Breaking News

ବିପୁଳ ପରିମାଣ ର ଗଞ୍ଜେଇ ଜବତ, ଦୁଇ ଅଭିଯୁକ୍ତ ଗିରଫ |   (09-Oct-2026)       ||      ଟାଟାବେଞ୍ଜ ଛକ ସ୍ଥିତ ଏକ ଲଜରୁ ସେକ୍ସ ରାକେଟ କୁ ଠାବ କଲା ବୈଦ୍ୟନାଥ ପୁର ପୋଲିସ |   (09-Oct-2026)       ||      ଅବକାରୀ ବିଭାଗ ଗନ୍ଧ ମର୍ଦ୍ଦନ ରେ ଚଢ଼ାଉ କରି ମଦ ସହ 4000ଲିଟର ମହୁଲ ପୋଚ ଜବତ |    (09-Oct-2026)       ||      କଂଗ୍ରେସ ର ଓଡିଶା ବନ୍ଦର ଡାକରା ରଘୁନାଥ ପୁର ବ୍ଲକରେ ପ୍ରଭାବ ପଡିଲା ||   (09-Oct-2026)       ||      ପୋଲସରା ରେ ବିଜେଡିର" ଜନ ସମ୍ପର୍କ ପଦଯାତ୍ରା " ଆରମ୍ଭ |   (08-Oct-2026)       ||      ସିଂହପୁର ରେ ନୁଆଁ ମଲ୍ଟି କେୟାର ପ୍ଲସ କ୍ଲିନିକ ଉଦଘାଟିତ |   (08-Oct-2026)       ||      ଆଇନ ଶୃଙ୍ଖଳା ସ୍ଥିତି ପାଇଁ ଉପଜିଲ୍ଲାପାଳ ଙ୍କ ଖରସ୍ରୋତା ମହାବିଦ୍ୟାଳୟ ପରିଦର୍ଶନ ||    (08-Oct-2026)       ||      ଆର ତୁମ୍ବନାଥ ବିଦ୍ୟାପୀଠ ର 63ତମ ପ୍ରତିଷ୍ଠା ଦିବସ ପାଳିତ |    (08-Oct-2026)       ||      ଗଞ୍ଜାମ ଜିଲ୍ଲା ରେ ବନ୍ଦର 80 ପ୍ରତିଶତ ବନ୍ଦ ର ପ୍ରଭାବ ପଡିଛି ||   (08-Oct-2026)       ||      କଂଗ୍ରେସ ର ବନ୍ଦ ର ପ୍ରଭାବ ରେ ବାଲିଗୁଡା ଜନ ଶୂନ୍ୟ |   (08-Oct-2026)       ||      କଲ୍ୟାଣ ପୁର ରେ ଶାନ୍ତି ପୂର୍ଣ୍ଣ 12ଘଣ୍ଟିଆ ବନ୍ଦ ପାଳନ |   (08-Oct-2026)       ||      ବେଗୁନିଆପଡା ରେ କଂଗ୍ରେସ ର ବନ୍ଦ ଡାକରା ର ମିଶ୍ରିତ ପ୍ରଭାବ ଦେଖିବାକୁ ମିଳିଛି ||   (08-Oct-2026)       ||      ପଦ୍ମପୁର ଉପଖଣ୍ଡ କଂଗ୍ରେସ ର ଡାକରା ରେ ସମ୍ପୂର୍ଣ୍ଣ ବନ୍ଦ ||   (08-Oct-2026)       ||      ଶାନ୍ତିନଗର ପୋଖରୀ ରେ ବୁଡି ଦୁଇ ନାବାଳିକା ମୃତ |    (08-Oct-2026)       ||      ମାଝୀଗୁଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହାତ୍ସବ ସୁରଭି ଅନୁଷ୍ଠିତ |    (08-Oct-2026)       ||      ଚାଷୀଙ୍କ ବିଭିନ୍ନ ସମସ୍ୟା ପାଇଁ ମୁଣ୍ଡ ଟେକିଲା ଅଖିଳ ଭାରତୀୟ କୃଷକ ସଂଘଟନ |   (08-Oct-2026)       ||      ନବମ ରାଷ୍ଟ୍ରୀୟ ପୋଷଣ ମାସ-- 2026ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ଅନୁଷ୍ଠିତ |    (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା, ଲୋକଙ୍କ ସହ ଯୋଡି ହେବାଜୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||     

ନବମ ସନ୍ଧ୍ୟା ରେ ଖୋର୍ଦ୍ଧା ମହୋତ୍ସବ, ଡାଲଖାଇ ନୃତ୍ୟ ବିମୋହିତ କରିଥିଲା ଉପସ୍ଥିତ ଦର୍ଶକ ଙ୍କୁ |

