Breaking News

ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||      ଗଞ୍ଜାମ ଜିଲ୍ଲା ର ଯୋଜନା ବୋର୍ଡ ର ସଦସ୍ୟ ଭାବେ ମନୋନୀତ ହେଲେ ସୁଧୀର ସାବତ |   (05-Oct-2026)       ||     

ଖଲ୍ଲିକୋଟ ବ୍ଳକ ଦାନପୁର କ୍ଲଷ୍ଟର ରେ ତିନି ଶିକ୍ଷକଙ୍କୁ "ଗଞ୍ଜାମ ରତ୍ନ ସମ୍ମାନ ରେ ସମ୍ବର୍ଦ୍ଧିତ |

19-Dec-2025

ଖଲ୍ଲିକୋଟ ବ୍ଲକ୍ ଦାନପୁର କ୍ଲଷ୍ଟରର ତିନି ଶିକ୍ଷକ "ଗଂଜାମ ରତ୍ନ ସମ୍ମାନ"ରେ ସମ୍ବର୍ଦ୍ଧିତ : ସ୍ଥପତି ବିଜୟ  କୁମାର ତ୍ରିପାଠୀ "କଳା ଓ ସଂସ୍କୃତି ସମ୍ମାନ"ରେ ସମ୍ମାନୀତ

ଖଲ୍ଲିକୋଟ ବ୍ଲକ୍ ଅର୍ନ୍ତଗତ ଦାନପୁର କ୍ଲଷ୍ଟର ଅଧୀନସ୍ଥ କରଞ୍ଜରା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସୁଦକ୍ଷ ଶିକ୍ଷକ ନାଗେଶ୍ଵର ବାରିକ, ଆଛୁଲି ଫାଶିପଡା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷୟିତ୍ରୀ ଶ୍ରୀମତୀ ଯଶୋଦା ମଲ୍ଲିକ, ଜି. ନୂଆ ଗାଁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ଅର୍ଜୁନ ନାହାକଙ୍କୁ  ସେମାନଙ୍କ ଅଦ୍ଭୁତ ପୂର୍ବ  ବିଶେଷ ଅବଦାନ ପାଇଁ "ସୃଜନୀ" , ବ୍ରହ୍ମପୁର ତରଫରୁ ଆଜି ସମ୍ମାନସୂଚକ "ଗଂଜାମ ରତ୍ନ ସମ୍ମାନ" ଆୟୋଜିତ ଏକ ସ୍ୱତନ୍ତ୍ର ଉତ୍ସବରେ ଉପଲବ୍ଧ ହୋଇଥିଲା ବେଳେ ସ୍ଥପତି ତଥା ଶିକ୍ଷାବିତ୍ ବିଜୟ କୁମାର ତ୍ରିପାଠୀଙ୍କୁ କଳା ସାହିତ୍ୟ ସଂସ୍କୃତି କ୍ଷେତ୍ରରେ ସବିଶେଷ ଅବଦାନ ସକାଶେ "କଳା ସଂସ୍କୃତି ସମ୍ମାନ"ରେ ସମ୍ବର୍ଦ୍ଧିତ କରାଯାଇଥିବାରୁ ଖଲ୍ଲିକୋଟ ବ୍ଲକ୍ ଶିକ୍ଷକ, ବୁଦ୍ଧିଜୀବୀ, ସର୍ବସାଧାରଣରେ ଆନନ୍ଦର ଲହରୀ ଖେଳିବା ସହିତ ଶୁଭେଚ୍ଛୁଙ୍କ ଶୁଭେଚ୍ଛାର ସୁଅ ଛୁଟିଛି । ଆୟୋଜିତ ଉତ୍ସବରେ ବ୍ରହ୍ମପୁରର ମାନ୍ୟବର ବିଧାୟକ କେ. ଅନିଲ୍ କୁମାର, ସୃଜନୀର ପ୍ରତିଷ୍ଠାତା ବନ୍ଦିତା ତ୍ରିପାଠୀ,ମହିଳା ମୋର୍ଚ୍ଚାର ସଭାନେତ୍ରୀ ଡକ୍ଟର ଐଶ୍ୱର୍ଯ୍ୟା ବିଶ୍ୱାଳ, ଗଂଜାମ ଜିଲ୍ଲାପାଳ ଭି. କୀର୍ତ୍ତି ଭାସନ୍, ମେୟର ସଂଘମିତ୍ରା ଦଳେଇ, ଲୋକସେବକ ମଣ୍ଡଳର ସମ୍ପାଦକ ତଥା ସମାଜର ମୁଦ୍ରାକର ରାଜେନ୍ଦ୍ର ଜେନା, ପୁରୁଷୋତ୍ତମପୁର ତହସିଲଦାର ବିନୋଦ କୁମାର ବେହେରା, ସାହିତ୍ୟିକା ଜୟନ୍ତୀ ପଢିଆରୀ ଓଡ଼ିଆ ଭାଷା ପ୍ରତିଷ୍ଠାନର ନିର୍ଦ୍ଦେଶିକା ଡକ୍ଟର ଭାଗ୍ୟ ଶ୍ରୀ ମଲ୍ଲ, ସାମାଜିକ କର୍ମୀ ସୁଶାନ୍ତ ସାବତ, ଗୀତିକାର ଜୟଶ୍ରୀ ଧଳ, ସୃଜନୀ ସମ୍ପାଦକ ଇଶାଙ୍କ ସାହୁ ପ୍ରମୁଖ ମାନ୍ୟଗଣ୍ୟ ଅତିଥି ଉପସ୍ଥିତ ଥିଲେ ।

News Comment

You Might Also Like

BACK TO TOP