Breaking News

ଚିକିଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ ||   (09-Oct-2026)       ||      କୋଦଳା ଲକ୍ଷ୍ମୀ ନାରାୟଣ ସ୍ନାତକ ମହାବିଦ୍ୟାଳୟ ରେ ନିର୍ବାଚନ ପାଇଁ 17ଜଣଙ୍କ ନାମାଙ୍କନ ପତ୍ର ଦାଖଲ |    (09-Oct-2026)       ||      ବିପୁଳ ପରିମାଣ ର ଗଞ୍ଜେଇ ଜବତ, ଦୁଇ ଅଭିଯୁକ୍ତ ଗିରଫ |   (09-Oct-2026)       ||      ଟାଟାବେଞ୍ଜ ଛକ ସ୍ଥିତ ଏକ ଲଜରୁ ସେକ୍ସ ରାକେଟ କୁ ଠାବ କଲା ବୈଦ୍ୟନାଥ ପୁର ପୋଲିସ |   (09-Oct-2026)       ||      ଅବକାରୀ ବିଭାଗ ଗନ୍ଧ ମର୍ଦ୍ଦନ ରେ ଚଢ଼ାଉ କରି ମଦ ସହ 4000ଲିଟର ମହୁଲ ପୋଚ ଜବତ |    (09-Oct-2026)       ||      କଂଗ୍ରେସ ର ଓଡିଶା ବନ୍ଦର ଡାକରା ରଘୁନାଥ ପୁର ବ୍ଲକରେ ପ୍ରଭାବ ପଡିଲା ||   (09-Oct-2026)       ||      ପୋଲସରା ରେ ବିଜେଡିର" ଜନ ସମ୍ପର୍କ ପଦଯାତ୍ରା " ଆରମ୍ଭ |   (08-Oct-2026)       ||      ସିଂହପୁର ରେ ନୁଆଁ ମଲ୍ଟି କେୟାର ପ୍ଲସ କ୍ଲିନିକ ଉଦଘାଟିତ |   (08-Oct-2026)       ||      ଆଇନ ଶୃଙ୍ଖଳା ସ୍ଥିତି ପାଇଁ ଉପଜିଲ୍ଲାପାଳ ଙ୍କ ଖରସ୍ରୋତା ମହାବିଦ୍ୟାଳୟ ପରିଦର୍ଶନ ||    (08-Oct-2026)       ||      ଆର ତୁମ୍ବନାଥ ବିଦ୍ୟାପୀଠ ର 63ତମ ପ୍ରତିଷ୍ଠା ଦିବସ ପାଳିତ |    (08-Oct-2026)       ||      ଗଞ୍ଜାମ ଜିଲ୍ଲା ରେ ବନ୍ଦର 80 ପ୍ରତିଶତ ବନ୍ଦ ର ପ୍ରଭାବ ପଡିଛି ||   (08-Oct-2026)       ||      କଂଗ୍ରେସ ର ବନ୍ଦ ର ପ୍ରଭାବ ରେ ବାଲିଗୁଡା ଜନ ଶୂନ୍ୟ |   (08-Oct-2026)       ||      କଲ୍ୟାଣ ପୁର ରେ ଶାନ୍ତି ପୂର୍ଣ୍ଣ 12ଘଣ୍ଟିଆ ବନ୍ଦ ପାଳନ |   (08-Oct-2026)       ||      ବେଗୁନିଆପଡା ରେ କଂଗ୍ରେସ ର ବନ୍ଦ ଡାକରା ର ମିଶ୍ରିତ ପ୍ରଭାବ ଦେଖିବାକୁ ମିଳିଛି ||   (08-Oct-2026)       ||      ପଦ୍ମପୁର ଉପଖଣ୍ଡ କଂଗ୍ରେସ ର ଡାକରା ରେ ସମ୍ପୂର୍ଣ୍ଣ ବନ୍ଦ ||   (08-Oct-2026)       ||      ଶାନ୍ତିନଗର ପୋଖରୀ ରେ ବୁଡି ଦୁଇ ନାବାଳିକା ମୃତ |    (08-Oct-2026)       ||      ମାଝୀଗୁଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହାତ୍ସବ ସୁରଭି ଅନୁଷ୍ଠିତ |    (08-Oct-2026)       ||      ଚାଷୀଙ୍କ ବିଭିନ୍ନ ସମସ୍ୟା ପାଇଁ ମୁଣ୍ଡ ଟେକିଲା ଅଖିଳ ଭାରତୀୟ କୃଷକ ସଂଘଟନ |   (08-Oct-2026)       ||      ନବମ ରାଷ୍ଟ୍ରୀୟ ପୋଷଣ ମାସ-- 2026ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ଅନୁଷ୍ଠିତ |    (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା, ଲୋକଙ୍କ ସହ ଯୋଡି ହେବାଜୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (08-Oct-2026)       ||     

