Breaking News

ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||      ଶିକର ପାଇରେ ଭୈରବ ବାଲିଯାତ୍ରା, ନିଆଁ ମାଡି ମାନସିକ ପୁର୍ଣ କଲେ ଶ୍ରଦ୍ଧାଳୁ |   (09-Oct-2026)       ||      ତାରା ତାରିଣୀ କଲେଜ ରେ 24ଜଣଙ୍କ ନାମାଙ୍କନ ମଧ୍ୟରୁ ଜଣଙ୍କ ନାକଚ ||   (09-Oct-2026)       ||      ଅଙ୍ଗନ ୱାଡି କେନ୍ଦ୍ର ର ଅବ୍ୟବସ୍ଥା ସାମ୍ନାକୁ ଆଣିଲେ ସାମ୍ବାଦିକ ଙ୍କୁ ଧମକ ||   (09-Oct-2026)       ||      ଦୁଇ ଯୁବକଙ୍କ ମଧ୍ୟରେ ବଚସା ରୁ ଚୁରାମାଡ଼ ଜଣେ ମୃତ, ଜଣେ ଗୁରୁତର |    (09-Oct-2026)       ||      ସଭାପତି ଭାବେ ନିର୍ଦ୍ୱନ୍ଦ୍ୱ ରେ ବିଜୟୀ ହେଲେ ଖୋର୍ଦ୍ଧା ମହିଳା ମହାବିଦ୍ୟାଳୟ ର ସରସ୍ବତୀ ସାହୁ |   (09-Oct-2026)       ||      ବେଲଗୁଣ୍ଠା ରେ ବେଆଇନ ବନ୍ଧୁକ ଜବତ, ଜଣେ ଗିରଫ |    (09-Oct-2026)       ||      ଗଞ୍ଜାମରେ ମାଷ୍ଟର ଟ୍ରେନର ପାଇଁ, ଜିଲ୍ଲା ସ୍ତରୀୟ ତାଲିମ ଶିବିର |   (09-Oct-2026)       ||      ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ ||   (09-Oct-2026)       ||      ଚିକିଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ ||   (09-Oct-2026)       ||      କୋଦଳା ଲକ୍ଷ୍ମୀ ନାରାୟଣ ସ୍ନାତକ ମହାବିଦ୍ୟାଳୟ ରେ ନିର୍ବାଚନ ପାଇଁ 17ଜଣଙ୍କ ନାମାଙ୍କନ ପତ୍ର ଦାଖଲ |    (09-Oct-2026)       ||      ବିପୁଳ ପରିମାଣ ର ଗଞ୍ଜେଇ ଜବତ, ଦୁଇ ଅଭିଯୁକ୍ତ ଗିରଫ |   (09-Oct-2026)       ||      ଟାଟାବେଞ୍ଜ ଛକ ସ୍ଥିତ ଏକ ଲଜରୁ ସେକ୍ସ ରାକେଟ କୁ ଠାବ କଲା ବୈଦ୍ୟନାଥ ପୁର ପୋଲିସ |   (09-Oct-2026)       ||      ଅବକାରୀ ବିଭାଗ ଗନ୍ଧ ମର୍ଦ୍ଦନ ରେ ଚଢ଼ାଉ କରି ମଦ ସହ 4000ଲିଟର ମହୁଲ ପୋଚ ଜବତ |    (09-Oct-2026)       ||      କଂଗ୍ରେସ ର ଓଡିଶା ବନ୍ଦର ଡାକରା ରଘୁନାଥ ପୁର ବ୍ଲକରେ ପ୍ରଭାବ ପଡିଲା ||   (09-Oct-2026)       ||      ପୋଲସରା ରେ ବିଜେଡିର" ଜନ ସମ୍ପର୍କ ପଦଯାତ୍ରା " ଆରମ୍ଭ |   (08-Oct-2026)       ||      ସିଂହପୁର ରେ ନୁଆଁ ମଲ୍ଟି କେୟାର ପ୍ଲସ କ୍ଲିନିକ ଉଦଘାଟିତ |   (08-Oct-2026)       ||      ଆଇନ ଶୃଙ୍ଖଳା ସ୍ଥିତି ପାଇଁ ଉପଜିଲ୍ଲାପାଳ ଙ୍କ ଖରସ୍ରୋତା ମହାବିଦ୍ୟାଳୟ ପରିଦର୍ଶନ ||    (08-Oct-2026)       ||     

ଉଦଯାପିତ ହେଲା 20ତମ ରାଜ୍ୟସ୍ତରୀୟ ଜାମ୍ବୋରେଟ ଏବଂ ସ୍ୱତନ୍ତ୍ର ଟ୍ରାଇବାଲ ଜାମ୍ବୋ ରେଟ |

28-Dec-2025

ଆନନ୍ଦ ଉଲ୍ଲାସରେ ଉଦ୍‌ଯାପିତ ହେଲା 
୨୦ତମ ରାଜ୍ୟସ୍ତରୀୟ ଜାମ୍ବୋରେଟ୍ ଏବଂ ସ୍ୱତନ୍ତ୍ର ଟ୍ରାଇବାଲ୍ ଜାମ୍ବୋରେଟ୍‌,

