Breaking News

ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||     

ପୋଲସରା ରେ ରାଜମିସ୍ତି ସଙ୍ଘର ସାଧାରଣ ବୈଠକ |

16-Dec-2025

ବିଶ୍ଵକର୍ମା ରାଜମିସ୍ତ୍ରୀ ସଂଘ ପୋଲସରାର ସାଧାରଣ ବୈଠକ,

ଓଡ଼ିଶା ଜନମତ ପୋଲସରା ସନ୍ତୋଷ କୁମାର ପଣ୍ଡା
ତା.୧୬/୧୧/୨୦୨୫:

ପୋଲସରା ଅଞ୍ଚଳର ଏକମାତ୍ର ଓଁ ଶ୍ରୀ ବିଶ୍ଵକର୍ମା ରାଜମିସ୍ତ୍ରୀ ସଂଘ ପୋଲସରାର ଏକ ସାଧାରଣ ବୈଠକ ରାଣିପଡ଼ା ଶ୍ରୀ ଶ୍ରୀ ପଶ୍ଚିମ ମୁଖ ଲଙ୍ଗଳେଶ୍ବର ପୀଠ ନିକଟସ୍ଥ ଦେବଶିଳ୍ପି ବିଶ୍ଵକର୍ମାଙ୍କ ମନ୍ଦିର ଠାରେ ଅନୁଷ୍ଠିତ ହୋଇଥିଲା। ସଂଘ ସଭାପତିଙ୍କ ନିର୍ଦ୍ଦେଶ ଏବଂ ଅନୁପସ୍ଥିତିରେ ସଂଘ ଉପସଭାପତି ଜୟଚନ୍ଦ୍ର ଜେନାଙ୍କ ସଭାପତିତ୍ବରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ବିଶିଷ୍ଠ ବ୍ୟାପାରିବାବୁଲି ପୃଷ୍ଟି ଏଵଂ ସମ୍ମାନୀତ ଅତିଥିଭାବେ ସନ୍ତୋଷ ପାତ୍ର ପ୍ରମୁଖ ଯୋଗଦେଇଥିଲେ। ସର୍ବପ୍ରଥମେ କୁଳଇଷ୍ଟ ବିଶ୍ଵକର୍ମାଙ୍କ ପ୍ରତିମୂର୍ତ୍ତି ସମ୍ମୁଖରେ ବିଧିବିଧାନ ଏବଂ ନୀତିନିୟମ ପ୍ରକାରେ ପ୍ରଦୀପ ପ୍ରଜ୍ବଳନ ପୂର୍ବକ ପୂଜାର୍ଚ୍ଚନା କରାଯାଇଥିଲା। ପରେ ଅତିଥିମାନଙ୍କୁ ସ୍ଵାଗତ ଏବଂ ସମ୍ବର୍ଦ୍ଧନା ଦିଆଯାଇଥିଲା। ଉପସଭାପତି ନିଜର ସ୍ବାଗତ ଭାଷଣରେ ଉପସ୍ଥିତ ସମସ୍ତଙ୍କୁ ସ୍ଵାଗତ ଜଣାଇବା ସହ ସଂଘର ବିଭିନ୍ନ କାର୍ଯ୍ୟପନ୍ଥାକୁ ନେଇ ଅଭିଭାଷଣ ପ୍ରଦାନ କରିଥିବା ବେଳେ ସମ୍ପାଦକ ବାର୍ଷିକ ସଂପାଦକୀୟ ବିବରଣୀ ପାଠ କରିଥିଲେ। ଏହି ଅବସରରେ ସଂଘର ଆୟ ବ୍ୟୟ,ହିସାବ କିତାବ ଏବଂ ବିଭିନ୍ନ ବିଷୟକୁ ନେଇ ଆଲୋଚନା ହୋଇଥିଲା। ପରେ ଡ୍ରେସ୍ କୋଡ୍ ନିୟମକୁ ପାଳନ କରାଯାଇ ସଂଘ ପକ୍ଷରୁ ସମସ୍ତଙ୍କୁ ପୋଷାକ ବଣ୍ଟନ କରାଯିବା ସହ କର୍ମକର୍ତ୍ତା ନିଜ ନିଜର କର୍ମ କ୍ଷେତ୍ରରେ ଡ୍ରେସ୍ କୋଡକୁ ମାନି କାମ କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ଶେଷରେ ପୂର୍ବତନ ସମ୍ପାଦକ ଭଗବାନ ପ୍ରଧାନ ସମସ୍ତଙ୍କ ମଙ୍ଗଳ କାମନା କରିବା ସହ ଉପସ୍ଥିତ ସମସ୍ତ ଅତିଥି ଏବଂ ସଦସ୍ୟମାନଙ୍କୁ ଆନ୍ତରିକ ଧନ୍ୟବାଦ୍ ଏବଂ କୃତଜ୍ଞତା ଜ୍ଞାପନ କରିଥିଲେ।

News Comment

You Might Also Like

BACK TO TOP