Breaking News

କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ହଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||     

ମାରଦା ମହୋତ୍ସବ 2026 ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ |

07-Dec-2025

ମାରଦା ମହୋତ୍ସବ -୨୦୨୬ ପାଇଁ ପ୍ରସ୍ତୁତି ବୈଠକ।

ଓଡ଼ିଶା ଜନମତ ପୋଲସରା ସନ୍ତୋଷ କୁମାର ପଣ୍ଡା
ପୋଲସରା  ତା.୦୭/୧୨/୨୦୨୫:- ଆଜି ପୋଲସରା ବ୍ଲକ୍ ମଥୁରା ଗ୍ରାମ ପଞ୍ଚାୟତ ସ୍ଥିତ ଶରଣ ଶ୍ରୀକ୍ଷେତ୍ର ମାରଦା ଠାରେ ଆସନ୍ତା ୨୦୨୬ ଜାନୁୟାରୀ ମାସ ୧୪,୧୫ ଓ ୧୬ ତାରିଖ ଶ୍ରୀଦିବସୀୟ ରାଜ୍ୟ ସ୍ତରୀୟ ମାରଦା ମହୋତ୍ସବ ସକାଶେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଗଂଜାମ ଜିଲ୍ଲାପାଳ ଭି.କୀର୍ତ୍ତିଭାସନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାକାର୍ଯ୍ୟରେ ମୁଖ୍ୟ ଅତିଥିଭାବେ ପୋଲସରା ବିଧାୟକ ତଥା ରାଜ୍ୟ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଯୋଗଦେଇ ପ୍ରଦୀପ ପ୍ରଜ୍ବଳନ ପୂର୍ବକ କାର୍ଯ୍ୟକ୍ରମକୁ ଶୁଭ ଉଦଘାଟନ କରିଥିବା ବେଳେ ସମ୍ମାନୀତ ଅତିଥିଭାବେ ଗଂଜାମ ଏସପି ଶୁଭେନ୍ଦୁ ପାତ୍ର, ଉପଜିଲ୍ଲାପାଳ ଡ଼ଃ ଶିବାଶିଷ ବରାଳ , ଘୁମୁସର ବନଖଣ୍ଡ ଭଞ୍ଜନଗର ଅଧିକାରୀ ବିପାଶା ପାରୁଲ,ଜିଲ୍ଲା ସଂସ୍କୃତି ବିଭାଗ ଅଧିକାରୀ ଅଦିତି ଆଚାର୍ଯ୍ୟ, ମାରଦା ମହୋତ୍ସବ କମିଟି ଉପସଭାପତି ପ୍ରଭାକର ପଣ୍ଡା,ପୋଲସରା ବ୍ଲକ୍ ଅଧ୍ୟକ୍ଷା କଳ୍ପନାପ୍ରଧାନ,ଏନଏସିନଗରପାଳସଂଯୁକ୍ତାବେହେରା, ପୋଲସରା ତହସିଲଦାର ଦିପ୍ତିମୟୀ ପାତ୍ର ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ। ଏହି ଅବସରରେ ପୂର୍ବବର୍ଷ ଠାରୁ ଆହୁରି ଅଧିକ ଆକର୍ଷଣୀୟ ଭବ୍ୟଦିବା, ବର୍ଣ୍ଣାତ୍ୟ ପରିବେଶରେ ଉକ୍ତ ପ୍ରଶିଦ୍ଧ ମହୋତ୍ସବ କିଭଳି ଭାବେ ଶାନ୍ତିଶୃଙ୍ଖଳା ଓ ନିର୍ବିଘ୍ନ ପ୍ରକାରେ ସମ୍ପନ୍ନ ହେବ ସେଥିଉପରେ ଗୁରୁତ୍ଵ ଦିଆଯିବା ସହିତ ବୈଠକରେ ଉପସ୍ଥିତ ବିଭିନ୍ନ ବିଭାଗୀୟ ଅଧିକାରୀମାନଙ୍କୁ ସମୟସୀମା ମଧ୍ୟରେ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ  କରିବାକୁ ପରାମର୍ଶ ଦିଆଯାଇଥିଲା।ବିଶେଷ କରି ନିରବିଛିନ ଆଲୋକ,ପିଇବାପାଣି, ଗମନାଗମନ ସୁରକ୍ଷା ଉପରେ ମନ୍ତ୍ରୀ ଏବଂ  ସ୍ବାସ୍ଥ୍ୟ ଏଵଂ  ଅଗ୍ନିନିରାପତ୍ତା ଜିଲ୍ଲାପାଳ ମହୋଦୟ ଗୁରୁତ୍ଵ ଦେଇଥିଲେ। ଏଥିରେ ବିଡ଼ିଓ ଶଶିଭୂଷଣ ମହାପାତ୍ର ଥାନା ଆଇଆଇସି କୌସିକ ମାଝୀ ମନ୍ଦିର ପରିଚାଳନା କମିଟି, କର୍ମକର୍ତ୍ତା, ସଂଗଠକ,ସ୍ୱେଚ୍ଛାସେବୀବୁଦ୍ଧିଜୀବୀ,ମଥୁରା ପଞ୍ଚାୟତବାସୀଙ୍କ ସମେତ ପୋଲସରା ଉପନଗରପାଳ ସନ୍ତୋଷ କୁମାର ବେହେରା, ଅଭ୍ୟର୍ଥନା କମିଟିର ସଦସ୍ୟବୃନ୍ଦ ଉପସ୍ଥିତ ରହି ସହଯୋଗ କରିଥିଲେ। ମହନ୍ତ ଶ୍ରୀରାମ ଦାସ ମହାରାଜ ପୂର୍ବବର୍ଷ ମହୋତ୍ସବର ବିବରଣୀ ପ୍ରଦାନ କରିଥିବାବେଳେ ଶେଷରେ ଜିଲ୍ଲାପାଳ ମହୋଦୟ ମହୋତ୍ସବର ସଫଳତା କାମନା କରିବା ସହିତ ଉପସ୍ଥିତ ସମସ୍ତଙ୍କୁ ଧନ୍ୟବାଦ୍ ଅର୍ପଣ କରିଥିଲେ।

News Comment

You Might Also Like

BACK TO TOP