Breaking News

ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||      ଗୋଳିଆ ପାଣି ଭରସା ରେ ବେତ ବାଡ଼ି ବାସି |    (05-Oct-2026)       ||      କଲଭର୍ଟ ରାସ୍ତାରେ ବିରାଟ ଗର୍ତ୍ତ, ବିପଦ ରେ ସହ ସହ ଛାତ୍ର ଛାତ୍ରୀ,|    (05-Oct-2026)       ||      ସାହିତ୍ୟ ସନ୍ଧ୍ୟାର ନୂତନ କର୍ମକର୍ତ୍ତା ଚୟନ ଓ ସମ୍ପନ୍ନ |   (05-Oct-2026)       ||     

ଆକ୍ରମଣ କାରୀ ଯୁବକ କୁ କୋର୍ଟ ଚାଲାଣ କଲା ବ୍ରହ୍ମପୁର ସଦର ଥାନା ପୋଲିସ ||

19-Dec-2025

ଆକ୍ରମଣକାରୀ ଯୁବକ କୋର୍ଟ ଚାଲାଣ,

ଓଡିଶା ଜନ ମତ,କୈଳାଶ ଚନ୍ଦ୍ର ଚୌଧୁରୀ, ବ୍ରହ୍ମପୁର,

ସଦର ଥାନା ଅନ୍ତର୍ଗତ କୁକୁଡାଖଣ୍ଡି ଗ୍ରାମ ର ସୁନୀଲ କୁମାର ସେଠୀ ନାମକ ଜଣେ ଯୁବକ କୁ ସଦର ଥାନା ପୋଲିସ୍ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। ଅଭିଯୋଗ ଅନୁଯାୟୀ ଜଣାପଡିଛି ପୁର୍ବରୁ ବିଭିନ୍ନ ମାମଲାରେ ଜଡିତ ସୁନୀଲ ଗିରଫ ହୋଇ ଜାମିନରେ ଆସି ଗ୍ରାମ ରେ ଅଶାନ୍ତ ସୃଷ୍ଟି କରିବା ସହ ଗତ ୧୫ ତାରିଖ ସନ୍ଧ୍ୟା ରେ ଗ୍ରାମର ଲକ୍ଷ୍ମଣ ସେଠୀ ସହ ଝଗଡା କରି ଗୋଟିଏ କାତିରେ ଆକ୍ରମଣ କରିଥିଲା। ଯାହା ଫଳରେ ଲକ୍ଷ୍ମଣ ଗୁରୁତର ଆହତ ହୋଇ ଡାକ୍ତରଖାନାରେ ଚିକିତ୍ସିତ ହୋଇ କୁଳସମାଜକୁ ଜଣାଇଥିଲେ ଓ କୁଳ ସମାଜ ସୁନୀଲ କୁ ଡ଼ାକି ତାଗିଦ୍ କରିଥିଲେ। କିନ୍ତୁ କୁଳ ସମାଜ ର କଥାକୁ ଗୁରୁତ୍ବ ନଦେଇ ପୁଣି ଗଣ୍ଡଗୋଳ କରିଥିଲା। ପରିଶେଷରେ ଲକ୍ଷ୍ମଣ ଥାନା ରେ ଅଭିଯୋଗ କରିଥିଲେ ଓ ପୋଲିସ ଅଭିଯୋଗ ଗ୍ରହଣ କରି ମାମଲା ନଂ ୫୪୩/୨୪ ଅନୁଯାୟୀ ମକଦ୍ଦମା ରୁଜୁ କରି ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି।

News Comment

You Might Also Like

BACK TO TOP