Breaking News

ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||     

କୋଦାଳରେ ଋଷିକୁଲ୍ୟା ରୟତ ମହାସଭା ର ଧାନ କିଣା ସଚେତନତା ପରେ କମିଟି ଗଠିତ ||

19-Dec-2025

କୋଦଳାରେ ରୁଷିକୂଲ୍ଯା ରୟତ ମହାସଭାର ଧାନ କିଣା ସଚେତନତା ପରେ କମିଟି ଗଠିତ

  ଓଡିଶା ଜନ ମତ,କୋଦଳା, ସୂର୍ଯ୍ୟ ନାରାୟଣ ବଡୁ ,

ଗଞ୍ଜାମ ଜିଲ୍ଲା କୋଦଳା ବିଜେ ମା ହନୁମନ୍ତ ନାରାୟଣୀ ମନ୍ଦିର ପରିସର ରେ ରୁଷିକୂଲ୍ଯା ରୟତ ମହାସଭାର ଧାନମଣ୍ଡି ସମ୍ପର୍କିତ ଏକ ସଚେତନତା ବୈଠକ ଅନୁଷ୍ଠିତ ହୋଇ ଏକ 21 ଜଣିଆ ସଭ୍ୟ ସଂଗ୍ରହ କରାଯାଇ ସେଥିମଧ୍ୟରୁ 5 ଜଣଙ୍କୁ ନେଇ ମୁଖ୍ୟ କମିଟି ଗଠନ ହୋଇ ଯାଇଛି। ଏହି କମିଟି ଗଠନ ସମୟ ରେ ଅତିଥି ଭାବେ ଋଷିକୂଲ୍ୟା ରୟତ ମହାସଭା ବେଗୁନିଆପଡା ଶାଖା ସଦସ୍ୟ ଯୋହନ ସ୍ୱାଇଁ ଯୋଗଦେଇ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ! ସୁବ୍ଯବସ୍ଥାକରଣ କରି ମଣ୍ଡି ଖୋଲାଯିବା ଏବଂ ସମସ୍ତ ଧାନ ମଣ୍ଡିରେ କ୍ରୟ କରିବା, ମଣ୍ଡିରେ ଯେପରି ଧାନ ନଷ୍ଟ ନହୁଏ ସେଥିପାଇଁ ବ୍ଯବସ୍ଥା କରିବା,  କଟନି ଛଟଣି ବନ୍ଦ କରାଯିବା, ବୀମା ରାଶି ପାଇବା,ସରକାରୀ ନିୟମ ଅନୁଯାୟୀ ଦୈନିକ ମଣ୍ଡିରେ ୧୦୦୦ କୁଇଣ୍ଟାଲ ଧାନ ସଂଗ୍ରହ କରିବା ଭଳି ସମସ୍ୟା କୁ ସମାଧାନ କରିବା ଉଦ୍ଦେଶ୍ୟ କୁ ନେଇ ଏହି କମିଟି ଗଠନ ହୋଇଥିବା ବେଳେ କମିଟି ର ସଭାପତି ଭାବେ ଅଜିତ ମୁନୀ,ଉପସଭାପତି ଗଙ୍ଗାଧର ସ୍ୱାଇଁ ଓ ଅଭିମନ୍ୟୁ ସେଠୀ,କୋଷାଧକ୍ଷ୍ୟ ମିଥୁନ ମୁନୀ, ସମ୍ପାଦକ ବୁଲା ମୁଦୁଲି ଙ୍କୁ ସର୍ବ ସମ୍ମତ କ୍ରମେ ବଛାଯାଇଛି ! ଯେମିତି କୌଣସି ଚାଷୀ ମଣ୍ଡିଦ୍ୱାରା ଅସୁବିଧା ର ସମ୍ମୁଖୀନ ନ ହେବେ ସେଥିପ୍ରତି ଏହି କମିଟି ସମ୍ପୂର୍ଣ ନଜର ରଖିବା ପାଇଁ ଅଞ୍ଚଳ ଚାଷୀ ଆଶାବାଦୀ ଅଛନ୍ତି   !

News Comment

You Might Also Like

BACK TO TOP