Breaking News

ଗଜପତି ଜିଲ୍ଲା ନୁଆଁ ଗଡ଼ ପଞ୍ଚାୟତ ରେ ଜିଲ୍ଲପାଳ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ||   (10-Aug-2026)       ||      ଜଣେ ମହିଳା ତାଙ୍କ ଲମ୍ବା କେଶ ପାଇଁ ଗିନିଜ ବୁକ ଅଫ ରେକର୍ଡ କରିଛନ୍ତି |   (10-Aug-2026)       ||      ଦ୍ୱତୀୟ ସେମି ଫାଇନାଲ ରେ ଆଦିବାସୀ ମହାବିଦ୍ୟାଳୟ ଦଳ ବିଜୟୀ ||   (10-Aug-2026)       ||      ଖଲ୍ଲିକୋଟ ରେ ପାଚିକା, ସହାୟିକା ଙ୍କ ତାଲିମ ଶିବିର ଆୟୋଜିତ |   (10-Aug-2026)       ||      ପୂର୍ବତନ ରାଷ୍ଟ୍ରପତି ଭି ଭି ଗିରି ଙ୍କ 132ତମ ଜୟନ୍ତୀ ପାଳିତ |    (10-Aug-2026)       ||      ବାଲିଗୁଡା ବ୍ଲକ ଓଏହାର ସମସ୍ତ ଶୈବ ପୀଠରେ ଶ୍ରାବଣ ଦ୍ୱତୀୟ ସୋମବାର ରେ ଜଳାଭିଷେକ,|   (10-Aug-2026)       ||      ସାପ କାମୁଡା ରେ ଦୁଇ ମାସ ଶିଶୁ ମୃତ, ବାପା ଗୁରୁତର |    (10-Aug-2026)       ||      ଲକ୍ଷାଧିକ ଟଙ୍କା, ସୁନା ଓ ଅନ୍ୟନ୍ୟ ସାମଗ୍ରୀ କୁ କେସିଙ୍ଗା ର ଏକ ଘରୁ ଚୋରି କଲେ ଚୋର |    (10-Aug-2026)       ||      ଶ୍ରୀକ୍ଷେତ୍ରପୋଢୁଆଁ ଯାତ୍ରାର ଅନ୍ୟତମ ପ୍ରବର୍ତ୍ତକ ସରୋଜ ନାୟକ ସମ୍ବର୍ଦ୍ଧିତ ||   (10-Aug-2026)       ||      କ୍ରୀଡା ଶିକ୍ଷକଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭା |   (10-Aug-2026)       ||      ଜମି ମାଲିକ ନଆସିଲେ ମଧ୍ୟ ଭାଗ ଚାଷୀ ପଞ୍ଜିକରଣ କରିପାରିବେ ||   (10-Aug-2026)       ||      ପୋଲସରା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ସଂକୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (10-Aug-2026)       ||      ହଜି ଯାଇଥିବା ସାମାନ କୁ ଫେରାଇ ମାନବିକତାଦେଖାଇଲେ ପୋଲିସ |    (10-Aug-2026)       ||      ଖଲ୍ଲିକୋଟ ରେ ବିଶ୍ୱ ଆଦିବାସୀ ଦିବସ ପାଳିତ!|    (09-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନ ସିପ ଉଦଘାଟିତ!|   (09-Aug-2026)       ||      ଯାତ୍ରା ମଞ୍ଚ ରେ ଜୀବନ୍ତ ଅଭିନୟ ଦେଖି ଦର୍ଶକ ଫିଙ୍ଗିଲେ ଚେୟାର!|    (09-Aug-2026)       ||      ମିଥୁନ ଚକ୍ରବର୍ତ୍ତୀ ଙ୍କ ଅସ୍ତ୍ରୋ ପଚାର ସଫଳ ହେଲା ||   (09-Aug-2026)       ||      ସଂଘବଦ୍ଧ ଭାବେ କଲେଜ ଛାତ୍ର ଆକ୍ରମଣ ଘଟଣାରେ ପୋଲିସ ହାତ ଖାଲି |   (09-Aug-2026)       ||      ପୋଲସରା କଲେଜ ରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ |    (09-Aug-2026)       ||      ଦୁଇ ଦଫା ଦାବି ନେଇ ତାତିଲେ ପେନସନ ଧାରୀ |    (09-Aug-2026)       ||     

