ୍ମପୁରରେ କାମକରୁଥିଲେ | ସେ ନିଜ ଗାଁ ଜଗନ୍ନାଥପୁରପଞ୍ଚାୟତ ରେ ଥ‌ିବା ବ୍ରାହ୍ମଣ ଶାସନ ଅଟେ | ସେ ନିଜ ଘରକୁ ଆସି ଚାରିଦିନ ତଳେ ଆସି ଥିଲେ | ଏବଂ ତାଙ୍କ ଘରର ତୃତୀୟ ମହଲା ଛାତ ପଡି ପ୍ଳାଷ୍ଟର କାମ ଚାଲିଥିଲା | ତେଣୁ ସେ  ଛାତ ଉପରେ ପାଣି ପକାଉଥିବା ସମୟରେ  ଗୋଡ଼ ଖସି ଯିବାରୁ କୁହା ରଡ଼ ଉପରେ ପଡି ଯାଇଥିଲେ ||ଲୁହାରଡ଼ ଟି ଛାତି ଭିତରେ ପଶି  ଆରପାର ହୋଇ ଯାଇଥିଲା | ହଠାଥ ତାଙ୍କର ଚିତ୍କାର ଶୁଣି ଘର ଲୋକ ମାନେ ଯାଇ ତାଙ୍କୁ ଉଦ୍ଧାର କରି ରକ୍ତ ଜୁଡୁବୁଡୁ ଅବସ୍ଥାରେ ବ୍ରହ୍ମପୁର ଚିକିତ୍ସା ପାଇଁ ନେଇଥିଲେ | ତେବେ ସେଠାରେ ତିନି ଦିନ ଚିକିତ୍ସା ପରେ ଆଜି ତାଙ୍କର ମୃତ୍ୟୁ ହୋଇ ଯାଇଛି  | ତାଙ୍କର ମୃତ୍ୟୁ ଖବର ଶୁଣି ଗ୍ରାମରେ ଏକ ଶୋକାକୁଳ ପରିବେଶ ସୃଷ୍ଟି ହୋଉଛି | ସେଜଣେ ପରୋପକାରୀ ଓ କର୍ତ୍ତବ୍ୟ ନିଷ୍ଟ ପୋଲିସ ଥିଲେ  |

News Comment

You Might Also Like

BACK TO TOP