Breaking News

ବିପୁଳ ପରିମାଣ ର ଗଞ୍ଜେଇ ଜବତ, ଦୁଇ ଅଭିଯୁକ୍ତ ଗିରଫ |   (09-Oct-2026)       ||      ଟାଟାବେଞ୍ଜ ଛକ ସ୍ଥିତ ଏକ ଲଜରୁ ସେକ୍ସ ରାକେଟ କୁ ଠାବ କଲା ବୈଦ୍ୟନାଥ ପୁର ପୋଲିସ |   (09-Oct-2026)       ||      ଅବକାରୀ ବିଭାଗ ଗନ୍ଧ ମର୍ଦ୍ଦନ ରେ ଚଢ଼ାଉ କରି ମଦ ସହ 4000ଲିଟର ମହୁଲ ପୋଚ ଜବତ |    (09-Oct-2026)       ||      କଂଗ୍ରେସ ର ଓଡିଶା ବନ୍ଦର ଡାକରା ରଘୁନାଥ ପୁର ବ୍ଲକରେ ପ୍ରଭାବ ପଡିଲା ||   (09-Oct-2026)       ||      ପୋଲସରା ରେ ବିଜେଡିର" ଜନ ସମ୍ପର୍କ ପଦଯାତ୍ରା " ଆରମ୍ଭ |   (08-Oct-2026)       ||      ସିଂହପୁର ରେ ନୁଆଁ ମଲ୍ଟି କେୟାର ପ୍ଲସ କ୍ଲିନିକ ଉଦଘାଟିତ |   (08-Oct-2026)       ||      ଆଇନ ଶୃଙ୍ଖଳା ସ୍ଥିତି ପାଇଁ ଉପଜିଲ୍ଲାପାଳ ଙ୍କ ଖରସ୍ରୋତା ମହାବିଦ୍ୟାଳୟ ପରିଦର୍ଶନ ||    (08-Oct-2026)       ||      ଆର ତୁମ୍ବନାଥ ବିଦ୍ୟାପୀଠ ର 63ତମ ପ୍ରତିଷ୍ଠା ଦିବସ ପାଳିତ |    (08-Oct-2026)       ||      ଗଞ୍ଜାମ ଜିଲ୍ଲା ରେ ବନ୍ଦର 80 ପ୍ରତିଶତ ବନ୍ଦ ର ପ୍ରଭାବ ପଡିଛି ||   (08-Oct-2026)       ||      କଂଗ୍ରେସ ର ବନ୍ଦ ର ପ୍ରଭାବ ରେ ବାଲିଗୁଡା ଜନ ଶୂନ୍ୟ |   (08-Oct-2026)       ||      କଲ୍ୟାଣ ପୁର ରେ ଶାନ୍ତି ପୂର୍ଣ୍ଣ 12ଘଣ୍ଟିଆ ବନ୍ଦ ପାଳନ |   (08-Oct-2026)       ||      ବେଗୁନିଆପଡା ରେ କଂଗ୍ରେସ ର ବନ୍ଦ ଡାକରା ର ମିଶ୍ରିତ ପ୍ରଭାବ ଦେଖିବାକୁ ମିଳିଛି ||   (08-Oct-2026)       ||      ପଦ୍ମପୁର ଉପଖଣ୍ଡ କଂଗ୍ରେସ ର ଡାକରା ରେ ସମ୍ପୂର୍ଣ୍ଣ ବନ୍ଦ ||   (08-Oct-2026)       ||      ଶାନ୍ତିନଗର ପୋଖରୀ ରେ ବୁଡି ଦୁଇ ନାବାଳିକା ମୃତ |    (08-Oct-2026)       ||      ମାଝୀଗୁଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହାତ୍ସବ ସୁରଭି ଅନୁଷ୍ଠିତ |    (08-Oct-2026)       ||      ଚାଷୀଙ୍କ ବିଭିନ୍ନ ସମସ୍ୟା ପାଇଁ ମୁଣ୍ଡ ଟେକିଲା ଅଖିଳ ଭାରତୀୟ କୃଷକ ସଂଘଟନ |   (08-Oct-2026)       ||      ନବମ ରାଷ୍ଟ୍ରୀୟ ପୋଷଣ ମାସ-- 2026ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ଅନୁଷ୍ଠିତ |    (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା, ଲୋକଙ୍କ ସହ ଯୋଡି ହେବାଜୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||     

