Breaking News

ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||      ଶିକର ପାଇରେ ଭୈରବ ବାଲିଯାତ୍ରା, ନିଆଁ ମାଡି ମାନସିକ ପୁର୍ଣ କଲେ ଶ୍ରଦ୍ଧାଳୁ |   (09-Oct-2026)       ||      ତାରା ତାରିଣୀ କଲେଜ ରେ 24ଜଣଙ୍କ ନାମାଙ୍କନ ମଧ୍ୟରୁ ଜଣଙ୍କ ନାକଚ ||   (09-Oct-2026)       ||      ଅଙ୍ଗନ ୱାଡି କେନ୍ଦ୍ର ର ଅବ୍ୟବସ୍ଥା ସାମ୍ନାକୁ ଆଣିଲେ ସାମ୍ବାଦିକ ଙ୍କୁ ଧମକ ||   (09-Oct-2026)       ||      ଦୁଇ ଯୁବକଙ୍କ ମଧ୍ୟରେ ବଚସା ରୁ ଚୁରାମାଡ଼ ଜଣେ ମୃତ, ଜଣେ ଗୁରୁତର |    (09-Oct-2026)       ||      ସଭାପତି ଭାବେ ନିର୍ଦ୍ୱନ୍ଦ୍ୱ ରେ ବିଜୟୀ ହେଲେ ଖୋର୍ଦ୍ଧା ମହିଳା ମହାବିଦ୍ୟାଳୟ ର ସରସ୍ବତୀ ସାହୁ |   (09-Oct-2026)       ||      ବେଲଗୁଣ୍ଠା ରେ ବେଆଇନ ବନ୍ଧୁକ ଜବତ, ଜଣେ ଗିରଫ |    (09-Oct-2026)       ||      ଗଞ୍ଜାମରେ ମାଷ୍ଟର ଟ୍ରେନର ପାଇଁ, ଜିଲ୍ଲା ସ୍ତରୀୟ ତାଲିମ ଶିବିର |   (09-Oct-2026)       ||      ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ ||   (09-Oct-2026)       ||      ଚିକିଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ ||   (09-Oct-2026)       ||      କୋଦଳା ଲକ୍ଷ୍ମୀ ନାରାୟଣ ସ୍ନାତକ ମହାବିଦ୍ୟାଳୟ ରେ ନିର୍ବାଚନ ପାଇଁ 17ଜଣଙ୍କ ନାମାଙ୍କନ ପତ୍ର ଦାଖଲ |    (09-Oct-2026)       ||      ବିପୁଳ ପରିମାଣ ର ଗଞ୍ଜେଇ ଜବତ, ଦୁଇ ଅଭିଯୁକ୍ତ ଗିରଫ |   (09-Oct-2026)       ||      ଟାଟାବେଞ୍ଜ ଛକ ସ୍ଥିତ ଏକ ଲଜରୁ ସେକ୍ସ ରାକେଟ କୁ ଠାବ କଲା ବୈଦ୍ୟନାଥ ପୁର ପୋଲିସ |   (09-Oct-2026)       ||      ଅବକାରୀ ବିଭାଗ ଗନ୍ଧ ମର୍ଦ୍ଦନ ରେ ଚଢ଼ାଉ କରି ମଦ ସହ 4000ଲିଟର ମହୁଲ ପୋଚ ଜବତ |    (09-Oct-2026)       ||      କଂଗ୍ରେସ ର ଓଡିଶା ବନ୍ଦର ଡାକରା ରଘୁନାଥ ପୁର ବ୍ଲକରେ ପ୍ରଭାବ ପଡିଲା ||   (09-Oct-2026)       ||      ପୋଲସରା ରେ ବିଜେଡିର" ଜନ ସମ୍ପର୍କ ପଦଯାତ୍ରା " ଆରମ୍ଭ |   (08-Oct-2026)       ||      ସିଂହପୁର ରେ ନୁଆଁ ମଲ୍ଟି କେୟାର ପ୍ଲସ କ୍ଲିନିକ ଉଦଘାଟିତ |   (08-Oct-2026)       ||      ଆଇନ ଶୃଙ୍ଖଳା ସ୍ଥିତି ପାଇଁ ଉପଜିଲ୍ଲାପାଳ ଙ୍କ ଖରସ୍ରୋତା ମହାବିଦ୍ୟାଳୟ ପରିଦର୍ଶନ ||    (08-Oct-2026)       ||     

