Breaking News

ପୋଲସରା ରେ ବିଜେଡିର" ଜନ ସମ୍ପର୍କ ପଦଯାତ୍ରା " ଆରମ୍ଭ |   (08-Oct-2026)       ||      ସିଂହପୁର ରେ ନୁଆଁ ମଲ୍ଟି କେୟାର ପ୍ଲସ କ୍ଲିନିକ ଉଦଘାଟିତ |   (08-Oct-2026)       ||      ଆଇନ ଶୃଙ୍ଖଳା ସ୍ଥିତି ପାଇଁ ଉପଜିଲ୍ଲାପାଳ ଙ୍କ ଖରସ୍ରୋତା ମହାବିଦ୍ୟାଳୟ ପରିଦର୍ଶନ ||    (08-Oct-2026)       ||      ଆର ତୁମ୍ବନାଥ ବିଦ୍ୟାପୀଠ ର 63ତମ ପ୍ରତିଷ୍ଠା ଦିବସ ପାଳିତ |    (08-Oct-2026)       ||      ଗଞ୍ଜାମ ଜିଲ୍ଲା ରେ ବନ୍ଦର 80 ପ୍ରତିଶତ ବନ୍ଦ ର ପ୍ରଭାବ ପଡିଛି ||   (08-Oct-2026)       ||      କଂଗ୍ରେସ ର ବନ୍ଦ ର ପ୍ରଭାବ ରେ ବାଲିଗୁଡା ଜନ ଶୂନ୍ୟ |   (08-Oct-2026)       ||      କଲ୍ୟାଣ ପୁର ରେ ଶାନ୍ତି ପୂର୍ଣ୍ଣ 12ଘଣ୍ଟିଆ ବନ୍ଦ ପାଳନ |   (08-Oct-2026)       ||      ବେଗୁନିଆପଡା ରେ କଂଗ୍ରେସ ର ବନ୍ଦ ଡାକରା ର ମିଶ୍ରିତ ପ୍ରଭାବ ଦେଖିବାକୁ ମିଳିଛି ||   (08-Oct-2026)       ||      ପଦ୍ମପୁର ଉପଖଣ୍ଡ କଂଗ୍ରେସ ର ଡାକରା ରେ ସମ୍ପୂର୍ଣ୍ଣ ବନ୍ଦ ||   (08-Oct-2026)       ||      ଶାନ୍ତିନଗର ପୋଖରୀ ରେ ବୁଡି ଦୁଇ ନାବାଳିକା ମୃତ |    (08-Oct-2026)       ||      ମାଝୀଗୁଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହାତ୍ସବ ସୁରଭି ଅନୁଷ୍ଠିତ |    (08-Oct-2026)       ||      ଚାଷୀଙ୍କ ବିଭିନ୍ନ ସମସ୍ୟା ପାଇଁ ମୁଣ୍ଡ ଟେକିଲା ଅଖିଳ ଭାରତୀୟ କୃଷକ ସଂଘଟନ |   (08-Oct-2026)       ||      ନବମ ରାଷ୍ଟ୍ରୀୟ ପୋଷଣ ମାସ-- 2026ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ଅନୁଷ୍ଠିତ |    (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା, ଲୋକଙ୍କ ସହ ଯୋଡି ହେବାଜୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||      ପ୍ରକୃତ ମାଲିକ ଙ୍କ ଅଜାଣତ ରେ ଅନ୍ୟ ବ୍ୟକ୍ତିଙ୍କ ନାମରେ ଦଲିଲ |    (07-Oct-2026)       ||      ଖୋର୍ଦ୍ଧା ବ୍ଲଜ ସ୍ତରୀୟ ଯୁବ ସମାବେଶ -2026 କେରଙ୍ଗ ରେ ଅନୁଷ୍ଠିତ |    (07-Oct-2026)       ||      ପୋଲସରା ରେ ବିଜେଡିର "ଜନ ସମ୍ପର୍କ ପଦଯାତ୍ରା ` ଆରମ୍ଭ |    (07-Oct-2026)       ||      ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||     

ଦୁଇ ହଜାର ଟଙ୍କାକୁ ନେଇ ହତ୍ୟା କରିଥିବା ଅଭିଯୁକ୍ତ କୁ ଆଜୀବନ କାରାଦଣ୍ଡ ଶୁଣାଇଲେ ଅତିରିକ୍ତ ଜିଲ୍ଲା ଓ ଦୌରାଜଜ

23-Dec-2025

ମାତ୍ର ୨ ହଜାର ଟଙ୍କାକୁ ନେଇ ହତ୍ୟାକାଣ୍ଡ 
ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ ଶୁଣାଇଲେ ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ

