Breaking News

ବିପୁଳ ପରିମାଣ ର ଗଞ୍ଜେଇ ଜବତ, ଦୁଇ ଅଭିଯୁକ୍ତ ଗିରଫ |   (09-Oct-2026)       ||      ଟାଟାବେଞ୍ଜ ଛକ ସ୍ଥିତ ଏକ ଲଜରୁ ସେକ୍ସ ରାକେଟ କୁ ଠାବ କଲା ବୈଦ୍ୟନାଥ ପୁର ପୋଲିସ |   (09-Oct-2026)       ||      ଅବକାରୀ ବିଭାଗ ଗନ୍ଧ ମର୍ଦ୍ଦନ ରେ ଚଢ଼ାଉ କରି ମଦ ସହ 4000ଲିଟର ମହୁଲ ପୋଚ ଜବତ |    (09-Oct-2026)       ||      କଂଗ୍ରେସ ର ଓଡିଶା ବନ୍ଦର ଡାକରା ରଘୁନାଥ ପୁର ବ୍ଲକରେ ପ୍ରଭାବ ପଡିଲା ||   (09-Oct-2026)       ||      ପୋଲସରା ରେ ବିଜେଡିର" ଜନ ସମ୍ପର୍କ ପଦଯାତ୍ରା " ଆରମ୍ଭ |   (08-Oct-2026)       ||      ସିଂହପୁର ରେ ନୁଆଁ ମଲ୍ଟି କେୟାର ପ୍ଲସ କ୍ଲିନିକ ଉଦଘାଟିତ |   (08-Oct-2026)       ||      ଆଇନ ଶୃଙ୍ଖଳା ସ୍ଥିତି ପାଇଁ ଉପଜିଲ୍ଲାପାଳ ଙ୍କ ଖରସ୍ରୋତା ମହାବିଦ୍ୟାଳୟ ପରିଦର୍ଶନ ||    (08-Oct-2026)       ||      ଆର ତୁମ୍ବନାଥ ବିଦ୍ୟାପୀଠ ର 63ତମ ପ୍ରତିଷ୍ଠା ଦିବସ ପାଳିତ |    (08-Oct-2026)       ||      ଗଞ୍ଜାମ ଜିଲ୍ଲା ରେ ବନ୍ଦର 80 ପ୍ରତିଶତ ବନ୍ଦ ର ପ୍ରଭାବ ପଡିଛି ||   (08-Oct-2026)       ||      କଂଗ୍ରେସ ର ବନ୍ଦ ର ପ୍ରଭାବ ରେ ବାଲିଗୁଡା ଜନ ଶୂନ୍ୟ |   (08-Oct-2026)       ||      କଲ୍ୟାଣ ପୁର ରେ ଶାନ୍ତି ପୂର୍ଣ୍ଣ 12ଘଣ୍ଟିଆ ବନ୍ଦ ପାଳନ |   (08-Oct-2026)       ||      ବେଗୁନିଆପଡା ରେ କଂଗ୍ରେସ ର ବନ୍ଦ ଡାକରା ର ମିଶ୍ରିତ ପ୍ରଭାବ ଦେଖିବାକୁ ମିଳିଛି ||   (08-Oct-2026)       ||      ପଦ୍ମପୁର ଉପଖଣ୍ଡ କଂଗ୍ରେସ ର ଡାକରା ରେ ସମ୍ପୂର୍ଣ୍ଣ ବନ୍ଦ ||   (08-Oct-2026)       ||      ଶାନ୍ତିନଗର ପୋଖରୀ ରେ ବୁଡି ଦୁଇ ନାବାଳିକା ମୃତ |    (08-Oct-2026)       ||      ମାଝୀଗୁଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହାତ୍ସବ ସୁରଭି ଅନୁଷ୍ଠିତ |    (08-Oct-2026)       ||      ଚାଷୀଙ୍କ ବିଭିନ୍ନ ସମସ୍ୟା ପାଇଁ ମୁଣ୍ଡ ଟେକିଲା ଅଖିଳ ଭାରତୀୟ କୃଷକ ସଂଘଟନ |   (08-Oct-2026)       ||      ନବମ ରାଷ୍ଟ୍ରୀୟ ପୋଷଣ ମାସ-- 2026ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ଅନୁଷ୍ଠିତ |    (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା, ଲୋକଙ୍କ ସହ ଯୋଡି ହେବାଜୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||     