ଶୀତ କାଳୀନ ସ୍ୱତନ୍ତ୍ର ସେବା ଶିବିର ରେ ସଫେଇ ଓ ସଚେତନତା କାର୍ଯ୍ୟକ୍ରମ

25-Dec-2025

ଶୀତ କାଳୀନ ସ୍ୱତନ୍ତ୍ର ସେବା ଶିବିର ରେ ସଫେଇ ଓ ସଚେତନତା କାର୍ଯ୍ୟକ୍ରମ,

ଓଡିଶା ଜନ ମତ,କୋଦଳା, ସୂର୍ଯ୍ୟ ନାରାୟଣ ବଡୁ,

ଗୁରୁବାର ଲଷ୍ମୀନାରାୟଣ ସ୍ନାତକ ମହାବିଦ୍ୟାଳୟ ର ଶୀତକାଳୀନ ମହିଳା ସ୍ୱତନ୍ତ୍ର ସେବା ଯୋଜନା ଶିବିରର  ଦ୍ଵିତୀୟ ଦିନରେ ସ୍ବେଛାସେବୀ ମାନଙ୍କଦ୍ୱାରା କୋଦଳା ଏନଏସି ୱାର୍ଡ ନଂ 12 ଏସ ରାମଚନ୍ଦ୍ରପୁର ଗ୍ରାମରେ ସଫେଇ ଏବଂ ପରିବେଶ ସଚେତନତା ମୂଳକ ଏକ ରାଲି କରାଯାଇଥିଲା ଳ ପରେ ପରେ ଗ୍ରାମର ବିଦ୍ୟାଳୟ ଚତୁର୍ପାଶ୍ୱ କୁ ଛାତ୍ରୀ ମାନଙ୍କୁ ଦ୍ୱାରା ସଫେଇ କରାଯାଇଥିଲା ! ଉକ୍ତ କାର୍ଯ୍ୟକ୍ରମର  ସଂଯୋଜିକା ଅଧ୍ୟାପିକା ସାଗରିକା ଦାଶ ଙ୍କ ତତ୍ୱାବଧାନ ରେ 50 ଜଣ ସ୍ବେଛାସେବୀ ଯୋଗଦେଇଥିଲେ lପରେ ଏକ ସଭାକାର୍ଯ୍ୟ ଅନୁଷ୍ଠିତ ହୋଇଥିଲା ଓ ଏଥିରେ ମୁଖ୍ୟ ସାଧନା କର୍ମୀ ଭାବେ ସାମାଜିକ କର୍ମୀ ତଥା ଜଗନ୍ନାଥ ସଂସ୍କୃତି ଗବେଷକ ପଣ୍ଡିତ ଦୁର୍ଗା ପ୍ରସାଦ ଦାଶ ଯୋଗଦେଇ ଉପସ୍ଥିତ ସ୍ବେଛାସେବୀ ମାନଙ୍କୁ ଜାତୀୟ ସେବା ଯୋଜନା ର ଲକ୍ଷ, ଆଦର୍ଶ ସହ ନିଜକୁ ପାରୋପକାର ସେବା ରେ ବ୍ରତୀ ହେବା ପାଇଁ ପ୍ରେରଣା ଦେଇଥିଲେ l

News Comment

You Might Also Like

BACK TO TOP