ବେଗୁନିଆପଡା ମଙ୍ଗଳା ମନ୍ଦିର ର ଦାନ ହୁଣ୍ଡି ଭାଙ୍ଗି ଲକ୍ଷାଧିକ ଟଙ୍କା ଚୋରି କଲେ ଦୁବୃତ୍ତ ||

24-Dec-2025

ଦାନ ହୁଣ୍ଡି ଭାଙ୍ଗି ବେଗୁନିଆପଡା ମଙ୍ଗଳା ମନ୍ଦିର ରୁ ଲକ୍ଷ୍ୟାଧିକ ଟଙ୍କା ଚୋରି ଅଭିଯୋଗ 

ବେଗୁନିଆପଡା -ଚୋର ଦାଉରୁ ବର୍ତ୍ତିଲେନି ମା ମଙ୍ଗଳା ! ବେଗୁନିଆପଡା ମେଡିକାଳ ଛକ ନିକଟସ୍ଥ ମୁଖ୍ୟ ରାସ୍ତାରେ ପୂଜାପାଉଥିବା ମା ମଙ୍ଗଳା ମନ୍ଦିର ରୁ  ତାଲା ଭାଙ୍ଗି କେହି ଦୁର୍ବୁର୍ତ୍ତ ମନ୍ଦିର ଦାନ ହୁଣ୍ଡିରୁ ଦାନ ଅର୍ଥ ଚୋରି କରି ନେଇଯାଇଥିବା ଜଣାପଡିଛି। ମଙ୍ଗଳବାର ବିଳମ୍ବିତ ରାତ୍ର ରେ ମହାପ୍ରଭୁଙ୍କ ନୀତିକାନ୍ତି ପରେ ଦୁର୍ବୁତ୍ତମାନେ ମନ୍ଦିରର ପ୍ରବେଶ ଦ୍ବାର ଦେଇ ମା’ଙ୍କ ଗମ୍ଭିରା ଦ୍ବାର ତାଲା ଭାଙ୍ଗିବା ସହ ଦାନ ହୁଣ୍ଡି ଭାଙ୍ଗି ଲକ୍ଷାଧିକ ଟଙ୍କା ଚୋରି କରି ନେଈଯାଈଛନ୍ତି।  ବୁଧବାର ଭୋର ୪ ଘଣ୍ଟ ସମୟରେ ମନ୍ଦିର ର ପୂଜାରୀ ମନ୍ଦିର ପହଡ ଖୋଲିବା ପାଈଁ ଆସିବା ବେଳେ ମୁଖ୍ୟ ଦ୍ବାରର ତାଲା ଭାଙ୍ଗି ଗେଟ୍ ଖୋଲା ଥିବା ଦେଖି ମନ୍ଦିର ପରିଚାଳନା  କମିଟିକୁ ଖବର ଜଣାଇଥିଲେ ।ତତକ୍ଷଣାତ ମନ୍ଦିର ପରିଚାଳନା କମିଟି ପହଞ୍ଚି ବିଭିନ୍ନ ଦିଗ କୁ ଅନୁସନ୍ଧାନ କରିବା ସହିତ ବେଗୁନିଆପଡା ଥାନା ରେ ଲିଖିତ ଅଭିଯୋଗ କରିଥିଲେ ! ଅଭିଯୋଗ କୁ ଭିତ୍ତିକରି ବେଗୁନିଆପଡା ପୋଲିସ୍ ମନ୍ଦିର ରେ ପହଞ୍ଚି ଅନୁସନ୍ଧାନ ଜାରିରଖିଛି।

News Comment

You Might Also Like

BACK TO TOP