25-Dec-2025

ଖୋରଧା ମହୋତ୍ସବ ନବମ ସନ୍ଧ୍ୟାରେ ପାରମ୍ପାରିକ ଡାଲଖାଇ ନୃତ୍ୟ ଦର୍ଶକଙ୍କୁ ବିମୋହିତ କରିଥିଲା

ଓଡିଶା, ଜନମତ, ଖୋର୍ଦ୍ଧା, ଗୋପାଲକୃଷ୍ଣ ପ୍ରଧାନ

:ଆଜି ସନ୍ଧ୍ୟାରେ ଖୋର୍ଦ୍ଧା ମହୋତ୍ସବର ରଜତ ଜୟନ୍ତୀ ଉଦଯାପନୀ ସମାରୋହ ନବମ ସାନ୍ଧ୍ୟ କାର୍ଯ୍ୟ କ୍ରମରେ ବାବା ବାଲୁଙ୍କେଶ୍ୱର ସଙ୍ଗୀତ ନୃତ୍ୟ ଗ୍ରୁପ ଦ୍ଵାରା ସମ୍ବଲପୁରୀ ଡାଲଖାଇ ନୃତ୍ୟ ଦର୍ଶକଙ୍କୁ ବିମୋହିତ କରିଥିଲା l ସେହିପରି ସାଇଇନିଂ ଡାନ୍ସ ଗ୍ରୁପ,ମା ବାରୁଣେଶ୍ୱରୀ ଡାନ୍ସ ଗ୍ରୁପ ସିନେ ଅଭିନେତ୍ରୀ ଅନନ୍ୟାଙ୍କ ଆଧୁନିକ ସଙ୍ଗୀତ ନୃତ୍ୟ ମଂଚର ମନୋରଞ୍ଜନ କାର୍ଯ୍ୟକ୍ରମକୁ ବହୁଗୁଣିତ କରିଥିଲା l  ମହୋତ୍ସବ କମିଟି ସଭାପତି ତଥା ପୂର୍ବତନ ବିଧାୟକ ଡି. ଦିଲ୍ଲୀପ ଶ୍ରୀଚନ୍ଦନଙ୍କ ଅଧ୍ୟକ୍ଷତାରେ ସାଂସ୍କୃତିକ ସନ୍ଧ୍ୟା ସମାରୋହରେ ମୁଖ୍ୟ ଅତିଥି ଭାବେ ଓଡ଼ିଶା ଅଲମ୍ପିକ୍ସ ସଂଘର ସଭାପତି ସମୀର ମହାନ୍ତି ଯୋଗଦେଇ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇ କହିଲେ ଖୋର୍ଦ୍ଧା ମହୋତ୍ସବ ପ୍ରାଚୀନ ଐତିହ୍ୟ, କଳା ଓ ସଂସ୍କୃତି ଗୌରବର ଖୋର୍ଦ୍ଧା ମାଟିର କିମ୍ୱଦନ୍ତୀ ବହନକରି ଆମର ଯୁବଶକ୍ତିକୁ ଉତ୍ସାହିତ କରି ବିକସିତ ଓଡ଼ିଶା ଓ ବିକଶିତ ଭାରତ ରେ ସେମାନଙ୍କ ଦକ୍ଷତା ବୃଦ୍ଧି କରି ଆତ୍ମ ନିର୍ଭରଶୀଳ କରିବ ବୋଲି କହିଥିଲ l  ମହୋତ୍ସବ କମିଟି ସାଧାରଣ ସମ୍ପାଦକ ନରେନ୍ଦ୍ର ପୃଷ୍ଟି ଧନ୍ୟବାଦ ଅର୍ପଣ କରିଥିଲେ l ଅତିଥି ସମୀର ମହାନ୍ତି ଙ୍କୁ ଉପଢ଼ୌକନ, ଖୋର୍ଦ୍ଧା ମାଟିର ପାରମ୍ପାରିକ ପାଇକ ପଗଡ଼ି, ପୁଷ୍ପ ଗୁଚ୍ଛ ଏବଂ ମହୋତ୍ସବ ସ୍ମୃତି ଫଳକ ପ୍ରଦାନ କରାଯାଇ ସମ୍ବର୍ଦ୍ଧିତ କରାଯାଇଥିଲା l ସେହିପରି ମଞ୍ଚ ଉପସ୍ଥାପକ ତଥା ଯୁବ କବି ଦିଲ୍ଲୀପ କୁମାର ବେହେରା ମାନ୍ୟବର ବିଧାୟକ, ଖୋର୍ଦ୍ଧା, ଶ୍ରୀଯୁକ୍ତ ପ୍ରଶାନ୍ତ କୁମାର ଜଗଦେବ ଙ୍କ ଉପରେ ନିଜ ଲିଖିତ କବିତା ପାଠ କରିଥିଲେ l ଅନ୍ୟ ମାନଙ୍କ ମଧ୍ୟରେ ସମାଜ ସେବୀ ନିକୁଞ୍ଜ ପଟ୍ଟନାୟକ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଲକ୍ଷ୍ମଣ କୁମାର ବେହେରା, ଗଣମାଧ୍ୟମ ପ୍ରତିନିଧି ଯୋଗଦେଇଥିଲେ l ବହୁ ସଂଖ୍ୟାରେ ଦର୍ଶକଙ୍କ ସମାଗମ ଦେଖିବାକୁ ମିଳିଥିଲା

News Comment

You Might Also Like

BACK TO TOP