Breaking News

ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||     

ହାଇୱା ଓ କାର ମୁହାଁ ମୁହିଁ ଧକ୍କା, ଦୁଇ ଗୁରୁ ତର,

14-Dec-2025

ରାଉରକେଲା ରୁ ପୁରୀ ଜଗନ୍ନାଥ ଦର୍ଶନ ପାଇଁ ଯାଉଥିଲା ବେଳେ ହାଇୱା ଓ କାର ମୁହାଁମୁହିଁ ଧକ୍କା,

ସାମ୍ବାଦିକ ଓ ତାଙ୍କ ପତ୍ନୀ ଗୁରୁତର, ଭୁବନେଶ୍ବର ଘରୋଇ ହସ୍ପିଟାଲରେ ଭର୍ତ୍ତି,

      ଓଡିଶା ଜନ ମତ ବ୍ୟୁରୋ,

ରାଉରକେଲା ରେ ରହୁଥିବା  ଫର୍ଟି ଲାଇଜର ମଡର୍ଣ୍ଣ ଇଣ୍ଡିଆର ସାମ୍ବାଦିକ ଦେବବ୍ରତ ପଟ୍ଟ ନାୟକ  ଓ ତାଙ୍କର ପରିବାର  ସ୍ତ୍ରୀ ଇତିଶ୍ରୀ ଓ ପୁଅଙ୍କୁ ଧରି ଜଗନ୍ନାଥ ଦର୍ଶନପାଇଁ ନିଜ କାରରେ ପୁରୀକୁ ଯାଉଥିଲା ବେଳେ ଢେଙ୍କାନାଳ ସଦର ଥାନା ଗେଙ୍ଗୁଟିଆ ନିକଟରେ ହାଇୱା-କାର୍ ମୁହାଁମୁହିଁ ଧକ୍କା ହୋଇଛି। କାର୍ ଚଳାଉଥିବା ସାମ୍ବାଦିକ ଦେବବ୍ରତ ପଟ୍ଟନାୟକ, ପତ୍ନୀ ଇତିଶ୍ରୀ ପଟ୍ଟନାୟକ ଗୁରୁତର  ହୋଇ ଥିଲା ବେଳେ ତାଙ୍କ ପୁଅ ଆହତ ହୋଇଛନ୍ତି। ସମସ୍ତଙ୍କୁ ପ୍ରଥମେ ସ୍ଥାନୀୟ ହସ୍ପିଟାଲ ଓ ପରେ ଭୁବନେଶ୍ବର ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ସାମ୍ବାଦିକ ଦେବବ୍ରତଙ୍କ ଛାତି, ହାତ ଓ ମୁଣ୍ଡରେ ଗଭୀର ଆଘାତ ଲାଇଛି ପତ୍ନୀ ଇତିଶ୍ରୀଙ୍କ ଡାହାଣ ହାତ ଓ ଗୋଡ଼ ଭାଙ୍ଗିଯାଇଛି। ଢେଙ୍କାନାଳ ସଦର ଥାନା ପୁଲିସ ଦୁର୍ଘଟଣାଗ୍ରସ୍ତ ଗାଡ଼ି ଦୁଇଟିକୁ ଜବତ କରି ଘଟଣାର ତଦନ୍ତ ଚଳାଇଛି| ଗତକାଲି ସକାଳେ ପତ୍ନୀ ଓ ପୁଅକୁ ନିଜ କାରରେ ନେଇ ପୁରୀ ଜଗାଦର୍ଶନରେ ବାହାରିଥିଲୋ ଅପରାହ୍ନ ପ୍ରାୟ ୧ଟାରେ ଢେଙ୍କାନାଳ ରାସ୍ତାରେ ଗେଙ୍ଗୁଟିଆ ନିକଟରେ ହାଇୱା ସହ କାର୍ ମୁହାଁମୁହିଁ ଧକ୍କା ହୋଇଥୁଲା କାର୍ ଚଳାଉଥିବା ଶ୍ରୀ ପଟ୍ଟନାୟକ ଓ ଆଗ ସିଟ୍‌ରେ ବସିଥିବା ପତ୍ନୀ ଇତିଶ୍ରୀ ଗୁରୁତରହୋଇଥିଲେ |ପଛ ସିଟ୍‌ରେ
ବସିଥ‌ିବା ପୁଅ ସାମାନ୍ୟ ଆହତହୋଇଥିବା ଜଣାପଡ଼ିଛି | ଜଗନ୍ନାଥ ଙ୍କ କୃପାରୁ ପୁଅଟି ର ସେପରି କିଛି ହୋଇନାହିଁ |

News Comment

You Might Also Like

BACK TO TOP