Breaking News

ଶିକର ପାଇରେ ଭୈରବ ବାଲିଯାତ୍ରା, ନିଆଁ ମାଡି ମାନସିକ ପୁର୍ଣ କଲେ ଶ୍ରଦ୍ଧାଳୁ |   (09-Oct-2026)       ||      ତାରା ତାରିଣୀ କଲେଜ ରେ 24ଜଣଙ୍କ ନାମାଙ୍କନ ମଧ୍ୟରୁ ଜଣଙ୍କ ନାକଚ ||   (09-Oct-2026)       ||      ଅଙ୍ଗନ ୱାଡି କେନ୍ଦ୍ର ର ଅବ୍ୟବସ୍ଥା ସାମ୍ନାକୁ ଆଣିଲେ ସାମ୍ବାଦିକ ଙ୍କୁ ଧମକ ||   (09-Oct-2026)       ||      ଦୁଇ ଯୁବକଙ୍କ ମଧ୍ୟରେ ବଚସା ରୁ ଚୁରାମାଡ଼ ଜଣେ ମୃତ, ଜଣେ ଗୁରୁତର |    (09-Oct-2026)       ||      ସଭାପତି ଭାବେ ନିର୍ଦ୍ୱନ୍ଦ୍ୱ ରେ ବିଜୟୀ ହେଲେ ଖୋର୍ଦ୍ଧା ମହିଳା ମହାବିଦ୍ୟାଳୟ ର ସରସ୍ବତୀ ସାହୁ |   (09-Oct-2026)       ||      ବେଲଗୁଣ୍ଠା ରେ ବେଆଇନ ବନ୍ଧୁକ ଜବତ, ଜଣେ ଗିରଫ |    (09-Oct-2026)       ||      ଗଞ୍ଜାମରେ ମାଷ୍ଟର ଟ୍ରେନର ପାଇଁ, ଜିଲ୍ଲା ସ୍ତରୀୟ ତାଲିମ ଶିବିର |   (09-Oct-2026)       ||      ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ ||   (09-Oct-2026)       ||      ଚିକିଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ ||   (09-Oct-2026)       ||      କୋଦଳା ଲକ୍ଷ୍ମୀ ନାରାୟଣ ସ୍ନାତକ ମହାବିଦ୍ୟାଳୟ ରେ ନିର୍ବାଚନ ପାଇଁ 17ଜଣଙ୍କ ନାମାଙ୍କନ ପତ୍ର ଦାଖଲ |    (09-Oct-2026)       ||      ବିପୁଳ ପରିମାଣ ର ଗଞ୍ଜେଇ ଜବତ, ଦୁଇ ଅଭିଯୁକ୍ତ ଗିରଫ |   (09-Oct-2026)       ||      ଟାଟାବେଞ୍ଜ ଛକ ସ୍ଥିତ ଏକ ଲଜରୁ ସେକ୍ସ ରାକେଟ କୁ ଠାବ କଲା ବୈଦ୍ୟନାଥ ପୁର ପୋଲିସ |   (09-Oct-2026)       ||      ଅବକାରୀ ବିଭାଗ ଗନ୍ଧ ମର୍ଦ୍ଦନ ରେ ଚଢ଼ାଉ କରି ମଦ ସହ 4000ଲିଟର ମହୁଲ ପୋଚ ଜବତ |    (09-Oct-2026)       ||      କଂଗ୍ରେସ ର ଓଡିଶା ବନ୍ଦର ଡାକରା ରଘୁନାଥ ପୁର ବ୍ଲକରେ ପ୍ରଭାବ ପଡିଲା ||   (09-Oct-2026)       ||      ପୋଲସରା ରେ ବିଜେଡିର" ଜନ ସମ୍ପର୍କ ପଦଯାତ୍ରା " ଆରମ୍ଭ |   (08-Oct-2026)       ||      ସିଂହପୁର ରେ ନୁଆଁ ମଲ୍ଟି କେୟାର ପ୍ଲସ କ୍ଲିନିକ ଉଦଘାଟିତ |   (08-Oct-2026)       ||      ଆଇନ ଶୃଙ୍ଖଳା ସ୍ଥିତି ପାଇଁ ଉପଜିଲ୍ଲାପାଳ ଙ୍କ ଖରସ୍ରୋତା ମହାବିଦ୍ୟାଳୟ ପରିଦର୍ଶନ ||    (08-Oct-2026)       ||      ଆର ତୁମ୍ବନାଥ ବିଦ୍ୟାପୀଠ ର 63ତମ ପ୍ରତିଷ୍ଠା ଦିବସ ପାଳିତ |    (08-Oct-2026)       ||      ଗଞ୍ଜାମ ଜିଲ୍ଲା ରେ ବନ୍ଦର 80 ପ୍ରତିଶତ ବନ୍ଦ ର ପ୍ରଭାବ ପଡିଛି ||   (08-Oct-2026)       ||      କଂଗ୍ରେସ ର ବନ୍ଦ ର ପ୍ରଭାବ ରେ ବାଲିଗୁଡା ଜନ ଶୂନ୍ୟ |   (08-Oct-2026)       ||     

