Breaking News

ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||      ପ୍ରକୃତ ମାଲିକ ଙ୍କ ଅଜାଣତ ରେ ଅନ୍ୟ ବ୍ୟକ୍ତିଙ୍କ ନାମରେ ଦଲିଲ |    (07-Oct-2026)       ||      ଖୋର୍ଦ୍ଧା ବ୍ଲଜ ସ୍ତରୀୟ ଯୁବ ସମାବେଶ -2026 କେରଙ୍ଗ ରେ ଅନୁଷ୍ଠିତ |    (07-Oct-2026)       ||      ପୋଲସରା ରେ ବିଜେଡିର "ଜନ ସମ୍ପର୍କ ପଦଯାତ୍ରା ` ଆରମ୍ଭ |    (07-Oct-2026)       ||      ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||      70 ତମଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସମୂହ ଖୋ, ଖୋ ପ୍ରତିଯୋଗିତା ବେଗୁନିଆପଡା ଠାରେ ଅନୁଷ୍ଠିତ |    (07-Oct-2026)       ||      ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||     

ବେଲଗୁଣ୍ଠା ବ୍ଳକ ପରିସରରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କଯୁଗ୍ମ ଜନ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ |

15-Dec-2025

ଗଞ୍ଜାମ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ  ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ।

ଓଡିଶ  ଜନ ମତ, କୈଳାଶ ଚନ୍ଦ୍ର ଚୌଧୁରୀ , ବ୍ରହ୍ମପୁର,

ଆଜି ବେଲଗୁଣ୍ଠା ବ୍ଲକ ପରିସରରେ ଥିବା ରାଜୀବ ଗାନ୍ଧୀ ସେବା କେନ୍ଦ୍ର ପରିସରରେ  ଗଞ୍ଜାମ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଗଞ୍ଜାମ ଜିଲ୍ଲାପାଳ ଭି. କୀର୍ତ୍ତିଭାସନ୍ , ଭଞ୍ଜନଗର ଉପଜିଲ୍ଲାପାଳ ଉମାଶଙ୍କର ବେହେରା, ଭଞ୍ଜନଗର ଆରକ୍ଷୀ ଉପ ଅଧିକ୍ଷକ ରଞ୍ଜନ କୁମାର ଦେ, ବେଲଗୁଣ୍ଠା ବିଡ଼ିଓ ତଥା ତହସିଲଦାର କଳାକୃଷ୍ଣ ପ୍ରଧାନ ଓ ବ୍ଲକ ଅଧ୍ୟକ୍ଷା ମମତା ଭୋଳ ପ୍ରମୁଖ ଉପସ୍ଥିତ ଥିଲେ। ବିଭିନ୍ନ ବ୍ଲକରୁ ଆସିଥିବା ପ୍ରାୟ ୯୭ଜଣ ନିଜ ନିଜର ଅଭିଯୋଗ ପ୍ରଦାନ କରିଥିଲେ। ମୁଖ୍ୟତଃ ରାସନ କାର୍ଡ , ବାର୍ଦ୍ଧକ୍ୟ ଭତ୍ତା, ଶାରୀରିକ ଅକ୍ଷମତା, ପିଇବା ପାଣି, ଚାଷ ପାଇଁ ଜଳ, ବିଦ୍ୟୁତ ସମସ୍ୟା ବିଷୟରେ ଲୋକମାନେ ଅଭିଯୋଗ କରିଥିଲେ। ଏହି ଶିବିରରେ ଅଭିଯୋଗ କରିଥିବା ଗରିବ ଶ୍ରେଣୀ ଅନ୍ତର୍ଭୁକ୍ତ ୭ ଜଣଙ୍କୁ ମେଡିକାଲ ଖର୍ଚ୍ଚ ବାବଦକୁ ୪୨ହଜାର ୫ଶହ ଟଙ୍କା ପ୍ରଦାନ କରାଯାଇଥିବା ବେଳେ ଅନ୍ୟ ଅଭିଯୋଗ ଗୁଡିକର ତୁରନ୍ତ ସମାଧାନ ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ।ସମସ୍ତ ବିଭାଗର ଅଧିକାରୀ ମାନେ ଏହି ଶିବିରରେ ଯୋଗ ଦେଇ ଅଭିଯୋଗ ଶୁଣିବା ସହ ଏହାର ସମାଧାନ ଉପରେ ଅଭିଯୋଗକାରୀଙ୍କ ସହ ଆଲୋଚନା କରିଥିଲେ।

News Comment

You Might Also Like

BACK TO TOP