Breaking News

ଜାହାଜ ଆରେଷ୍ଟ ପାଇଁ ଓଡିଶା ହାଇକୋର୍ଟ ଙ୍କ ନିର୍ଦେଶ |   (08-Aug-2026)       ||      ବୃଦ୍ଧଙ୍କ ଗଳିତ ଶବ ଉଦ୍ଧାର କଲା ବୋଡେ଼ନ ଥାନା ପୋଲିସ |    (08-Aug-2026)       ||      ଅର୍ଦ୍ଧନିର୍ମିତ କୁଆଁରୀଆ ସେତୁ ଉପରେ ସର୍ବ ସାଧାରଣ ଯାତାୟତ ପାଇଁ ମନା କଲା ବ୍ଲକ ପ୍ରଶାସନ |   (08-Aug-2026)       ||      ନାରାୟଣୀ ମନ୍ଦିର କାଉଡିଆ ଛକ ନିକଟରେ ପୋଲିସ ଗାଡି ସହ ବାଇକ ମୁହାଁମୁହିଁ ଧକ୍କା    (08-Aug-2026)       ||      ପୋଲସରା ରେ ଜାତୀୟ କୃମି ନାଶକ ତାଲିମ ଶିବିର ଅନୁଷ୍ଠିତ |    (08-Aug-2026)       ||      ନାଚୁଣୀ ପୋଲିସ କୁ ବଡ଼ ସଫଳତା ,9, 250 ଗ୍ରାମ ଗଂଜେଇ ଜବତ ସହ ଜଣେ ଗିରଫ |   (08-Aug-2026)       ||      ପୋଲସରା କଲେଜରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (08-Aug-2026)       ||      ପୋଲିସ ଗାଡି ଓ ବୁଲେଟ ମୁହାଁ ମୁହିଁ ଧକ୍କା ବୁଲେଟ ୠଦୁଇ ଓ ପୋଲିସ ର ଦୁଇ ଆହତ |   (08-Aug-2026)       ||      ସବୁ ବାଦ, ବିବାଦ ର ଅବସାନ ଘଟାଇ ବିଜୟ ଙ୍କ ବିରୋଧ ରେ ଦେଇଥିବା କୋର୍ଟ ମାମଲା କୁ ପତ୍ନୀ ସଂଗୀତାକଲେ ପ୍ରତ୍ୟାହାର |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ |   (08-Aug-2026)       ||      ପିଏମ ଶ୍ରୀ ଗୋପବନ୍ଧୁ ଉଚ୍ଚ ବିଦ୍ୟାଳୟ କମିଟି ଓ ଅଭିଭାବକ ବୈଠକ ||   (08-Aug-2026)       ||      ନବମ ଶ୍ରେଣୀ ଛାତ୍ରୀ କୋମଳ ନାୟକ ଇଂରାଜୀ ରେ ରଚନା କଲେ ତିନିଗୋଟି ପୁସ୍ତକ |    (08-Aug-2026)       ||      କଲ୍ୟାଣ ସିଂହ ପୁର ବିଡ଼ିଓ ଙ୍କ ମନମୁଖୀ କାର୍ଯ୍ୟ ଯୋଗୁଁ ବଜେଡି ର ଉପଜିଲ୍ଲାପାଳ ଙ୍କୁ ଅଭିଯୋଗ ପତ୍ର ପ୍ରଦାନ |    (08-Aug-2026)       ||      ବିଶ୍ୱରେ ଚିନି ଶଙ୍କଟ , ଦର ଆକାଶ ଛୁଆଁ |    (08-Aug-2026)       ||      ରାଜନୀତି ବିଭାଗ ପକ୍ଷରୁ ନୂତନ ଅଧକ୍ଷ ଙ୍କୁ ସମ୍ବର୍ଦ୍ଧନା |    (07-Aug-2026)       ||      ସାନଟେମାରି ସରକାରୀ ଉଚ୍ଚ ବିଦ୍ୟାଳୟ ରୁ ପିଲା ଚାଲିଯିବା ଉପରେ ଜିଲ୍ଲପାଳ ଙ୍କ କଡା ଆଭିମୁଖ୍ୟ |   (07-Aug-2026)       ||      ପୂର୍ବ ଶତ୍ରୁତା କୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକଆକ୍ରମଣ |    (07-Aug-2026)       ||      ବ୍ରହ୍ମପୁର ମହାନଗର ନିଗମ ଅଫିସ ଆଗରେ ବକେୟା ବିଲ ପାଇବା ଦାବିରେ ଠିକାଦାର ମାନଙ୍କ ଧାରଣା |   (07-Aug-2026)       ||      ମାଇକ୍ରୋ ଫାଇନାନ୍ସ କମ୍ପାନୀ ବିରୁଦ୍ଧରେ କ୍ଷତିଗ୍ରସ୍ତ ଜମାକାରୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ଙ୍କୁ ଦାବିପତ୍ର |   (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ ରେ ପାଦେରୀ ପଡା ଓ ଶୁଣ୍ଡରୁ ମିଲା ଦଳ ବିଜୟୀ |   (07-Aug-2026)       ||     