ଖୋର୍ଦ୍ଧା ଜିଲ୍ଲା କଂଗ୍ରେସ କମିଟି ତରଫରୁ 140 ତମ କଂଗ୍ରେସ ପ୍ରତିଷ୍ଠା ଦିବସ ପାଳିତ ||

28-Dec-2025

ଖୋର୍ଦ୍ଧା ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ୧୪୦ ତମ କଂଗ୍ରେସ ପ୍ରତିଷ୍ଠା ଦିବସ ପାଳିତ

ଓଡିଶା ଜନମତ, ଖୋର୍ଦ୍ଧା, ଗୋପାଲକୃଷ୍ଣ ପ୍ରଧାନ

ଆଜି ଖୋର୍ଦ୍ଧା ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ୧୪୦ ତମ କଂଗ୍ରେସ ପ୍ରତିଷ୍ଠା ଦିବସ କଂଗ୍ରେସ ଭବନ ଖୋର୍ଦ୍ଧା ଠାରେ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ସକାଳେ ଖୋର୍ଦ୍ଧା ଜିଲ୍ଲା କଂଗ୍ରେସ କମିଟି ସଭାପତି ଶ୍ରୀ ରାଜୀବ ପଟ୍ଟନାୟକ ଦଳୀୟ ପତାକା ଉତ୍ତୋଳନ କରି ଉପସ୍ଥିତ କଂଗ୍ରେସ ନେତୃବୃନ୍ଦ ଓ କର୍ମୀମାନଙ୍କୁ ଉଦ୍‌ବୋଧନ ଦେଇ କହିଲେ ଯେ, ଭାରତୀୟ ଜାତୀୟ କଂଗ୍ରେସ ପ୍ରତିଷ୍ଠା ଓ ଦେଶକୁ ସ୍ୱାଧୀନ କରିବାରେ ଆମ ପୂର୍ବସୂରୀମାନଙ୍କ ଅସୀମ ତ୍ୟାଗ ଓ ସେବା ପାଇଁ ଆମେ ଆଜି ଗର୍ବ କରୁଛୁ । ବହୁ ପୂର୍ବତନ ପ୍ରଧାନମନ୍ତ୍ରୀମାନେ ମହାତ୍ମା ଗାନ୍ଧୀଙ୍କ ଆଦର୍ଶ ଓ ନାମକୁ ଟେକ ରଖିଥିବାବେଳେ ବର୍ତ୍ତମାନ ସମ୍ବିଧାନ ପ୍ରତି ବିପଦ ସୃଷ୍ଟି ହୋଇଛି ଓ ମହାତ୍ମା ଗାନ୍ଧୀଙ୍କ ନାମକୁ ପ୍ରତ୍ୟେକ ସ୍ଥାନରୁ ହଟେଇବା ପାଇଁ ଚକ୍ରାନ୍ତ ଚାଲିଛି । କିନ୍ତୁ କଂଗ୍ରେସ ଦଳ ଏହାକୁ କଦାପି ବରଦାସ୍ତ କରିପାରିବ ନାହିଁ ଓ ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ କଂଗ୍ରେସ ଦେଶବାସୀଙ୍କ ପାଇଁ ତା’ର କାର୍ଯ୍ୟ ଜାରି ରଖିବ ବୋଲି ଶ୍ରୀ ପଟ୍ଟନାୟକ କହିଥିଲେ । ଏହି ଅବସରରେ ସମସ୍ତ କଂଗ୍ରେସ ନେତୃବୃନ୍ଦ ଓ କର୍ମୀ ଏକଜୁଟ ହୋଇ ଦଳକୁ ସଶକ୍ତ କରିବା ପାଇଁ ସମସ୍ତଙ୍କର ସହଯୋଗ କାମନା କରିଥିଲେ । 
    ଏହି କାର୍ଯ୍ୟକ୍ରମରେ ସ୍ୱାଗତିକା ପଟ୍ଟନାୟକ,ଗୁରୁ ପଟ୍ଟନାୟକ, ଶିଶିର ପରିଡ଼ା,ଅମିତ୍ ମହାନ୍ତି, ରଞ୍ଜିତ ମହାପାତ୍ର,ତାପସ ମିଶ୍ର,ପ୍ରଦୋଷ ହରିଚନ୍ଦନ,ରମେଶ ପଟ୍ଟନାୟକ, ଜିତେନ୍ଦ୍ର ଚମ୍ପତି,ଶିବୁ ନାୟକ,ସୌମ୍ୟ ପଟ୍ଟନାୟକ,ସୌମ୍ୟ ବରାଳ,ଗୁଣ୍ଡୁ ବକ୍ସ, ବାଦଲ ପଟ୍ଟନାୟକ,ପ୍ରମୁଖ ଅଂଶ ଗ୍ରହଣ କରିଥିଲେ ।

News Comment

You Might Also Like

BACK TO TOP