Breaking News

ପୋଲସରା ରେ ବିଜେଡିର" ଜନ ସମ୍ପର୍କ ପଦଯାତ୍ରା " ଆରମ୍ଭ |   (08-Oct-2026)       ||      ସିଂହପୁର ରେ ନୁଆଁ ମଲ୍ଟି କେୟାର ପ୍ଲସ କ୍ଲିନିକ ଉଦଘାଟିତ |   (08-Oct-2026)       ||      ଆଇନ ଶୃଙ୍ଖଳା ସ୍ଥିତି ପାଇଁ ଉପଜିଲ୍ଲାପାଳ ଙ୍କ ଖରସ୍ରୋତା ମହାବିଦ୍ୟାଳୟ ପରିଦର୍ଶନ ||    (08-Oct-2026)       ||      ଆର ତୁମ୍ବନାଥ ବିଦ୍ୟାପୀଠ ର 63ତମ ପ୍ରତିଷ୍ଠା ଦିବସ ପାଳିତ |    (08-Oct-2026)       ||      ଗଞ୍ଜାମ ଜିଲ୍ଲା ରେ ବନ୍ଦର 80 ପ୍ରତିଶତ ବନ୍ଦ ର ପ୍ରଭାବ ପଡିଛି ||   (08-Oct-2026)       ||      କଂଗ୍ରେସ ର ବନ୍ଦ ର ପ୍ରଭାବ ରେ ବାଲିଗୁଡା ଜନ ଶୂନ୍ୟ |   (08-Oct-2026)       ||      କଲ୍ୟାଣ ପୁର ରେ ଶାନ୍ତି ପୂର୍ଣ୍ଣ 12ଘଣ୍ଟିଆ ବନ୍ଦ ପାଳନ |   (08-Oct-2026)       ||      ବେଗୁନିଆପଡା ରେ କଂଗ୍ରେସ ର ବନ୍ଦ ଡାକରା ର ମିଶ୍ରିତ ପ୍ରଭାବ ଦେଖିବାକୁ ମିଳିଛି ||   (08-Oct-2026)       ||      ପଦ୍ମପୁର ଉପଖଣ୍ଡ କଂଗ୍ରେସ ର ଡାକରା ରେ ସମ୍ପୂର୍ଣ୍ଣ ବନ୍ଦ ||   (08-Oct-2026)       ||      ଶାନ୍ତିନଗର ପୋଖରୀ ରେ ବୁଡି ଦୁଇ ନାବାଳିକା ମୃତ |    (08-Oct-2026)       ||      ମାଝୀଗୁଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହାତ୍ସବ ସୁରଭି ଅନୁଷ୍ଠିତ |    (08-Oct-2026)       ||      ଚାଷୀଙ୍କ ବିଭିନ୍ନ ସମସ୍ୟା ପାଇଁ ମୁଣ୍ଡ ଟେକିଲା ଅଖିଳ ଭାରତୀୟ କୃଷକ ସଂଘଟନ |   (08-Oct-2026)       ||      ନବମ ରାଷ୍ଟ୍ରୀୟ ପୋଷଣ ମାସ-- 2026ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ଅନୁଷ୍ଠିତ |    (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା, ଲୋକଙ୍କ ସହ ଯୋଡି ହେବାଜୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||      ପ୍ରକୃତ ମାଲିକ ଙ୍କ ଅଜାଣତ ରେ ଅନ୍ୟ ବ୍ୟକ୍ତିଙ୍କ ନାମରେ ଦଲିଲ |    (07-Oct-2026)       ||      ଖୋର୍ଦ୍ଧା ବ୍ଲଜ ସ୍ତରୀୟ ଯୁବ ସମାବେଶ -2026 କେରଙ୍ଗ ରେ ଅନୁଷ୍ଠିତ |    (07-Oct-2026)       ||      ପୋଲସରା ରେ ବିଜେଡିର "ଜନ ସମ୍ପର୍କ ପଦଯାତ୍ରା ` ଆରମ୍ଭ |    (07-Oct-2026)       ||      ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||     

