Breaking News

କଂଗ୍ରେସ ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ ନ୍ୟୟ ପଥେ ପଦଯାତ୍ରା ରଘୁନାଥ ପୁର ବ୍ଲକରେ ଅନୁଷ୍ଠିତ |   (10-Oct-2026)       ||      ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||      ଶିକର ପାଇରେ ଭୈରବ ବାଲିଯାତ୍ରା, ନିଆଁ ମାଡି ମାନସିକ ପୁର୍ଣ କଲେ ଶ୍ରଦ୍ଧାଳୁ |   (09-Oct-2026)       ||      ତାରା ତାରିଣୀ କଲେଜ ରେ 24ଜଣଙ୍କ ନାମାଙ୍କନ ମଧ୍ୟରୁ ଜଣଙ୍କ ନାକଚ ||   (09-Oct-2026)       ||      ଅଙ୍ଗନ ୱାଡି କେନ୍ଦ୍ର ର ଅବ୍ୟବସ୍ଥା ସାମ୍ନାକୁ ଆଣିଲେ ସାମ୍ବାଦିକ ଙ୍କୁ ଧମକ ||   (09-Oct-2026)       ||      ଦୁଇ ଯୁବକଙ୍କ ମଧ୍ୟରେ ବଚସା ରୁ ଚୁରାମାଡ଼ ଜଣେ ମୃତ, ଜଣେ ଗୁରୁତର |    (09-Oct-2026)       ||      ସଭାପତି ଭାବେ ନିର୍ଦ୍ୱନ୍ଦ୍ୱ ରେ ବିଜୟୀ ହେଲେ ଖୋର୍ଦ୍ଧା ମହିଳା ମହାବିଦ୍ୟାଳୟ ର ସରସ୍ବତୀ ସାହୁ |   (09-Oct-2026)       ||      ବେଲଗୁଣ୍ଠା ରେ ବେଆଇନ ବନ୍ଧୁକ ଜବତ, ଜଣେ ଗିରଫ |    (09-Oct-2026)       ||      ଗଞ୍ଜାମରେ ମାଷ୍ଟର ଟ୍ରେନର ପାଇଁ, ଜିଲ୍ଲା ସ୍ତରୀୟ ତାଲିମ ଶିବିର |   (09-Oct-2026)       ||      ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ ||   (09-Oct-2026)       ||      ଚିକିଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ ||   (09-Oct-2026)       ||      କୋଦଳା ଲକ୍ଷ୍ମୀ ନାରାୟଣ ସ୍ନାତକ ମହାବିଦ୍ୟାଳୟ ରେ ନିର୍ବାଚନ ପାଇଁ 17ଜଣଙ୍କ ନାମାଙ୍କନ ପତ୍ର ଦାଖଲ |    (09-Oct-2026)       ||      ବିପୁଳ ପରିମାଣ ର ଗଞ୍ଜେଇ ଜବତ, ଦୁଇ ଅଭିଯୁକ୍ତ ଗିରଫ |   (09-Oct-2026)       ||      ଟାଟାବେଞ୍ଜ ଛକ ସ୍ଥିତ ଏକ ଲଜରୁ ସେକ୍ସ ରାକେଟ କୁ ଠାବ କଲା ବୈଦ୍ୟନାଥ ପୁର ପୋଲିସ |   (09-Oct-2026)       ||      ଅବକାରୀ ବିଭାଗ ଗନ୍ଧ ମର୍ଦ୍ଦନ ରେ ଚଢ଼ାଉ କରି ମଦ ସହ 4000ଲିଟର ମହୁଲ ପୋଚ ଜବତ |    (09-Oct-2026)       ||      କଂଗ୍ରେସ ର ଓଡିଶା ବନ୍ଦର ଡାକରା ରଘୁନାଥ ପୁର ବ୍ଲକରେ ପ୍ରଭାବ ପଡିଲା ||   (09-Oct-2026)       ||      ପୋଲସରା ରେ ବିଜେଡିର" ଜନ ସମ୍ପର୍କ ପଦଯାତ୍ରା " ଆରମ୍ଭ |   (08-Oct-2026)       ||      ସିଂହପୁର ରେ ନୁଆଁ ମଲ୍ଟି କେୟାର ପ୍ଲସ କ୍ଲିନିକ ଉଦଘାଟିତ |   (08-Oct-2026)       ||     

