Breaking News

ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||     

ପୋଲସରା ରେ କିଶୋର, କିଶୋରୀ ମାନଙ୍କ ପ୍ରତିଭା ଅନ୍ୱେଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ||

12-Dec-2025

ପୋଲସରାରେ ପ୍ରକଳ୍ପ ସ୍ତରୀୟ କିଶୋର କିଶୋରୀମାନଙ୍କର ପ୍ରତିଭା ଅନ୍ୱେଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ |||

ଓଡ଼ିଶା ଜନମତ ପୋଲସରା ସନ୍ତୋଷ କୁମାର ପଣ୍ଡା 
 ତା.୧୨/୧୨/୨୦୨୫:

ଆଜି ପୋଲସରାରେ ପ୍ରକଳ୍ପ ସ୍ତରୀୟ କିଶୋର କିଶୋରୀମାନଙ୍କର ପ୍ରତିଭା ଅନ୍ୱେଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ସ୍ଥାନୀୟ ସିଡିପିଓ କାର୍ଯ୍ୟାଳୟ ତରଫରୁ ଅନୁଷ୍ଠିତ କାର୍ଯ୍ୟକ୍ରମକୁ ସିଡିପିଓ ତିଳୋତ୍ତମା ରାଉତ ଅଧ୍ୟକ୍ଷତା କରିଥିଲେ। ଏଥିରେ ମୁଖ୍ୟ ଅତିଥିଭାବେ ପୋଲସରା ବିଡ଼ିଓ ଶଶିଭୂଷଣ ™ ଯୋଗଦେଇ ପ୍ରଦୀପ ପ୍ରଜ୍ବଳନ ପୂର୍ବକ କାର୍ଯ୍ୟକ୍ରମର ଶୁଭ ଉଦଘାଟନ କରିଥିବାବେଳେ ସମ୍ମାନୀତ ଅତିଥିଭାବେ ପୋଲସରା ଥାନା ସେକେଣ୍ଡ ଅଫିସର କଳ୍ପନା ପ୍ରଧାନ, ସ୍ବାସ୍ଥ୍ୟକେନ୍ଦ୍ର ଆୟୁଷ ବିଭାଗର ଡ଼ା. ସୁଭ୍ରମୟୀ ପାଢୀ ଏବଂ ବିଇଓଙ୍କ ପ୍ରତିନିଧି ଶିକ୍ଷକ ନିରଞ୍ଜନ ବେହେରା ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅବସରରେ ମୁଖ୍ୟଅତିଥି ନିଜର ମାର୍ଗଦର୍ଶନ ବକ୍ତବ୍ୟରେ ଉପସ୍ଥିତ ଛାତ୍ର ଓ ଛାତ୍ରୀମାନଙ୍କୁ ଶିକ୍ଷଣିୟ ଉପଦେଶ ଦେବା ସହିତ ନିର୍ଭିକ ଚରିତ୍ରବାନ୍ ନାଗରିକ ହେବାକୁ ପରାମର୍ଶ ଦେଇଥିଲେ। ଏଥିସହ ଅନ୍ୟାନ୍ୟ ଅତିଥିମାନେ ମଧ୍ୟ ଦିଗଦର୍ଶନ ଦେଇଥିଲେ। ଏଥିରେ ପଞ୍ଚମରୁ ଶ୍ରେଣୀର ଯୁକ୍ତ ୩ ବର୍ଷ କଲେଜ ଛାତ୍ରଛାତ୍ରୀମାନେ ଯୋଗଦେବା ସହିତ ସଂଗୀତ, ବକୃତା, ନୃତ୍ୟ,ଚିତ୍ରାଙ୍କନ ଓ ରଚନା ପ୍ରତିଯୋଗିତାରେ ଭାଗ ନେଇ ନିଜ ନିଜର ଦକ୍ଷତା ପ୍ରଦର୍ଶନ କରିଥିଲେ। ପରେ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିବା କୃତିତ୍ୱ ହାସଲକାରୀ ମୋଟ୍ ୧୮ ଜଣ ପ୍ରତିଯୋଗୀ ଛାତ୍ରଛାତ୍ରୀମାନଙ୍କୁ ମଞ୍ଚାଷିନ ଅତିଥିମାନେ ପ୍ରଶଂସାପତ୍ରସହିତ ଟ୍ରଫି ପ୍ରଦାନ କରି ସେମାନଙ୍କ ଭବିଷ୍ୟ ଉଜ୍ଜଳ କାମନା କରିଥିଲେ। ସଭାକାର୍ଯ୍ୟକୁ ଅଞ୍ଚଳ ପରିଦର୍ଶିକା ସୁରଭି କୁସୁମ ଦାଶ ଅତି ସୁନ୍ଦରଭାବେ ପରିଚାଳନା କରିଥିବାବେଳେ ଅନ୍ୟ ତିନି ଜଣ ଅଞ୍ଚଳ ପରିଦର୍ଶିକା ମୁକ୍ତା ଦେବୀ,ସବିତା ଶବର,ଜୟନ୍ତୀ ଶିବରଙ୍କ ସମେତ ଅଙ୍ଗନୱାଡି କର୍ମୀ ସଭାନେତ୍ରୀ ଜ୍ୟୋତ୍ସାରାଣୀ ମିଶ୍ର ଓ ରାଜଲକ୍ଷ୍ମୀ ସାବତ ଏବଂ ପୋଷଣ ବ୍ଲକ୍ ସଂଯୋଜକ ଅବିନାଶ ଚୌଧୁରୀ ପ୍ରମୁଖ ସହଯୋଗ କରିଥିଲେ। ଏହି ସମୟରେ ଅନ୍ୟ ସମସ୍ତ ଅଙ୍ଗନୱାଡ଼ି କର୍ମୀମାନେ ଉପସ୍ଥିତ ଥିଲେ। ଶେଷରେ ସିଡ଼ିପିଓ ମହୋଦୟା ସମସ୍ତଙ୍କୁ ବିଭାଗ ତରଫରୁ ଆନ୍ତରିକ ଧନ୍ୟବାଦ୍ ଅର୍ପଣ କରିଥିଲେ।

News Comment

You Might Also Like

BACK TO TOP