Breaking News

ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||     

ଆଜି ସାରା ରାଜ୍ୟରେ ଆରମ୍ଭ ହୋଇଛି( ଓ ଟି ଇ ଟି ) ପରୀକ୍ଷା |

17-Dec-2025

ରାଜ୍ୟର ୪୫୨ଟି କେନ୍ଦ୍ରରେ ଆରମ୍ଭହେଲା 2025 ଓଟିଇଟି ପରୀକ୍ଷା ,

     ଓଡିଶା ଜନ ମତ ବ୍ୟୁରୋ,

କିଛି ବର୍ଷ ପରେ ରାଜ୍ୟ ସରକାର ଙ୍କ ପକ୍ଷରୁ ଶିକ୍ଷାରେ ସଚୋଟତା  ପରିଲକ୍ଷିତ କରିବା ପାଇଁ  ଶିକ୍ଷକ ମାନଙ୍କ ନିମନ୍ତେ ଆରମ୍ଭ କରିଥିଲେ ଓଟି ଇଟି ପରୀକ୍ଷା  | ଆଜି ସାରା ରାଜ୍ୟରେ2025 ବର୍ଷ ପାଇଁ ଆରମ୍ଭ ହୋଇଛି (ଓ ଟି ଇ ଟି )ଓଡ଼ିଶା ଟିଚର ଇଲିଜିବିଟି ଟେଷ୍ଟ ପରୀକ୍ଷା |  ମାଧ୍ଯମିକ ଶିକ୍ଷା ପରିଷଦ ପରିଚାଳିତ ଏହି ପରୀକ୍ଷାରେ ରାଜ୍ୟର ୧ ଲକ୍ଷ ୬୦ ହଜାର ୩୭୯ ଜଣ ପରୀକ୍ଷାର୍ଥୀ ସାମିଲ ହୋଇଥିବା ସୂଚନା ମିଳିଛି।  ପରୀକ୍ଷାରେ ରାଜ୍ୟର  ଉଭୟ ଇନସର୍ଭିସ ଓ ଆଶାୟୀ ଶିକ୍ଷକ,ଶିକ୍ଷୟିତ୍ରୀ ଉପସ୍ଥିତ ଅଛନ୍ତି। ଆଜି ପ୍ରଥମ ସିଟିଂ ୯ଟାରୁ ସାଢ଼େ ୧୧ଟା ଯାଏ ଚାଲିବ |  ଏବଂ  ଅପରାହ୍ନ ଦୁଇ ଘଣ୍ଟ ଠାରୁ ଚାରିଘଣ୍ଟ ପର୍ଯ୍ୟନ୍ତ ଦ୍ଵିତୀୟ ସିଟିଂର ସମୟ ରହିଛି |  ରାଜ୍ୟର ବିଭିନ୍ନ ପ୍ରାଥମିକ ବିଦ୍ୟାଳୟରେ କାର୍ଯ୍ୟରତ ୨୨,୯୭୯ ଜଣ ଶିକ୍ଷକ,ଶିକ୍ଷୟିତ୍ରୀ ମଧ୍ୟ ଏହି ପରୀକ୍ଷାରେ ସାମିଲ ହୋଇଛନ୍ତି। ଓଟିଇଟି ପେପର-୧ରେ ୪୭, ୭୨୦ ଜଣ ଓ ପେପର-୨ରେ ୧,୧୨,୬୫୯ ପରୀକ୍ଷାର୍ଥୀ ଅଛନ୍ତି। ମୋଟ ୪୫୨ଟି କେନ୍ଦ୍ରରେ ଏହି ପରୀକ୍ଷା କରାଯାଉଥିବା ମାଧ୍ଯମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ସୂଚନା ଦିଆଯାଇଛି |  ଶିକ୍ଷା ବ୍ୟବସ୍ତା ରେ ଅନିମିୟ ତା କୁ ଦୂର କରିବା ଏବଂ ସୁଧାର ଆଣିବାକୁ ସମସ୍ତ ପରୀକ୍ଷା କେନ୍ଦ୍ରରେ ସିସିଟିଭି କ୍ୟାମେରା ବ୍ୟବସ୍ଥାବୋର୍ଡ ପକ୍ଷରୁ କରା ଯାଇଛି | ଯାହା ଫଳରେ ଏହା ବୋର୍ଡ କାର୍ଯ୍ୟାଳୟ କମାଣ୍ଡ କଣ୍ଟ୍ରୋଲ ରୁମରୁ ସମସ୍ତ ପରୀକ୍ଷା କେନ୍ଦ୍ର କୁ ନିୟନ୍ତ୍ରଣର ବ୍ୟବସ୍ଥା ହୋଇଛି।ଗତ ୧୪ ତାରିଖ ଠାରୁ ଡିଜି ଲକରରେ ପ୍ରଶ୍ନପତ୍ର ଓ ଓଏମଆର ସିଟ ପଠାଯାଉଛି। ୩୦ଟି ଜିଲ୍ଲା ପାଇଁ ୪୦ଟି ରୁଟରେ ଆର୍ମଡପୁଲିସ ସହିତ ପ୍ରଶ୍ନପତ୍ର ପଠାଯାଉଛି। ଯାହାଦ୍ୱାରା ପ୍ରଶ୍ନ ପତ୍ର ଲିକ, କିମ୍ବା ଚୋରି ହେବାର ସମ୍ଭାବନା ନାହିଁ | ପରୀକ୍ଷାର୍ଥୀ ମାନେ  ସେମାନଙ୍କ ଜ୍ଞାନ ଏହି ପରୀକ୍ଷା ରେ ବିନିଯୋଗ କରି ଉତୀର୍ଣ୍ଣ ହୋଇ ପାରିବେ | ଏବଂ ସେମାନଙ୍କ ଶିକ୍ଷକତା ପାଇଁ ଲାଇସେନ୍ସ ମଧ୍ୟ  ପାଇ ପାରିବେ  |

News Comment

You Might Also Like

BACK TO TOP