ବିଭିନ୍ନ ଜିଲ୍ଲାର 270 ପ୍ରକାର ର ଖାଦ୍ୟ ପ୍ରଦର୍ଶନ କଲେ ସ୍କାଉଟ ଗାଇଡ଼ ||

24-Dec-2025

୨୦ ତମ ଜାମ୍ବୋରେଟ୍ ଏବଂ ସ୍ୱତନ୍ତ୍ର ଟ୍ରାଇବାଲ୍ ଜାମ୍ବୋରେଟ୍‌ର ତୃତୀୟ ଦିନ::ବିଭିନ୍ନ ଜିଲ୍ଲାର ୨୭୦ ପ୍ରକାର ଖାଦ୍ୟ ପ୍ରଦର୍ଶନ କଲେ ସ୍କାଉଟ୍ ଗାଇଡ୍‌::କେବଳ ଗଞ୍ଜାମ ଜିଲ୍ଲା ଛାତ୍ରଛାତ୍ରୀ ଙ୍କ 170 ପ୍ରକାର ଖାଦ୍ୟ ପଦର୍ଶନୀ

    ଓଡିଶା ଜନମତ, ଖୋର୍ଦ୍ଧା, ଗୋପାଲକୃଷ୍ଣ ପ୍ରଧାନ

ଖୋର୍ଦ୍ଧା ବରୁଣେଇ ପାଶ୍ୱର୍ବର୍ତ୍ତୀ ରାଜ୍ୟ ସ୍କାଉଟ ଗାଇଡ୍ ସଂଗଠନର ତାଲିମ କେନ୍ଦ୍ର ପରିସରରେ ରାଜ୍ୟ ଶାଖା ଆନୁକୂଲ୍ୟରେ ଆୟୋଜିତ ୨୦ତମ ଜାମ୍ବୋରେଟ୍ ଏବଂ ସ୍ୱତନ୍ତ୍ର ଟ୍ରାଇବାଲ୍ ଜାମ୍ବୋରେଟ୍‌ର ଆଜି ଦିନଟି ଥିଲା ଦୁଃସାହସିକତା ଦିବସ । ପ୍ରାତଃ ୭.୩୦ଘଟିକା ସମୟରେ ଆରମ୍ଭ ହୋଇଯାଇଥିଲା ଶାରୀରିକ କୌଶଳ ପ୍ରଦର୍ଶନ ଯେଉଁଥିରେ କି ସ୍କାଉଟ ଓ ଗାଇଡ୍‌ମାନେ ସେମାନଙ୍କର ଶାରୀରିକ କଳା କୌଶଳର ପାରଦର୍ଶିତା ଦେଖାଇଥିଲେ । ପରେ ପରେ ଶିବିରାର୍ଥୀମାନଙ୍କ ପାଇଁ ଉଦ୍ଦିଷ୍ଟ ଦୁଃସାହସିକ ବେସ୍ ଗୁଡିକରେ ସ୍କାଉଟ ଗାଇଡ୍‌ମାନେ ବିଭିନ୍ନ ବେସ୍ ଗୁଡିକରେ ମଜା ନେଇଥିଲେ ଏବଂ ଯେଉଁମାନେ ସମସ୍ତ ବେସ୍ ସଂପୂର୍ଣ୍ଣ କରିସାରିବା ପରେ ଗୋଟିଏ ଗୋଟିଏ ଦୁଃସାହସିକତା ପ୍ରଦର୍ଶନ ବ୍ୟାଜ୍ ପାଉଥିଲେ । ଅପରାହ୍ନ ୩.