ଚାକିରି କରେଇ ଦେବି କହି ଠକେଇ କରି ଢ଼ାବା ମାଲିକ ଗିରଫ |

28-Dec-2025

ଚାକିରୀ କରାଇ ଦେବି କହି ଠକେଇ, ଢ଼ାବା ମାଲିକ ଗିରଫ

ଓଡିଶା ଜନମତ,ବାଲିଗୁଡା, ସଞ୍ଜୟ କୁମାର ପାଣିଗ୍ରାହୀ): 

କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ଥାନା ଅଧିନସ୍ଥ ଦାରିଙ୍ଗିବାଡ଼ି ଛକରେ ଥିବା ଢ଼ାବା ମାଲିକ ପିଣ୍ଟୁ ଓରଫ ପ୍ରିୟ ରଞ୍ଜନ ନାୟକ (୨୯) ବିଭିନ୍ନ ଉପାୟରେ ଜନସାଧାରଣଙ୍କ ଠାରୁ ଲକ୍ଷ ଲକ୍ଷ ଟଙ୍କା ଠକି ଥିବା ଅଭିଯୋଗରେ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି l ପୋଲିସ ସୂଚନା ଅନୁସାରେ ଗତ ନଭେମ୍ବର ୧୭ ତାରିଖରେ କଳାହାଣ୍ଡି ଜିଲ୍ଲା ଜୟ ପାଟଣା ଥାନା ଅଞ୍ଚଳର ପଦ୍ମନାଭ ଛତ୍ରିଆ ଦେଇଥିବା ଲିଖୁତ ଅଭିଯୋଗ ପ୍ରକାରେ ତଦନ୍ତ କରି ଅଭିଯୁକ୍ତ ଦାରିଙ୍ଗିବାଡ଼ି ଥାନା କୁମ୍ଭାରବାଡିର ମୃତ ଗୁଞ୍ଜୁଲୁ ନାୟକର ପୁଅ ପିଣ୍ଟୁ ଓରଫ ପ୍ରିୟ ରଞ୍ଜନ ନାୟକକୁ ତୁମୁଡିବନ୍ଧରେ ପ୍ରଥମେ ଦେଖା ହୋଇଥିଲା। ସେଠାରେ ସମ୍ପର୍କ ସୃଷ୍ଟି କରି ଝିଅକୁ ବାଲିଗୁଡ଼ା ପିଡବ୍ଲଡିରେ ଡାଟା ଏଣ୍ଟ୍ରି ଅପରେଟର ଚାକିରି କରାଇ ଦେବାକୁ କହି ଟଙ୍କା ମାଗିଥିଲା। ବିଶ୍ଵାସରେ ଗତ ଫେବୃଆରୀ ୧୭ ତାରିଖରେ ଝିଅର ବିଭିନ୍ନ ଡକ୍ୟୁମେଣ୍ଟ ସହ ପ୍ରଥମେ ଫୋନ୍ ପେ ମାଧ୍ଯମରେ କୋଡ଼ିଏ ହଜାର ଟଙ୍କା ଅଭିଯୁକ୍ତ ଏକାଉଣ୍ଟକୁ ପଠାଇଥିଲା I ପରେ ପରେ ଏହିପରି ମୋଟ ଦୁଇ ଲକ୍ଷ ଛପନ ହଜାର ପାଞ୍ଚ ଶହ ଟଙ୍କା ପଠାଇଥିଲା। ହେଲେ ଚାକିରି ନହେବାରୁ ବାରମ୍ବାର ଫୋନ୍ ଓ ଦେଖା କରି ଠକୁଥିବା ବିଷୟ ଜାଣି ପାରିଥିଲା। ପରେ ହତାଶ ହେବା ଜାଣି ଛତ୍ରିଆ କ.ନୂଆଗାଁ ଥାନାର ଦ୍ଵାରସ୍ଥ ହୋଇଥିଲେ I ଏହା ପରେ ଥାନା ଅଧିକାରୀ ତଦନ୍ତ ଜାରି ରଖି କେସ ନଂ ୧୭୭/୨୫ ଋଜୁ କରି ଅଭିଯୁକ୍ତ କୁ ୩୧୮(୪) ଧାରାରେ ଗିରଫ କରି କୋର୍ଟକୁ ଚାଲାଣ କରାଯାଇ ତଦନ୍ତ ଅବ୍ୟାହତ ରଖିଥିବା ବିଷୟ ଥାନା ଅଧିକାରୀ ଅଶୋକ କୁମାର ହାଁସଦା ସୂଚନା ଦେଇଛନ୍ତି।

News Comment

You Might Also Like

BACK TO TOP