Breaking News

ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||     

ରାଜଧାନୀ ରେ 11ବର୍ଷୀୟା ନାବାଳିକା କୁ ଦୁଷ୍କର୍ମ , ଅଭିଯୁକ୍ତ ଫେରାର |

14-Dec-2025

୧୧ ବର୍ଷୀୟା ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ, ଅଭିଯୁକ୍ତ ଫେରାର,

          ଓଡିଶା ଜନ ମତ ବ୍ୟୁରୋ,

ଓଡିଶା ର ରାଜଧାନୀ ଯାହାକି ସବୁଥିରେ ଏକ ପେଣ୍ଠ ସ୍ଥଳ ଭାବରେ ପରିଚିତ | ସବୁ ଲୋକ ମାନଙ୍କ ଯାତାୟତ ସ୍ଥାଳି ତେବେ ସେହି ସ୍ଥାନ ଅପରାଧୀ ମାନଙ୍କ ସଙ୍ଗମସ୍ଥଳୀ ହୋଇଥିଲା ବେଳେ ଏତେବଡ ସହର ରେ ଏକ ଲଜ୍ୟା ଜନକପରିସ୍ଥିତି ସୃଷ୍ଟି ହୋଇଛି |ଜଣେ ୧୧ ବର୍ଷୀୟା ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ । ଅଭିଯୋଗ ପାଇବା ପରେ ମହିଳା ଥାନା ପୁଲିସ ଏକ ମାମଲା ରୁଜୁକରି ଦୁଷ୍କର୍ମକାରୀକୁ ଧରିବାକୁ ତନାଘନା ଆରମ୍ଭ କରିଛି ।ଗଞ୍ଜାମ ଅଂଚଳର ନାବାଳିକା ଜଣକ ବାପା–ମା’ଙ୍କ ସହ ଭୁବନେଶ୍ଵରରେ ରୁହନ୍ତି । ପ୍ରଥମେ ଗତ କିଛିଦିନ ତଳେ ସ୍ଥାନୀୟ ଅଂଚଳର ଜଣେ ପାନ ଦୋକାନୀ ନାବାଳିକାକୁ ଏକୁଟିଆ ପାଇ ଦୁଷ୍କର୍ମ ଉଦ୍ୟମ କରିଥିଲା । ତେବେ ନାବାଳିକା ପାଟି କରିବାରୁ ଖସି ପଳାଇଥିଲା । ଗତ କାଲି ପୁଣିଥରେ ନାବାଳିକାଜଣକ ଏକୁଟିଆ ଘରେ ଥିବାର ସୁଯୋଗ ନେଇ ଜୋର ଜବରଦସ୍ତ ଦୁଷ୍କର୍ମ କରିଥିଲା । କାହାକୁ ଜଣାଇଲେ ଜୀବନରୁ ମାରିଦେବାକୁ ଧମକ ଦେଇ ଫେରାର ହୋଇଯାଇଛି । ବାପା–ମା’ ଝିଅଠୁ ସବୁ କଥା ଜାଣିବା ପରେ ମହିଳା ଥାନାରେ ମାମଲା ରୁଜୁ କରିଛନ୍ତି । ଅଭିଯୁକ୍ତକୁ ବହୁ ସ୍ଥାନରେ ଚଢ଼ାଉ ଜାରି ରଖୁଛି । ତେବେ ପୋଲିସ ର କହିବା କଥା ଅଭିଯୁକ୍ତ କୁ ନିଶ୍ଚିତ ଭାବେ ଗିରଫ କରାଯିବ |

News Comment

You Might Also Like

BACK TO TOP