Breaking News

କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ହଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||      ବାଲି ଚୋରା ଚାଲାଣ ଅଭିଯୋଗ ରେ ପାଇକମାଳ ପୋଲିସ ଦ୍ୱାରା ଜଣକୁ ଗିରଫ ସହ ବାଲି ହାଇୱା ଜବତ କଲା |    (05-Oct-2026)       ||      ଛତ୍ରପୁର ରେ ଅବସର ପ୍ରାପ୍ତ ସହକାରୀ ଯୋଗାଣ ଅଧିକାରୀ ଙ୍କ ଦ୍ୱାଦଶାହ କାର୍ଯ୍ୟ ପାଳିତ |   (05-Oct-2026)       ||      ଝାଡବାଇ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ||   (05-Oct-2026)       ||      ଗରଦ ପୁର ମଧୁବାବୁ ପାଠାଗାର ରେ କବିବର ରାଧାନାଥ ଜୟନ୍ତୀ ପାଳିତ ||   (05-Oct-2026)       ||     

ଖଣ୍ଡିଆ ନଈ ପଞ୍ଚାୟତ ରେ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ |

08-Dec-2025

ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ  ଶିବିର ଅନୁଷ୍ଠିତ,

ଓଡିଶା  ଜନ ମତ, ବେଗୁନିଆପଡା, ସୂର୍ଯ୍ୟ ନାରାୟଣ ବଡୁ, 

ସୋମବାର ଦିନ ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଳକ୍ ଅନ୍ତର୍ଗତ ଖଣ୍ଡିଆନଈ ଗ୍ରାମ ପଞ୍ଚାୟତ ପରିସରରେ ଗ୍ରାମ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ  ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ  ଭାରପ୍ରାପ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ନିରଞ୍ଜନ ବେହେରା ,,ସରପଞ୍ଚ ପଙ୍କଜ ସେଠି,ସମିତି ସଭ୍ୟ କୁନି ପଲାଇ, ସି ଡି ପି ଓ ନୀଳିମା ଟପ୍ପୋ,  ସହକାରୀ ନିର୍ବାହୀ ଯନ୍ତ୍ରୀ ପ୍ରଦୀପ କୁମାର ସାହୁ  , କନିଷ୍ଠ ଯନ୍ତ୍ରୀ ନୃସିଂହ ଚରଣ ପାତ୍ର , ଜଳ ଓ ପରିମଳ ସହକାରୀ ଯନ୍ତ୍ରୀ ମମତା ପଣ୍ଡା , ଶୁଭଶ୍ରୀ ମହାରଣା,  ଭାରପ୍ରାପ୍ତ ବ୍ଳକ୍ ସାମାଜିକ ସୁରକ୍ଷା ଅଧିକାରୀ ଦୁର୍ଗା ପ୍ରସାଦ ପଣ୍ଡା,ଯୋଗାଣ ଅଧିକାରୀ ବାଦଲ କୁମାର ବେହେରା  , କୃଷି ଅଧିକାରୀ ରାମଲାଲ ସାମଦ , ଵି ପି ସି ଚନ୍ଦ୍ର ଶେଖର ବେହେରା, ବି ପି ଏମ ଗ୍ୟାନ ରଞ୍ଜନ ରାଉତ, ବି ଏଲ ସି ଦେବରାଜ ବେହେରା,ଏ ପି ଓ ରଞ୍ଜନ କୁମାର ନାହାକ , ଵି ପି ସି ବୃନ୍ଦାବନ ସାହୁ ,  ପି ଇ ଓ ସୁଧୀର କୁମାର ମହାରଣା  , ଏ ଡି ଇ ଓ ଝୁନୁ ନାହାକ , ଉଦ୍ୟାନ , କ୍ଷୁଦ୍ର ଜଳସେଚନ   , ବିଦ୍ୟୁତ୍ ବିଭାଗ ଅଧିକାରୀ  ଓ କର୍ମଚାରୀ ମାନେ ଉପସ୍ଥିତ ରହିବା ସହ ଅଭିଯୋଗ ଶୁଣାଣୀ କରିଥିଲେ । ଏଥିରେ ଅନ୍ୟ ମାନେ ଉପସ୍ଥିତ ରହିବା  ସହ ସହଯୋଗ କରିଥିଲେ  ।  ସମୁଦାୟ 19  ଗୋଟି ଅଭିଯୋଗ ହୋଇଥିଲା । ସେଥିମଧ୍ୟରୁ ଭତ୍ତା , ରାସନ କାର୍ଡ 10 ଗୋଟି, ସୁଭଦ୍ରା 4 ଗୋଟି, ମେଡିକାଲ ଗୋଟିଏ ଅଭିଯୋଗ ହୋଇଥିଲା  । ଅପରାହ୍ନ 2 ଘଣ୍ଟ ସମୟରେ ଶେଷ ହୋଇଥିଲା ।

News Comment

You Might Also Like

BACK TO TOP