Breaking News

ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||     

କୋଦଳା କୋର୍ଟ ଭିତରେ ମଦ ପିଇଲେ ଅଭିଯୁକ୍ତ |

16-Dec-2025

କୋର୍ଟ ପରିସରରେ ମଦ ପିଇଦେଲେ ଅଭିଯୁକ୍ତ! 
ଗୁରୁତର ଭାବେ କୋଦଳା ହସ୍ପିଟାଲରେ ଚିକିତ୍ସିତ,
 ଓଡିଶା  ଜନ  ମତ,କୋଦଳା, ସୂର୍ଯ୍ୟ ନାରାୟଣ ବଡୁ,

୧୬/୧୨ /୨୦୨୫:
କୋର୍ଟ ପରିସରରେ ମଦ ପିଇଦେଲେ ଅଭିଯୁକ୍ତ! କୋର୍ଟ କୁ ବିଚାରଣା ଦେବାକୁ ଆସିଥିଲେ, କେହି ସଂପର୍କୀୟ ତାଙ୍କୁ ଭେଟିବା ପାଇଁ ଆସିଥିଲେ। ସେଠାରେ ମଦ ପିଇ ପରବର୍ତ୍ତୀ ସମୟରେ ଅସୁସ୍ଥତା ଅନୁଭବ କରିବା ସହ ହଠାତ୍ ବିଗିଡି ଯାଇଥିଲା ସ୍ବାସ୍ଥ୍ୟବସ୍ଥା। ପରେ ଅଭିଯୁକ୍ତଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଖଲ୍ଲିକୋଟ କୋର୍ଟ ପରିସରରେ ।ହତ୍ଯା ଅଭିଯୋଗରେ କୋଦଳା ଉପ କାରାଗାରରେ ଥିବା ଅଭିଯୁକ୍ତଙ୍କୁ କୋଦଳା ଉପ କାରାଗାର ରୁ ଖଲ୍ଲିକୋଟ କୋର୍ଟକୁ ବିଚାରଣା ପାଇଁ ନିଆଯାଇଥିବା ବେଳେ ଏଭଳି ଘଟଣା ସାମ୍ନାକୁ ଆସିଛି। ତେବେ ପ୍ରଶ୍ନ ଉଠୁଛି ପୋଲିସ କରିଡର ତଥା କଡା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଅଭିଯୁକ୍ତ ଜଣକ ମଦ ପିଇଲେ କିପରି? ଏବଂ କିଏ ତାଙ୍କୁ ମଦ ଦେଲା?
ଗଞ୍ଜାମ ପୁରୁଷୋତ୍ତମପୁର ଥାନା ସିକୁଳା ଗ୍ରାମର ଅଭିଯୁକ୍ତ ନିରଞ୍ଜନ ମହାରଣା ମଦ ପିଇ ଅସୁସ୍ଥତା କାରଣରୁ କୋଦଳା ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଥିଲେ। ସେଠାରେ ତାଙ୍କୁ ବାନ୍ତି କରିବା ପାଇଁ ଔଷଧ ଦିଆଯିବା ସହ ଚିକିତ୍ସା କରାଯାଇଥିଲା। ଘଟଣା ସଂପର୍କରେ କୋଦଳା ଉପ କାରାଗାର ଅଧ୍ଯକ୍ଷଙ୍କୁ ପଚାରିବାରୁ ମଦ ପିଇଥିବା ଘଟଣାକୁ ସେ ଏଡାଇ ଦେଇଥିବା ପ୍ରକୃତ ତଦନ୍ତ କଲେ ସତ୍ଯାସତ୍ଯ ପଦାକୁ ଆସିବ ବୋଲି କୁହାଯାଇଛି। ସେପଟେ ଅଭିଯୁକ୍ତଙ୍କୁ ନେଇଥିବା ପୋଲିସ ଏସ୍କର୍ଟ କର୍ମଚାରୀ ମାନଙ୍କୁ ତଦନ୍ତ କରାଯିବାକୁ ଦାବି ହୋଇଛି। କୌଣସି ଅଘଟଣ ଘଟିଥିଲେ କିଏ ଦାୟୀ ରହନ୍ତା ବୋଲି ପ୍ରଶ୍ନ କରିଛନ୍ତି ବୁଦ୍ଧିଜୀବୀ।

News Comment

You Might Also Like

BACK TO TOP