 ଓଡିଶା ଜନ ମତ,, ବେଗୁନିଆପଡା, 

ସୂର୍ଯ୍ୟ ନାରାୟଣ ବଡୁ,   ତା --୨୨/୧୨ /୨୦୨୫:

ଗଞ୍ଜାମ ଜିଲ୍ଲା କୋଦଳା ଥାନା ଅନ୍ତର୍ଗତ କଞ୍ଚଣା ପଞ୍ଚାୟତ ଭାଟପଡା ଗ୍ରାମର ଜଣେ ବ୍ଯକ୍ତିଙ୍କୁ ମାତ୍ର ୨ ହଜାର ଟଙ୍କାକୁ କେନ୍ଦ୍ର କରି ହତ୍ୟା କରାଯାଇଥିଲା। ଗତ ୧୬ ଏପ୍ରିଲ୍ ୨୦୨୧ ମସିହାରେ ଘଟିଥିବା ଏଭଳି ଏକ ସାଂଘାତିକ ହତ୍ୟା ମାମଲାର ଆଜି ରାୟ ପ୍ରକାଶ ପାଇଛି। ଗଞ୍ଜାମ ଜିଲ୍ଲା କୋଦଳା ସ୍ଥିତ ଅତିରିକ୍ତ ଜିଲ୍ଲା ଓ ଦୌରାଜଜ୍ ବିଶ୍ବ ରଞ୍ଜନ ବେହେରା ଉକ୍ତ ମାମଲାର ବିଚାର କରି ରାୟ ପ୍ରକାଶ କରିଛନ୍ତି। ଅଭିଯୁକ୍ତ ଏ ବରିଡ଼ା ଗ୍ରାମର ରାଧାକୃଷ୍ଣ ସାହୁ ଓରଫ ଦହି କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି କୋର୍ଟ। ସୂଚନା ମୁତାବକ ରାଧାକୃଷ୍ଣ ସାହୁ ଓରଫ ଦହି ବାହାର ରାଜ୍ୟକୁ ଶ୍ରମିକ ନେଉଥିବା ବେଳେ କୋଦଳା ଥାନା ଭାଟପଡା ଗ୍ରାମର ମୃତ ଟୁକୁନା ଛାଟଇ ତାଙ୍କୁ ୨ ହଜାର ଟଙ୍କା ଦେବାକୁ ବାକି ଥିଲେ। ଏହାକୁ ନେଇ ଉଭୟଙ୍କ ମଧ୍ୟରେ ପୂର୍ବରୁ ଝଗଡ଼ା ହୋଇଥିଲା। ଗତ ୧୬ ଏପ୍ରିଲ୍ ୨୦୨୧ ମସିହାରେ ମୃତ ଟୁକୁନା କବିସୂର୍ଯ୍ୟନଗର ଥାନା ଅନ୍ତର୍ଗତ ଏ ବରିଡା ଗ୍ରାମକୁ ଯାଇଥିବା ବେଳେ ଅଭିଯୁକ୍ତ ରାଧାକୃଷ୍ଣ ସେଠାରେ ତାଙ୍କୁ ଧାରୁଆ ଛୁରୀରେ ପେଟକୁ ଭୁସି ହତ୍ୟା କରିଥିଲେ। ମୃତକଙ୍କ ବାପା ଜୟରାମ ଛଟେଇ ଏନେଇ ଥାନାରେ ଏତଲା ଦେଇଥିଲେ। ମାମଲାରେ ୧୬ ଜଣଙ୍କ ସାକ୍ଷୀ ଆଧାରରେ ମାନ୍ଯବର ଅତିରିକ୍ତ ଜିଲ୍ଲା ଓ ଦୌରାଜଜ୍ କୋଦଳା ଆଜି ଏହି ରାୟ ଶୁଣାଇଛନ୍ତି।ଧାରା ୩୦୨ ରେ ଆଜୀବନ କାରାଦଣ୍ଡ ସହ ୧୦ ହଜାର ଜୋରିମାନା ଏବଂ ଜୋରିମାନା ଅନାଦୟେରେ ଅଧିକ ୬ ମାସ ଜେଲ ଦଣ୍ଡାଦେଶ ହୋଇଥିବା ବେଳେ ଧାରା ୩୨୪ ରେ ୧ ବର୍ଷ ଜେଲ ଦଣ୍ଡାଦେଶ ସହ ୧ ହଜାର ଜୋରିମାନା ଏବଂ ଜୋରିମାନା ଅନାଦୟେରେ ଅଧିକ ୨ ମାସ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି କୋର୍ଟ। ଏହି ମାମଲାକୁ ସରକାରୀ ଅତିରିକ୍ତ ପିପି ସୁବାଷ ଚନ୍ଦ୍ର ସାହୁ ପରିଚାଳନା କରିଥିଲେ।

News Comment

You Might Also Like

BACK TO TOP