Breaking News

ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||     

ବେଗୁନିଆପଡା ରେ ଥିବା ଏ ବି ସି ଡ଼ି ପବ୍ଲିକ ସ୍କୁଲ ର ବାର୍ଷିକ ଉତ୍ସବ ଅନୁଷ୍ଠିତ ||

20-Dec-2025

 ବେଗୁନିଆପଡା  ସ୍ତିତ ଏବି ସିଡ଼ି  ପବ୍ଲିକ ସ୍କୁଲ ର  ବାର୍ଷିକ ଉତ୍ସବ ଅନୁଷ୍ଠିତ | 

ଓଡିଶା ଜନ ମତ, ବେଗୁନିଆପଡା, ସୂର୍ଯ୍ୟ ନାରାୟଣ ବଡୁ |

 ବେଗୁନିଆପଡା ସ୍ଥିତ ଏବିସିଡି ପବ୍ଲିକ ସ୍କୁଲର ପଞ୍ଚମ ବାର୍ଷିକ ଉତ୍ସବ ବେଶ ଧୂମଧାମ ରେ ପାଳିତ ହୋଇ ଯାଇଛି । ଅନୁଷ୍ଠାନର ପ୍ରତିଷ୍ଠାତା ଶ୍ରୀ ଅଶୋକ ସେନାପତି ଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ଆୟୋଜିତ ଏହି ବାର୍ଷିକ ଉତ୍ସବରେ ମୁଖ୍ୟ ଅତିଥି ଭାବେ କବିସୂର୍ଯ୍ୟନଗର ବିଧାୟକ ଶ୍ରୀ ପ୍ରତାପ ଚନ୍ଦ୍ର ନାୟକ ଯୋଗଦେଲ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ । ଅନୁଷ୍ଠାନର ଦୀର୍ଘ ଦିନର ଶିକ୍ଷା ଅଭିଜ୍ଞତା ତଥା ଛାତ୍ରଛାତ୍ରୀ ମାନଙ୍କୁ ଶୈକ୍ଷିକ ବାତାବରଣ ରେ ପାଠ ପଢାକୁ ନେଇ ବେଶ ଖୁସି ବ୍ୟକ୍ତ କରିବା ସହିତ କୃତଜ୍ଞତା ଜ୍ଞାପନ କରିଥିଲେ ବିଧାୟକ ଶ୍ରୀ ନାୟକ । ଏହି କାର୍ଯ୍ୟକ୍ରମରେ ସନମାନିତ ଅତିଥି ଭାବେ ବେଗୁନିଆପଡା ଥାନା ଅଧିକାରୀ ଭଗବାନ ପୂଜାରୀ,ବିଜେପି ରାଜ୍ୟ ପରିଷଦ ସଦସ୍ୟ ସତୀଶ ରଞ୍ଜନ ତାରିଣୀ, ବିଦ୍ୟାଳୟ ସଭାପତି ସିମାଞ୍ଚଳ ଶତପଥି, ସରପଞ୍ଚ ସନ୍ତୋଷ ସ୍ୱାଇଁ,କାଶୀନାଥ ବେହେରା, ପୂଜା ପ୍ରଧାନଙ୍କ ସମେତ ସ୍ଥାନୀୟ ଯୁବ ନେତୃବୃନ୍ଦ ପ୍ରମୁଖ ଯୋଗଦେଇ ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସାହିତ କରିଥିଲେ । ଅନୁଷ୍ଠାନର ପ୍ରତିଷ୍ଠାତା ଶ୍ରୀ ଅଶୋକ ସେନାପତି ବାର୍ଷିକ ବିବରଣୀ ପାଠ କରିଥିଲେ । ବିଦ୍ୟାଳୟରେ ପୂର୍ବରୁ ଆୟୋଜିତ ବିଭିନ୍ନ  ପ୍ରତିଯୋଗିତା ରେ ଅଂଶ ଗ୍ରହଣ କରି କୃତିତ୍ୱ ଲାଭ କରିଥିବା ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ କରିଥିଲେ ଉପସ୍ଥିତ ଅତିଥି । ପରିଶେଷରେ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହୋଇଥିଲା । ଏହି କାର୍ଯ୍ୟକ୍ରମରେ  ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ସହଯୋଗ କରିଥିଲେ ।

News Comment

You Might Also Like

BACK TO TOP