ଡ଼ି ଆଇ ଇ ଟି ପକ୍ଷରୁ ଜାତୀୟ ଦିବସ -2025 ପାଳିତ |

22-Dec-2025

ଗଞ୍ଜାମ ଡି.ଆଇ.ଇ.ଟି ପକ୍ଷରୁ ଜାତୀୟ ଗଣିତ ଦିବସ-୨୦୨୫ ପାଳିତ

           ଓଡିଶା ଜନ ମତ ବ୍ୟୁରୋ,

ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ, ଗଞ୍ଜାମ, ଖଲ୍ଲିକୋଟ ଆନୁକୁଲ୍ୟରେ  ଅନୁଷ୍ଠାନର ଅଧ୍ୟକ୍ଷ ଡ. ସନ୍ତୋଷ କୁମାର ପରିଡ଼ାଙ୍କ ଅଧ୍ୟକ୍ଷତାରେ ଜାତୀୟ ଗଣିତ ଦିବସ ୨୨ ଡିସେମ୍ବର ୨୦୨୫ ରେ ଆନୁଷ୍ଠାନିକ ରୀତିରେ ପାଳିତ ହୋଇଯାଇଛି। ଉକ୍ତ କାର୍ଯ୍ୟକର୍ମରେ ମୁଖ୍ୟ ଅତିଥି ରୂପେ ଡ. ସୁଧାନନ୍ଦ ମହାରଣା, ଆସିଷ୍ଟାଣ୍ଟ ପ୍ରଫେସର, ବିନାୟକ ଆଚାର୍ଯ୍ୟ ଡିଗ୍ରୀ ମହାବିଦ୍ୟାଳୟ, ବ୍ରହ୍ମପୁର , ଗଞ୍ଜାମ ଯୋଗ ଦେଇ ନିଜ ଅଭିଭାଷଣରେ ଜାତୀୟ ଗଣିତ ଦିବସର ଉପାଦେୟତା ଏବଂ  ମହାନ୍ ଗଣିତଜ୍ଞ ଶ୍ରୀନିବାସ ରାମାନୁଜଙ୍କ ଗଣିତ କ୍ଷେତ୍ରରେ ଥିବା ଅବଦାନ ଏବଂ ତାଙ୍କ ଗଣିତର ଅବଦାନ ଆଜିର ଏହି ଏକବିଂଶ ଶତାବ୍ଦୀରେ ଦୈନନ୍ଦିନ ଜୀବନରେ ଗଣିତର ଆବଶ୍ୟକତା ସମ୍ପର୍କରେ ଗଭୀର ଭାବେ ଆଲୋକପାତ କରିଥିଲେ । ଏହି କାର୍ଯ୍ୟକର୍ମକୁ ଅନୁଷ୍ଠାନର ଶିକ୍ଷକ ପ୍ରଶିକ୍ଷକ ମୁକ୍ତିକାନ୍ତ ବେହେରା ସଂଯୋଜନା କରିଥିବା ବେଳେ ଶିକ୍ଷକ ପ୍ରଶିକ୍ଷକ ନବୀନ କୁମାର ପ୍ରମାଣିକ ଓ ଜିତେନ୍ଦ୍ର କୁମାର ପଣ୍ଡା ମଞ୍ଚ ପରିଚାଳନା କରୁଥିଲେ। ଉକ୍ତ ଦିବସ ଉପଲକ୍ଷେ ଗଣିତ,ଆର୍ଟ ଓ କ୍ରିଏଟିଭିଟି ପ୍ରସଙ୍ଗକୁ ଆଧାର କରି ଅନୁଷ୍ଠାନର ପ୍ରଥମ ଓ ଦ୍ବିତୀୟ ବର୍ଷ ଗୁରୁ ଛାତ୍ରଛାତ୍ରୀଙ୍କ ମଧ୍ୟରେ ପ୍ରତିଯୋଗିତା ଆୟୋଜନ କରାଯାଇଥିଲା । ଅନୁଷ୍ଠାନର ସମସ୍ତ ଗୁରୁ ଛାତ୍ରଛାତ୍ରୀ ଏଥିରେ ଅଂଗ୍ରହଣ କରି ନିଜ ନିଜର ଉପସ୍ଥାପନ ପ୍ରତିପାଦନ କରିଥିଲେ। ଅନୁଷ୍ଠାନର ବରିଷ୍ଠ ଶିକ୍ଷକ ପ୍ରଶିକ୍ଷକ ବିଷ୍ଣୁ ନାରାୟଣ ଜେନା, ଅଭିରାମ ବିଶ୍ବାଳ, ବରିଷ୍ଠ ଶିକ୍ଷକ ପ୍ରଶିକ୍ଷିକା ନିହାରିକା ସାମନ୍ତରାୟ, ପ୍ରଜ୍ଞା ପାରମିତା,  ଶିକ୍ଷକ ପ୍ରଶିକ୍ଷକ ସୁକୁଲେଇ ଟୁଡୁ, ଶିକ୍ଷକ ପ୍ରଶିକ୍ଷିକା  ଲିପିଶ୍ରୀ ଦେବୀ, ଜୟନ୍ତୀ ବେହେରା, କଲ୍ୟାଣୀ ଗୌଡ଼, ଭାବିଲିତା ନାୟକ, ଗାୟତ୍ରୀ ସ୍ୱାଇଁ, ଅନୁପମା ଦାସ, ବବିତା ସିଂ ନାୟକ, ସେକ୍ସନ ଅଫିସର ପ୍ରବେଶ କୁମାର ପଟ୍ଟନାୟକ ଓ ଅନ୍ୟ କର୍ମଚାରୀ  ଆଶିଷ କୁମାର ସେଠୀ, ନିରୁପମା ପ୍ରଧାନ, ମନୋରଞ୍ଜନ ବାରିକ,ସୁକାନ୍ତି ସେଠୀ, ଜୟ ଶଙ୍କର ଗୌଡ଼, ଚନ୍ଦ୍ର ନାୟକ ପ୍ରମୁଖ ଉପସ୍ଥିତ ଥିଲେ। ସର୍ବ ଶେଷରେ ନବୀନ କୁମାର ପ୍ରମାଣିକ ଧନ୍ୟବାଦ ଅର୍ପଣ କରିଥିଲେ ।

News Comment

You Might Also Like

BACK TO TOP