ମୁଣ୍ଡୁଳା ଗ୍ରାମରେ ଘର ତାଲା ଭାଙ୍ଗି 15 ତୋଳା ସୁନା ଓ ଲକ୍ଷାଧିକ ଟଙ୍କା ଲୁଟ ଥାନା ରେ ଏତଲା ||

22-Dec-2025

ମୁଣ୍ଡୁଳା ଗ୍ରାମରେ ଘର ତାଲାଭାଙ୍ଗି ୧୫ ତୋଳା ସୁନା ଓ ଲକ୍ଷାଧିକ ଟଙ୍କା ଲୁଟ୍,ଥାନା ରେ ଏତଲା, ପୋଲିସ ର ଛାନଭିନ,

 ଓଡିଶା ବେଗୁନିଆପଡା -ଶୀତ ରାତିରେ ଘରେ ସମସ୍ତେ ଶୋଇଥିବା ବେଳେ ଘରର କବାଟ ଭାଙ୍ଗି ଲୁଟିନେଲେ ଦୁବୃର୍ତ୍ତ। ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ଥାନା ଅନ୍ତର୍ଗତ ମୁଣ୍ଡୁଳା ଗ୍ରାମରେ ଲୁଟ୍ ହୋଇଥିବା ଅଭିଯୋଗ ହୋଇଛି। ସୂଚନା ମୁତାବକ ଗତକାଲି ବିଳମ୍ବିତ ରାତି ପ୍ରାୟ ୧ ଘଣ୍ଟା ସମୟରେ ଘରେ ସମସ୍ତେ ଶୋଇଥିବା ବେଳେ ଘରର କବାଟ ଭାଙ୍ଗି ଘରେ ଥିବା ଆଲମିରାରୁ ୧୫ ତୋଳା ସୁନା ଓ ନଗଦ ୧ ଲକ୍ଷ ୨୨ ହଜାର ଟଙ୍କା ଲୁଟ୍ ହୋଇଥିବା ନେଇ ବେଗୁନିଆପଡ଼ା ଥାନାରେ ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ ଗତ ବିଳମ୍ବିତ ରାତିରେ ସି ଏଚ୍ ଗୋପାଳ ପୃଷ୍ଟିଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ମୁଣ୍ଡୁଳା ଗ୍ରାମର କାଞ୍ଜିଆ ମାଳ ସାହିରେ ଥିବା ସି ଏଚ୍ ଗୋପାଳ ପୃଷ୍ଟିଙ୍କ ଘରୁ ଲୁଟ୍ କରିଛନ୍ତି ଦୁବୃର୍ତ୍ତ । ସମସ୍ତେ ଶୋଇଥିବା ଖବର ନେଇ ସୁନା କାନଫୁଲ, ମୁଦି, ସୁନା ଚେନ୍ ସହ ନଗଦ ଏକ ଲକ୍ଷ ୨୨ ହଜାର ଟଙ୍କା ଲୁଟ୍ ହୋଇଥିବା ନେଇ ବେଗୁନିଆପଡ଼ା ଥାନାରେ ଏତଲା ଦେଇଛନ୍ତି ସି ଏଚ୍ ଗୋପାଳ ପୃଷ୍ଟି। ଏତେ ପରିମାଣର ସୁନା ଓ ଟକାଂ ଲୁଟ୍ ପରେ ଭାଗିଂ ପଡିଛନ୍ତି ସି ଏଚ୍ ଗୋପାଳ ପୃଷ୍ଟି। ଘଟଣାର ତଦନ୍ତ କରି ଚୋରୀ ସାମଗ୍ରୀ କିପରି ମିଳିପାରିବ ସେ ଦିଗରେ ପଦକ୍ଷେପ ନେବାକୁ ପୋଲିସ ନିକଟରେ ଦାବି କରିଛନ୍ତି।ପୋଲିସ ତଦନ୍ତ ଜାରି ରଖିଛି

News Comment

You Might Also Like

BACK TO TOP