Breaking News

ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||     

ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ ହୋଇ ଦିଲ୍ଲୀ ମେଡିକାଲ ରେ ଚିକିତ୍ସିତ |

14-Dec-2025

ଅସୁସ୍ଥହୋଇ ହସ୍ପିଟାଲରେ ଭର୍ତ୍ତି ହେଲେ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ,

        ଓଡିଶା ଜନ ମତ ବ୍ୟୁରୋ,

ଦିଲ୍ଲୀରେ ସଂସଦ ଅଧୂବେଶନ ଚାଲିଥିବା ବେଳେ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ  ଅସୁସ୍ଥ ହୋଇ ପଡିଥିବାର ଖବର ପ୍ରସାରିତ ହେବାପରେ ତାଙ୍କୁ ଚିକିତ୍ସା  ପାଇଁ ଆର ଏମ ଏଲ ମେଡିକାଲ କୁ ନିଆ ଯାଇଥିଲା | ଘଟଣାରୁ ଜଣା ପଡିଥିଲା ଯେ ଥଣ୍ଡା, ପାଇଁ ତିନିଦିନ ପୂର୍ବରୁ ନିଶ୍ୱାସ ନେବାରେ  କଷ୍ଟ ଅନୁଭବ କରିବାରୁ ଛାତିରେ କଫଜମି ଥିବା ଜଣା ପଡିଥିଲା | ଚିକିତ୍ସା ପରେ ତାଙ୍କର ସ୍ୱାସ୍ଥ୍ୟ ଅବସ୍ଥା ସ୍ଥିର ରହିଥିବା ଡକ୍ଟର ଙ୍କ ଠାରୁ ସୂଚନା ମିଳିଛି |ମେଡିକାଲରେ ପ୍ରତାପ ଙ୍କୁ ଦେଖିବା ପାଇଁ ପ୍ରଧାନମନ୍ତ୍ରୀ ମୋଦିଙ୍କ ସମେତ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଜୁଏଲ ଓରାମ,  ଅଶ୍ୱିନୀ ବୈଷ୍ଣବ,ଅନ୍ୟ ମନ୍ତ୍ରୀ ଓ ସାଂସଦ ମାନେ ଷଡ଼ଙ୍ଗୀ ଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି |ଓଡିଶା ମୁଖ୍ୟମନ୍ତ୍ରୀ ମୋହ‌ନ ମାଝୀ ମଧ୍ଯ ଆଶୁ ଆରୋଗ୍ୟ କାମନା କରିବା ସହ ନୀଳଗିରି ବିଧାୟକ ସନ୍ତୋଷ ଖଟୁଆ ତାଙ୍କର ଉତମ ସ୍ଵାସ୍ଥ୍ୟ ଆରୋଗ୍ୟ କାମନା କରି ଖୁବଶୀଘ୍ର ହସ୍ପିଟାଲରୁ ଫେରି ଆସିବା ନେଇ ପ୍ରାର୍ଥନା କରିଛନ୍ତି । ତାଙ୍କର ଅସୁସ୍ଥତା ଖବର ପାଇବା ପରେ ବାଲେଶ୍ବର ସଂସଦୀୟ କ୍ଷେତ୍ରରେ ଶୁଭେଚ୍ଛୁମାନେ ଆଶୁ ଆରୋଗ୍ୟ କାମନା କରିଛନ୍ତି । ତେବେ ସମସ୍ତ ଙ୍କ ଆଶା ଓ ବିଶ୍ୱାସ ଯେ ପ୍ରବଳ ଥଣ୍ଡା ଅନୁଭୂତ ହେଉଥିବାରୁ ତାଙ୍କର ଏହିପରି ଅବସ୍ଥା ହୋଇଥିଲା | ତେବେ ସେ ସମୁର୍ଣ ସୁସ୍ଥ ହୋଇ ଓଡିଶା କୁ ଫେରି ଆସନ୍ତୁ ବୋଲି ଓଡିଶା ବାସୀ ଜଗତର ନାଥ ଜଗନ୍ନାଥ ଙ୍କ ପାଖରେ ପାର୍ଥନା କରିଛନ୍ତି |

News Comment

You Might Also Like

BACK TO TOP