ବେଗୁନିଆପଡା ଠାରେ ବ୍ଳକ ସ୍ତରୀୟ ପ୍ରାଣୀ ସମ୍ପଦ ମେଳା 2025 ଅନୁଷ୍ଠିତ ||

26-Dec-2025

ଗଞ୍ଜାମ ଜିଲ୍ଲା ବେଗୁନିଆପଡା ଠାରେ ବ୍ଲକ ସ୍ତରୀୟ  ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ୨୦୨୫ ଅନୁଷ୍ଠିତ ହୋଇଯାଇଛି 

,ବେଗୁନିଆପଡ  ବ୍ଲକ ପ୍ରାଣୀ ଚିକିତ୍ସା ଅଧିକାରୀ ଡାକ୍ତର ଭବାନୀ ଶଙ୍କର ତ୍ରିପାଠୀଙ୍କ ସଂଯୋଜନା ରେ ଅନୁଷ୍ଠିତ ମେଳାକୁ ମୁଖ୍ୟ ଅତିଥି ଭାବେ କବିସୂର୍ଯ୍ୟନଗର ବିଧାୟକ ପ୍ରତାପ ଚନ୍ଦ୍ର ନାୟକ ଯୋଗଦେଇ ଉଦ୍ଘାଟନ କରିଥିବା ବେଳେ ମୁଖ୍ୟ ବକ୍ତା ଭାବେ ମତ୍ସ୍ୟ ବିଭାଗ ଡେପୁଟି ଡାଇରେକ୍ଟର ସୁରେଶ ଚନ୍ଦ୍ର ବେହେରା  ସାମ୍ନାନୀତ ଅତିଥି ଭାବେ  ବିଡ଼ିଓ ସସ୍ମିତା ଶତପଥି, ଜିଲ୍ଲା ଅତିରିକ୍ତ ପ୍ରାଣୀ ଚିକିତ୍ସାଧିକାରୀ ସୁବାଶିଷ ମିଶ୍ର , ବ୍ଲକ ଅଧକ୍ଷା ପ୍ରତିନିଧି ଦୁର୍ଯ୍ୟୋଧନ ଗୌଡ଼, ଆସିକା ସାଂସଦ ପ୍ରତିନିଧି ଆଲୋକ କୁମାର ଶତପଥି,  AFO ଜ୍ୟୋତି ରଞ୍ଜନ ପ୍ରଧାନ , ଭି ଏସ ପ୍ରଭୁ ଦତ୍ତ ପତି, ଭି ଏସ ସ୍ୱାଗତ ରଞ୍ଜନ ମହାପାତ୍ର ପ୍ରମୁଖ ଯୋଗ ଦେଇ ସରକାର ଙ୍କ ବିଭିନ୍ନ ଯୋଜନା ସମ୍ପର୍କ ରେ ଉପସ୍ଥିତ ଚାଷୀ ଓ ଜନସାଧାରଣ ଙ୍କୁ ସଚେତନ କରାଇଥିଲେ । ସେହିପରି  ମତ୍ସ୍ୟ, କୃଷି, ମିଶନ ଶକ୍ତି, ଉଦ୍ୟାନ, ପ୍ରାଣୀ ସମ୍ପଦ  ବିଭାଗ ପକ୍ଷରୁ ଭିନ୍ନ ଭିନ୍ନ ଷ୍ଟଲରେ ପ୍ରଦର୍ଶନ କରାଯାଇଥିଲା । ବିଭିନ୍ନ ପଞ୍ଚାୟତ ରେ ମାଛ ଚାଷ, ଗୋପାଳନ ଭଳି ଉଦ୍ୟଗି  ସଫଳ ଚାଷୀଙ୍କୁ ପୁରସ୍କୃତ କରାଯାଇଥିବା ବେଳେ କେତେକ ଚାଷୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ କରାଯାଇଥିଲା ।  ଅନୁଷ୍ଠିତ ମେଳାରେ ମହିଳା ସ୍ଵୟଂ ସହାୟକ ଗୋଷ୍ଠୀ ଓ   ଜନ ପ୍ରତିନିଧି ଓ ଚାଷୀ ମାନେ ଯୋଗ ଦେଇଥିଲେ ।

News Comment

You Might Also Like

BACK TO TOP