୩୦ମିନିଟ୍ ସମୟରେ ପ୍ରତ୍ୟେକ ଜିଲ୍ଲାର ସ୍କାଉଟ ଓ ଗାଇଡ୍‌ମାନଙ୍କ ଦ୍ୱାରା ଆୟୋଜିତ ହୋଇଥିଲା ପ୍ରଦର୍ଶନୀ ଏବଂ ସ୍ୱକୀୟ କଳାକୃତିର ପ୍ରତିଯୋଗିତା । ପରେ ପରେ ସ୍କାଉଟ ଗାଇଡ୍‌ମାନଙ୍କ ଦ୍ୱାରା ଆରମ୍ଭ ହୋଇଥିଲା ଖାଦ୍ୟ ପ୍ରସ୍ତୁତି ପ୍ରତିଯୋଗିତା । ଉକ୍ତ କାର୍ଯ୍ୟକ୍ରମକୁ ମୁଖ୍ୟ ଅତିଥି ଭାବେ  ବିରେନ୍ଦ୍ର କୋରକରା, ଆଇଏଏସ୍‌, ନିର୍ଦ୍ଦେଶକ ମାଧ୍ୟମିକ ଶିକ୍ଷା, ଓଡିଶା  ଏବଂ ସମ୍ମାନୀତ ଅତିଥି ଭାବେ  ଜ୍ୟୋତି ପ୍ରକାଶ ପରିଡା, ସହକାରୀ ଶାରୀରିକ ନିର୍ଦ୍ଦେଶକ, ଓଡିଶା ଏବଂ  ମନୋରଞ୍ଜନ ମହାନ୍ତି, ଉପସଭାପତି ଓଡିଶା ରାଜ୍ୟ ଭାରତ ସ୍କାଉଟସ୍ ଏବଂ ଗାଇଡସ୍ ଯୋଗଦେଇ ବିଭିନ୍ନ ଜିଲ୍ଲାର ସ୍କାଉଟ ଗାଇଡ୍ ପିଲାମାନେ ତିଆରି କରିଥିବା ଖାଦ୍ୟକୁ ବୁଲି ଦେଖିବା ସହିତ ପିଲାମାନେ ବହୁତ ପରିଶ୍ରମ କରି ବିଭିନ୍ନ ପ୍ରକାର ଖାଦ୍ୟ ତିଆରି କରିଥିବାରୁ ସମସ୍ତଙ୍କୁ ପ୍ରଶସାଂ କରିଥିଲେ ।ସନ୍ଧ୍ୟାରେ ଅତିଥିମାନେ ସ୍କାଉଟ ଗାଇଡ୍‌ମାନଙ୍କ ଦ୍ୱାରା ପରିବେଷିତ ଲୋକନୃତ୍ୟ ପ୍ରତିଯୋଗିତାକୁ ଆନନ୍ଦର ସହିତ ଦେଖିଥିଲେ ଏବଂ ରାଜ୍ୟ ର ବିଭିନ୍ନ ଜିଲ୍ଲା ର ଛୋଟ ଛୋଟ ପିଲାମାନେ ଏତେ ସଂଖ୍ୟକ ଭାଗନେଇଥିବାରୁ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଥିଲେ l ରାଜ୍ୟ ସଂଗଠନ କମିଶନର ତଥା ଆଡମିନିଷ୍ଟ୍ରେଟିଭ୍ ଅଫିସର ଅନାମିକା ଦାସ ସ୍ୱାଗତ ଭାଷଣ ଦେଇଥିବା ବେଳେ ରାଜ୍ୟ ସମ୍ପାଦକ  ଶରତ ଚନ୍ଦ୍ର ପାଇକରାୟ ଧନ୍ୟବାଦ ଅର୍ପଣ କରିଥିଲେ ।

News Comment

You Might Also Like

BACK TO TOP