କୋଦଳା ଲକ୍ଷ୍ମୀ ନାରାୟଣ ସ୍ନାତକ ମହାବିଦ୍ୟାଳୟ ରେ ମାନବାଧିକାର ଦିବସ ପାଳିତ ||

10-Dec-2025

ଆନ୍ତର୍ଜାତୀୟ ମାନବ ଅଧିକାର ଦିବସ ପାଳିତ,

ଓଡିଶା ଜନ ମତ, ବେଗୁନିଆପଡା, ସୂର୍ଯ୍ୟ ନାରାୟଣ ବଡୁ, b

କୋଦଳା- ବୁଧବାର ଲଷ୍ମୀନାରାୟଣ ସ୍ନାତକ ମହାବିଦ୍ୟାଳୟ ପରିସର ରେ  ରାଜନୀତି ବିଜ୍ଞାନ ବିଭାଗ ତରଫରୁ ଆନ୍ତର୍ଜାତୀୟ ମାନଵ ଅଧିକାର ଦିବସ ମହାବିଦ୍ୟାଳୟର ଅଧ୍ୟକ୍ଷ ତଥା ରାଜନୀତି ବିଜ୍ଞାନ ବିଭାଗୀୟ ମୁଖ୍ୟ ରଘୁନାଥ ମୁଦୁଲିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି ଳ ଅଧ୍ୟକ୍ଷ ଶ୍ରୀ ମୁଦୁଲି ମାନବ ଅଧିକାରର ସମସ୍ତ ଦିଗ ଉପରେ ଆଲୋକପାତ କରିଥିଲେ l ଅନ୍ତର୍ନିହିତ ଗୁଣାବଳୀ ବର୍ଦ୍ଧକ ସଂଯୋଜକ ଅଧ୍ୟାପକ ସପନ କୁମାର ଦାଶ ଆଜିର ଦିବସ ର ମହତ୍ୱ ବିଷୟରେ ଆଲୋଚନା କରିଥିଲେ l ରାଜନୀତି ବିଜ୍ଞାନ ବିଭାଗର ଅଧ୍ୟାପକ ଲିପୁନ ମାଝୀ ମାନବ ଅଧିକାରର ଆବଶ୍ୟକତା ବିଷୟରେ କହିଥିଲେl ଅନେକ ଛାତ୍ରଛାତ୍ରୀ ନିଜର ବକ୍ତବ୍ୟ ରଖିଥିଲେ ! ଅଧ୍ୟାପିକା ତପସ୍ୱିନୀ କରଣ ମାନବ ଅଧିକାରର ଐତିହାସିକ ବିକାଶ ଉପରେ ଆଲୋଚନା କରିବା ସହିତ ଧନ୍ୟବାଦ ଅର୍ପଣ କରିଥିଲେl

News Comment

You Might Also Like

BACK TO TOP