Breaking News

ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||      ହୃଦରୋଗ ସଚେତନତା ଓ ସ୍ୱାସ୍ଥ୍ୟ ଶିବିର |    (05-Oct-2026)       ||     

ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ରେ ଆତ୍ମ ନିର୍ଭର ଭାରତ ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଆୟୋଜିତ |

10-Dec-2025

ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ରେ ଆତ୍ମନିର୍ଭର ଭାରତ ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଆୟୋଜିତ 

ଓଡ଼ିଶା ଜନମତ ପୋଲସରା ସନ୍ତୋଷ କୁମାର ପଣ୍ଡା
 ତା.୧୦/୧୨/୨୦୨୫:

ବିଜ୍ଞାନ ମହାବିଦ୍ୟାଳୟ ରେ ଅଧ୍ୟକ୍ଷ ଡ଼ଃ ଦିଲ୍ଲୀପ କୁମାର ନାୟକ ଙ୍କ ଅଧ୍ୟକ୍ଷତା ରେ ଆତ୍ମ ନିର୍ଭର ଭାରତ କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି/ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଆସ୍କା ଲୋକସଭା ସଂସଦୀୟ କ୍ଷେତ୍ର ର ପୋଲସରା ନଗର ସାଂସଦ ପ୍ରତିନିଧି ଶ୍ରୀଯୁକ୍ତ ସିମାଞ୍ଚଳ ସାହୁ ଯୋଗ ଦେଇ ଭାରତ ର ଯଶସ୍ବୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ଦାମୋଦର ଦାସ ମୋଦି ଙ୍କ ଅଭିନଵ ଯୋଜନା ଘରେ ଘରେ ସ୍ବଦେଶୀ ବ୍ୟବହାର ସମ୍ପର୍କ ରେ ଦିଗଦର୍ଶନ ପ୍ରଦାନ କରିଥିଲେ/କାର୍ଯ୍ୟକ୍ରମ ରେ ସ୍ବଦେଶୀ ସଂକଳ୍ପ ପତ୍ର ଅଧ୍ୟାପକ,ଅଧ୍ୟାପିକା ଓ କର୍ମଚାରୀ, ଛାତ୍ର ଛାତ୍ରୀ ଙ୍କ ଉପସ୍ଥିତି ରେ ଶପଥ ପାଠ କରାଯାଇଥିଲା /ଅଧ୍ୟାପକ ସ୍ୱାଭିମାନ ସାହୁ, ଅଧ୍ୟାପିକା ଡ଼ଃ ଜ୍ୟୋସ୍ନାରାଣୀ ପଟ୍ଟନାୟକ, କାର୍ଯ୍ୟକ୍ରମ ଅଧିକାରିଣୀ ଲେଫ୍ଟନାଣ୍ଟ ବିନତା କୁମାରୀ ଦାଶ ପ୍ରମୁଖ ମଞ୍ଚାସୀନ ରହି ସ୍ବଦେଶୀ ଦ୍ରବ୍ୟ ର ବ୍ୟବହାର ଓ ମହତ୍ତ୍ୱ ସମ୍ପର୍କ ରେ ବକ୍ତବ୍ୟ ପ୍ରଦାନ କରିଥିଲେ /ଅଧ୍ୟାପକ ଡ଼ଃ ବିରଞ୍ଚି ନାରାୟଣ ରଥ, ଦେବାଶିଷ ସ୍ୱାଇଁ VOCAL FOR LOCAL, START UP INNOVATION କାର୍ଯ୍ୟକ୍ରମ ସମ୍ପର୍କ ରେ ମାର୍ଗଦର୍ଶନ କରିଥିଲେ /ସୁଶ୍ରୀ ଜ୍ୟୋତି ପାଣିଗ୍ରାହୀ ଙ୍କୁ ଆତ୍ମନିର୍ଭର ଭାରତ କାର୍ଯ୍ୟକ୍ରମ ରେ ବ୍ରାଣ୍ଡ ଆମ୍ବାସେଡ଼ର  ପୁରସ୍କାର ଅତିଥି ମାନଙ୍କ ଉପସ୍ଥିତି ରେ ପ୍ରଦାନ କରାଯାଇଥିଲା /ଅଧ୍ୟାପିକା ପିଙ୍କି ପ୍ରଧାନ, ସୁମିତା ରାଉତ, ଡେମୋନଷ୍ଟେଟର ସୁଜାତା ରାଣୀ ବେହେରା ପ୍ରମୁଖ ବିଶେଷ ସହଯୋଗ କରିଥିଲେ /ଶେଷରେ ଅଧ୍ୟାପିକା ଡ଼ଃ ଜ୍ୟୋସ୍ନାରାଣୀ ପଟ୍ଟନାୟକ ଧନ୍ୟବାଦ ଅର୍ପଣ କରିଥିଲେ।

News Comment

You Might Also Like

BACK TO TOP