Breaking News

ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||     

ମୋବାଇଲ ଟେକନି ସିଆନ ଙ୍କ ଆତ୍ମ ହତ୍ୟା,

12-Dec-2025

ମୋବାଇଲ ଟେକ୍ନିସିଆନଙ୍କ ଆତ୍ମହତ୍ୟା,

ଓଡିଶା ଜନ ମତ, ବ୍ରହ୍ମପୁର, କୈଳାଶ ଚନ୍ଦ୍ର ଚୌଧୁରୀ, 
ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ସହରରେ ମୋବାଇଲ ଟେକ୍ନିସିଆନ୍ ଭାବେ କାର୍ଯ୍ୟ କରୁଥିବା କେରଳର ଜଣେ ଯୁବକ ଆତ୍ମହତ୍ୟା କରିଥିବା ଜଣାପଡିଛି। ମୃତକ ଜଣକ କେରଳ ଥିରୁଅନନ୍ତପୁରମର ଭାଜୋତୁକୋନମ୍ ଅଞ୍ଚଳର ଅହମଦ ଏସ୍ (୧୮) ଓ ସେ ଗତ ଏପ୍ରିଲ ମାସ ୨୮ ତାରିଖରୁ ବେଲଗୁଣ୍ଠା ଜଗନ୍ନାଥ ପ୍ରସାଦ ରୋଡ୍ ସ୍ଥିତ ଭୁବନେଶ୍ୱରୀ ମୋବାଇଲ ପଏଣ୍ଟ ରେ ଟେକ୍ନସିଆନ୍ ଭାବେ କାର୍ଯ୍ୟ କରୁଥିଲେ। ଦିଲ୍ଲୀ ସ୍ଥିତ ବ୍ରିଟ୍ କୋ କମ୍ପାନୀ 
ତରଫରୁ କିଛି ପିଲା ଭୁବନେଶ୍ୱରୀ ମୋବାଇଲରେ ଟେକ୍ନିସିଆନ୍ ଭାବେ କାର୍ଯ୍ୟ କରୁଥିବା ବେଳେ ଦୋକାନର ଉପର ମହଲାରେ ରହୁଥିଲେ ।ଅହମଦ୍ ଆଜି ସକାଳେ ମାଲିକ ବିକ୍ରମ ଶତପଥୀଙ୍କୁ ଦେହ ଭଲ ଲାଗୁ ନ ଥିବା କହି କାମକୁ ଯାଇ ନ ଥିଲେ । ତାଙ୍କ ସହିତ ମେସରେ ଥିବା ଅନ୍ୟ ଚାରି ଜଣ କାମକୁ ଯାଇଥିଲେ। ଖରାବେଳେ ଖାଇବା ପାଇଁ ଘରକୁ ଆସିଥିବା ସମୟରେ,ଅହମଦ୍ ଏକ ଗାମୁଛାକୁ ବେକରେ ଗୁଡେଇ ରେ ଫ୍ୟାନ୍ ରେ ଝୁଲି ଆତ୍ମହତ୍ୟା କରିଥିବା ଦେଖିଥିଲେ ।ତୁରନ୍ତ ମାଲିକ ବିକ୍ରମକୁ ଫୋନ୍ କରି ଜଣାଇଥିଲେ । ବିକ୍ରମ ଏ ନେଇ ବେଲଗୁଣ୍ଠା ପୋଲିସକୁ ଲିଖିତ ଆକାରରେ ଜଣାଇଥିଲେ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରି ୧୭/୨୫ ରେ ଏକ ଅପମୃତ୍ୟୁ ମାମଲା ରୁଜ୍ଜୁ କରି ତଦନ୍ତ ଆରମ୍ଭ କରିଛନ୍ତି। ଆସନ୍ତା କାଲି ଶବ ବ୍ୟବଚ୍ଛେଦ ହେବ ବୋଲି ଜଣାପଡିଛି।

News Comment

You Might Also Like

BACK TO TOP