Breaking News

ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||      ପ୍ରକୃତ ମାଲିକ ଙ୍କ ଅଜାଣତ ରେ ଅନ୍ୟ ବ୍ୟକ୍ତିଙ୍କ ନାମରେ ଦଲିଲ |    (07-Oct-2026)       ||      ଖୋର୍ଦ୍ଧା ବ୍ଲଜ ସ୍ତରୀୟ ଯୁବ ସମାବେଶ -2026 କେରଙ୍ଗ ରେ ଅନୁଷ୍ଠିତ |    (07-Oct-2026)       ||      ପୋଲସରା ରେ ବିଜେଡିର "ଜନ ସମ୍ପର୍କ ପଦଯାତ୍ରା ` ଆରମ୍ଭ |    (07-Oct-2026)       ||      ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||      70 ତମଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସମୂହ ଖୋ, ଖୋ ପ୍ରତିଯୋଗିତା ବେଗୁନିଆପଡା ଠାରେ ଅନୁଷ୍ଠିତ |    (07-Oct-2026)       ||      ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||     

ବିଜେଡି ନେତା ପ୍ରଣବ ବଳବନ୍ତ ରାୟଙ୍କ ଆକ୍ରମଣ କୁ ନିନ୍ଦା କଲେ ବିରୋଧୀ ଦଳ ନେତା ନବୀନ ପଟନାୟକ ||

16-Dec-2025

ପୂର୍ବତନ ମୁଖ୍ୟମନ୍ତ୍ରୀ ଙ୍କ ଦାବି `ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରଯାଉ,

     ଓଡିଶା ଜନ ମତ ବ୍ୟୁରୋ,

ବିଜେଡି ଦଳର ଜଣେ ପୁରୁଖା ନେତା ବିଧାୟକ ତଥା  ଜନତା ବଳର ବରିଷ୍ଠ ନେତା ପ୍ରଣବ ବଳବନ୍ତ ରାୟ ଙ୍କ ଧର୍ମଶାଳା, ଘରେ ପସି ତାଙ୍କୁ ଆକ୍ରମଣ ହୋଇଛି । ଗୁଣ୍ଡାମାନେ ପଶି ଭଙ୍ଗାରୁଜା କରିବା ସହ ତାଙ୍କ ସମର୍ଥକଙ୍କ ଉପରେ ଆକ୍ରମଣ କରିଛନ୍ତି । ଏହାକୁ ଦୃଢ଼ ନିନ୍ଦା କରୁଛି ବୋଲି ବିରୋଧୀ ଦଳ ନେତା ତଥା ବିଜେଡ଼ି ମୁଖ୍ୟ ନବୀନ ପଟ୍ଟନାୟକ ପ୍ରକାଶ କରିଛନ୍ତି । ସୋମବାର ସାମାଜିକ ଗଣମାଧ୍ୟମ ଏକ୍ସରେ ନବୀନ କରିଛନ୍ତି ଦିନଦ୍ବିପହର ରେ ଘଟଣା ଘଟିଛି । ହେଲେ ପୁଲିସ ନିରବଦ୍ରଷ୍ଟା ସାଜିଛି । ସରକାରଙ୍କ ପାଟିଚୁପ୍ । ବର୍ତ୍ତମାନସୁଦ୍ଧା ବିକାର୍ଯ୍ୟା-    ନୁଷ୍ଠାନ ଗ୍ରହଣ କରାଯାଇନାହିଁ । ଏହା ସମସ୍ତଙ୍କୁ ଆଶ୍ଚର୍ଯ୍ୟନ୍ବିତ କରୁଛି । ନବୀନ କହିଛନ୍ତି ଯେ ରାଜ୍ୟରେ ବିଜେପି ସରକାର ଅରାଜକତା ଓ ଗୁଣ୍ଡାରାଜକୁ ପଶ୍ରୟ ଦେଉଥିଲା ଭଳି ମନେ ହେଉଛି । ସରକାର କ`ଣ ଦର୍ଶାଇବାକୁ ଚାହୁଁଛନ୍ତି  ତାହା ବୁଝା ପଡୁନି I ଶାନ୍ତିପ୍ରିୟ ଓଡ଼ିଶାବାସୀ ଏହାକୁ କଦାପି ଗ୍ରହଣ କରିବେ ନାହିଁ |ଦୋଷୀଙ୍କ ବି କଦାପି ଗ୍ରହଣ କରିବେ ନାହିଁ । ତୁରନ୍ତ ଦୋଷୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ବୋଲି ସେ ଦାବି କରିଛନ୍ତି । ଏହା ଉପରେ ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ ଙ୍କ ମତ ହେଉଛି  ‘ପୁଲିସ ଯଥୋଚିତ କାର୍ଯ୍ୟା ନୁଷ୍ଠାନ ନେବ’
ଧର୍ମଶାଳାରେ ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତ ବନ୍ତରାୟଙ୍କ ଘରେ ପଶି ଆକ୍ରମଣ ଘଟଣାକୁ ନେଇ ଆଇ ଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି ଛନ୍ତି ଯେ ଧର୍ମଶାଳା ଘଟଣାକୁ ରାଜନୀତିକରଣ କରିବା ଆବଶ୍ୟକ ନାହିଁ । ପୁଲିସ ଚାପଗ୍ରସ୍ତ ନହୋଇ ଆବଶ୍ୟକ ପଦକ୍ଷେପ ନେବାକୁ ମୁଖ୍ୟ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ନିଜର ରାଜନୈତିକ ଅସ୍ତିତ୍ୱ ରକ୍ଷା କରିବା  ପାଇଁ ଯେ କେହିବି ଆନ୍ଦୋଳନ କରିପାରନ୍ତି। ଧର୍ମଶାଳାର ପୂର୍ବତନ ବିଧାୟକ ଯେଉଁ ପ୍ରସଙ୍ଗ ଉଠାଉଛନ୍ତି,  ସେ ବାବଦରେ ପୁଲିସ ଯଥୋଚିତ କାମ କରିବ। ରାଜ୍ୟରେ ଯେଉଁଠି ଆଇନ ଶୃଙ୍ଖଳା ବ୍ୟାହତ ହେଉଛି, ସେଠାରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେଇ ଦୋଷୀଙ୍କୁ ଗିରଫ କରା ଯାଉଛି। ତେଣୁ ଧର୍ମଶାଳା ଗଣ୍ଡଗୋଳ ଘଟଣାରେ ବି ପୁଲିସ ଯଥୋଚିତ୍ତ କାର୍ଯ୍ୟାନୁଷ୍ଠାନ ନେବ ବୋଲି ଶ୍ରୀ ହରିଚନ୍ଦନ କହିଛନ୍ତି। ଏଥିସହ  ରାଜ୍ୟରେ ଆଇନ ଶୃଙ୍ଖଳା ବ୍ୟାହତ ଅଭିଯୋଗକୁ ଶ୍ରୀ ହରିଚନ୍ଦନ ଚନ୍ଦନ ଏଡ଼ାଇ ଦେଇଛନ୍ତି |

News Comment

You Might Also Like

BACK TO TOP