ଓଡିଶ ଜନ ମତ, ଖୋର୍ଦ୍ଧ,  ଗୋପାଲକୃଷ୍ଣ ପ୍ରଧାନ,

   ଓଡିଶା ରାଜ୍ୟ ଭାରତ ସ୍କାଉଟସ୍ ଏବଂ ଗାଇଡସ୍ ସଂସ୍ଥା ଆନୁକୂଲ୍ୟରେ ତା୨୨.୧୨.୨୦୨୫ରିଖ ଠାରୁ ଆୟୋଜିତ ହୋଇଥିବା ୨୦ତମ ରାଜ୍ୟସ୍ତରୀୟ ଜାମ୍ବୋରେଟ୍ ଏବଂ ସ୍ୱତନ୍ତ୍ର ଟ୍ରାଇବାଲ୍ ଜାମ୍ବୋରେଟ୍ ଆନନ୍ଦ ଉଲ୍ଲାସ ମଧ୍ୟରେ ଉଦ୍‌ଯାପିତ ହୋଇଅଛି ।  ଅନ୍ୟପକ୍ଷରେ ସ୍କାଉଟ ଗାଇଡ୍‌ମାନଙ୍କ ମଧ୍ୟରେ ଶାରୀରିକ କଳା କୌଶଳ ପ୍ରତିଯୋଗିତା, ପିଜାଣ୍ଟ ସୋ ସହ ପରିବେଶ ଅସନ୍ତୁଳନ କାର୍ଯ୍ୟକ୍ରମ, କ୍ୱିଜ୍ ଇତ୍ୟାଦି ଅନୁଷ୍ଠିତ ହୋଇଥିଲା ।
    ସାନ୍ଧ୍ୟ ଅଧିବେଶନରେ ରାଜ୍ୟ ମୁଖ୍ୟ କମିଶନର ତଥା ଜାତୀୟ ଉପସଭାପତି ଡଃ କାଳିପ୍ରସାଦ ମିଶ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଯାପନୀ ଉତ୍ସବରେ ମୁଖ୍ୟ ଅତିଥିଭାବେ ଯୋଗଦାନ କରିଥିଲେ ଓଡିଶା ରାଜ୍ୟ ଭାରତ ସ୍କାଉଟସ୍ ଏବଂ ଗାଇଡସ୍‌ର ସଭାପତି ଶ୍ରୀଯୁକ୍ତ ଅତନୁ ସବ୍ୟସାଚୀ ନାୟକଙ୍କୁ କଲର ପାର୍ଟି ଦ୍ୱାରା ସ୍କାଉଟ ଓ ଗାଇଡ୍‌ମାନେ ମଞ୍ଚ ଉପରକୁ ପାଛୋଟି ନେଇ ପୁଷ୍ପଗୁଛ ମାଧ୍ୟମରେ ସ୍ୱାଗତ କରାଯାଇଥିଲା । ପ୍ରାରମ୍ଭରେ ରାଜ୍ୟ ମୁଖ୍ୟ କମିଶନର ଡଃ ମିଶ୍ରଙ୍କ ସ୍ୱାଗତ ଭାଷଣରେ ଶିବିରର ଉଦ୍ଦେଶ୍ୟ ଏବଂ ଉପାଦେୟତା ତଥା ସ୍କାଉଟ ଓ ଗାଇଡ୍ ସଂଗଠନ ଦ୍ୱାରା କରାଯାଉଥିବା ବିଭିନ୍ନ କାର୍ଯ୍ୟକ୍ରମ ବିଷୟରେ ଅତିଥିଙ୍କୁ ଅବଗତ କରାଇଥିଲେ । ମୁଖ୍ୟ ଅତିଥି ଶ୍ରୀ ନାୟକ ୨୦ତମ ରାଜ୍ୟସ୍ତରୀୟ ଜାମ୍ବୋରେଟ୍ ଆୟୋଜନ ଯାହାକି ସ୍କାଉଟ ଓ ଗାଇଡ୍ ମାନଙ୍କ ପାଇଁ ଏକ ପ୍ରେରଣା ଦାୟକ ଏବଂ ସମ୍ପର୍କର ସେତୁ ନିର୍ମାଣ କରିବାରେ ସହାୟକ, ସେଭଳି ଆୟୋଜନ କରିବା ପରେ ସଂଗଠନର ଭୂମିକାକୁ ଉଚ୍ଚପ୍ରଶଂସା କରିବା ସହିତ ଶିବିରର ସଫଳତା କାମନା କରିଥିଲେ  । ସମାଜ ସେବୀ (ଗୋରକ୍ଷଣ ସମିତି), ଅଶୁରେଶ୍ୱର ଶ୍ରୀ ବିଷ୍ଣୁ ଚରଣ ନାୟକ, ଶାରୀରିକ ଶିକ୍ଷାର ସହ ନିର୍ଦ୍ଦେଶକ ଶ୍ରୀ ଜ୍ୟୋତି ପ୍ରକାଶ ପରିଡ଼ା ଏବଂ ସହକାରୀ ରାଜ୍ୟ କମିଶନର ଶ୍ରୀ ଦୁଃଶାସନ ସ୍ୱାଇଁ ଯୋଗ ଦେଇଥିଲେ । ସ୍କାଉଟ ଓ ଗାଇଡ୍‌ମାନେ ଚିତ୍ତାକର୍ଷଣ ନୃତ୍ୟ ଅତିଥିଙ୍କ ସମ୍ମୁଖରେ ପରିବେଷଣ କରିଥିଲେ । ଶେଷରେ ବିଭିନ୍ନ ପ୍ରତିଯୋଗିତାରେ ଶ୍ରେଷ୍ଠ ବିବେଚିତ ଜିଲ୍ଲା ଓ ସ୍କାଉଟ ଗାଇଡ୍‌ମାନଙ୍କୁ ଫଳକ, ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା ।

News Comment

You Might Also Like

BACK TO TOP