Breaking News

ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||     

ପୋଲସରା ଥାନା ମଧୁପଲି ଗ୍ରାମରେ20ଗ୍ରାମ ସୁନା ଓ ଆଠ କେଜି ରୁପା ଚୋରିଘଟଣାରେ ଅଭିଯୁକ୍ତ କୁ ଗିରଫ |

21-Dec-2025

ଆଠ କେଜି ରୁପା ଓ ୨୦ ଗ୍ରାମ୍ ସୁନା,  ଜବତ; ଜଣେ ଗିରଫ,

         ଓଡିଶା ଜନ ମତ ବ୍ୟୁରୋ,

ବର୍ତମାନ ସୁନା ଚୋର ରେକେଟ ସକ୍ରିୟ  ହେଉ ଥିଲା ବେଳେ  ପୋଲିସ ସେମାନଙ୍କଉପରେ ଦୃଢ଼କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଥିଲେ ମଧ୍ୟ ଅଭିଯୁକ୍ତ ଙ୍କ ଉପରେ କୌଣସି ପ୍ରଭାବ  ପଡୁନାହିଁ  |ପୁଣି ଏପରି ଏକ ଘଟଣା ଘଟିଛି ପୋଲସରା ଥାନା ମଧୁପଲ୍ଲୀ ଗ୍ରାମରେ ଗତ ୧୬ ତାରିଖ ରାତ୍ର ଘଟି ଥିବା ଚୋରି ଘଟଣାରେ ପୋଲସରା ଥାନା ପୁଲିସକୁ ସଫଳତା ମିଳିଛି। ଜଣେ ଅଭିଯୁକ୍ତକୁ ଗିରଫ କରିବା ସହ ୨୦ ଗ୍ରାମର ସୁନା ଓ ୮ କେଜି ରୁପା ଜବତ କରିଛି |  ଗିରଫ ଅଭିଯୁକ୍ତ ଜଣକ ହେଲେ ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଥାନା ଅନ୍ତର୍ଗତ ବରପଟଣା ସାହିର ଶ୍ରୀକାନ୍ତ ମହାପାତ୍ର (୩୦)। ସୂଚନା ମୁତାବକ ମଧୁପଲ୍ଲୀ ନୂଆ ସାହିର ଅଳଙ୍କାର ବ୍ୟବସୟୀ ପବିତ୍ର ମହାପାତ୍ର ଗତ୧୬ ତାରିଖରେ ନିଜପରିବାର ସହ ବାହାରକୁ ଜଣେ ସମ୍ପର୍କୀୟଙ୍କ ଘରକୁ ଏକ ଭୋଜି ଖାଇବାକୁ ଯାଇ ସେଠାରେ ୨ ଦିନ ରହି ୧୯ ତାରିଖରେ ଫେରିଥିଲେ | ଘରର କବାଟ ଖୋଲାଥିବା ବେଳେ ଅଲିମିରା ଭାଙ୍ଗି ଦୁବୁର୍ତ୍ତ ମନେ ସୁନା ଓ ରୁପା ଅଳଙ୍କାର ଲୁଟି ନେଇଥିବାନେଇ ପୋଲସରା ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିଭିକରି ପୋଲସରା ପୁଲିସ ୮୭୦/୨୫ରେ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଥିଲା | ଗିରଫ ଅଭିଯୁକ୍ତକୁ କୋର୍ଟ ଚାଲାଣ କରାଯାଇଥିବା ନେଇ ପୋଲସରା ଥାନାଧିକାରୀ କୌଶିକ ମାଝୀ କହିଛନ୍ତି । ତେବେ ମାନ୍ୟବର କୋର୍ଟ ଏମାନଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତ ମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କଲେ  ସେମାନେପୁନର୍ବାର ଏପରି କାର୍ଯ୍ୟ କରିବାକୁ ସାହସ କରିବେ ନାହିଁ  |

News Comment

You Might Also Like

BACK TO TOP