Breaking News

ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||     

ଆସନ୍ତା 21 ରେ ଓଡିଶା ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ସାହା ||

17-Dec-2025

ଗୃହ ମନ୍ତ୍ରୀ ଅମିତ ସାହା ୨୧ରେ ଓଡ଼ିଶା ଆସିବେ ବୋଲି ସୂଚନା,

       ଓଡିଶା ଜନ ମତ ବ୍ୟୁରୋ,

ବିଜେପିର ଚାଣକ୍ୟ ତଥା ଦିଗଦର୍ଶକ ଓ ମାଷ୍ଟର ମାଇଣ୍ଡ ତଥା କେନ୍ଦ୍ରର ଗୃହମନ୍ତ୍ରୀ ଅମିତ ଶାହ ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ଆସନ୍ତା ୨୧ରେ ଭୁବନେଶ୍ଵର ବରମୁଣ୍ଡାରେ ହେବାକୁ ଥିବା ସମବାୟ ବିଭାଗର କାର୍ଯ୍ୟକ୍ରମରେ ସେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ଆୟୋଜିତ ସାଧାରଣ ସଭାରେ ସେ ଦୀକ୍ଷାନ୍ତ ଭାଷଣ ଦେବେ । ତେବେ ଶାହଙ୍କ ଗସ୍ତ କାର୍ଯ୍ୟକ୍ରମ ସମ୍ପର୍କରେ ରାଜ୍ୟ ସରକାରଙ୍କ ଗୃହ ବିଭାଗ ପକ୍ଷରୁ ବା ସମବାୟ ବିଭାଗ ପକ୍ଷରୁ କିଛି ସ୍ପଷ୍ଟ କରାଯାଇ ନାହିଁ । ତେବେ ଯେତେଦୂର ସମ୍ଭବ ଅମିତ ସାହା ଆସିବାର ସମ୍ଭାବନା ବେଶି ରହିଛି ||ଓଡ଼ିଶାରେ ଦୀର୍ଘ ବର୍ଷ ପରେ ପୁଣି ଏକାକୀ ବିଜେପି ସରକାର ଗଠନ ପରେ ଓଡ଼ିଶାର ସାମଗ୍ରୀକ ବିକାଶ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଗୃହ ମନ୍ତ୍ରୀ  ଅମିତ ସାହା  ସହଯୋଗ ର ହାତ ବଢ଼ାଇ ଛନ୍ତି |

News Comment

You Might Also Like

BACK TO TOP