Breaking News

ଶିକର ପାଇରେ ଭୈରବ ବାଲିଯାତ୍ରା, ନିଆଁ ମାଡି ମାନସିକ ପୁର୍ଣ କଲେ ଶ୍ରଦ୍ଧାଳୁ |   (09-Oct-2026)       ||      ତାରା ତାରିଣୀ କଲେଜ ରେ 24ଜଣଙ୍କ ନାମାଙ୍କନ ମଧ୍ୟରୁ ଜଣଙ୍କ ନାକଚ ||   (09-Oct-2026)       ||      ଅଙ୍ଗନ ୱାଡି କେନ୍ଦ୍ର ର ଅବ୍ୟବସ୍ଥା ସାମ୍ନାକୁ ଆଣିଲେ ସାମ୍ବାଦିକ ଙ୍କୁ ଧମକ ||   (09-Oct-2026)       ||      ଦୁଇ ଯୁବକଙ୍କ ମଧ୍ୟରେ ବଚସା ରୁ ଚୁରାମାଡ଼ ଜଣେ ମୃତ, ଜଣେ ଗୁରୁତର |    (09-Oct-2026)       ||      ସଭାପତି ଭାବେ ନିର୍ଦ୍ୱନ୍ଦ୍ୱ ରେ ବିଜୟୀ ହେଲେ ଖୋର୍ଦ୍ଧା ମହିଳା ମହାବିଦ୍ୟାଳୟ ର ସରସ୍ବତୀ ସାହୁ |   (09-Oct-2026)       ||      ବେଲଗୁଣ୍ଠା ରେ ବେଆଇନ ବନ୍ଧୁକ ଜବତ, ଜଣେ ଗିରଫ |    (09-Oct-2026)       ||      ଗଞ୍ଜାମରେ ମାଷ୍ଟର ଟ୍ରେନର ପାଇଁ, ଜିଲ୍ଲା ସ୍ତରୀୟ ତାଲିମ ଶିବିର |   (09-Oct-2026)       ||      ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ ||   (09-Oct-2026)       ||      ଚିକିଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ ||   (09-Oct-2026)       ||      କୋଦଳା ଲକ୍ଷ୍ମୀ ନାରାୟଣ ସ୍ନାତକ ମହାବିଦ୍ୟାଳୟ ରେ ନିର୍ବାଚନ ପାଇଁ 17ଜଣଙ୍କ ନାମାଙ୍କନ ପତ୍ର ଦାଖଲ |    (09-Oct-2026)       ||      ବିପୁଳ ପରିମାଣ ର ଗଞ୍ଜେଇ ଜବତ, ଦୁଇ ଅଭିଯୁକ୍ତ ଗିରଫ |   (09-Oct-2026)       ||      ଟାଟାବେଞ୍ଜ ଛକ ସ୍ଥିତ ଏକ ଲଜରୁ ସେକ୍ସ ରାକେଟ କୁ ଠାବ କଲା ବୈଦ୍ୟନାଥ ପୁର ପୋଲିସ |   (09-Oct-2026)       ||      ଅବକାରୀ ବିଭାଗ ଗନ୍ଧ ମର୍ଦ୍ଦନ ରେ ଚଢ଼ାଉ କରି ମଦ ସହ 4000ଲିଟର ମହୁଲ ପୋଚ ଜବତ |    (09-Oct-2026)       ||      କଂଗ୍ରେସ ର ଓଡିଶା ବନ୍ଦର ଡାକରା ରଘୁନାଥ ପୁର ବ୍ଲକରେ ପ୍ରଭାବ ପଡିଲା ||   (09-Oct-2026)       ||      ପୋଲସରା ରେ ବିଜେଡିର" ଜନ ସମ୍ପର୍କ ପଦଯାତ୍ରା " ଆରମ୍ଭ |   (08-Oct-2026)       ||      ସିଂହପୁର ରେ ନୁଆଁ ମଲ୍ଟି କେୟାର ପ୍ଲସ କ୍ଲିନିକ ଉଦଘାଟିତ |   (08-Oct-2026)       ||      ଆଇନ ଶୃଙ୍ଖଳା ସ୍ଥିତି ପାଇଁ ଉପଜିଲ୍ଲାପାଳ ଙ୍କ ଖରସ୍ରୋତା ମହାବିଦ୍ୟାଳୟ ପରିଦର୍ଶନ ||    (08-Oct-2026)       ||      ଆର ତୁମ୍ବନାଥ ବିଦ୍ୟାପୀଠ ର 63ତମ ପ୍ରତିଷ୍ଠା ଦିବସ ପାଳିତ |    (08-Oct-2026)       ||      ଗଞ୍ଜାମ ଜିଲ୍ଲା ରେ ବନ୍ଦର 80 ପ୍ରତିଶତ ବନ୍ଦ ର ପ୍ରଭାବ ପଡିଛି ||   (08-Oct-2026)       ||      କଂଗ୍ରେସ ର ବନ୍ଦ ର ପ୍ରଭାବ ରେ ବାଲିଗୁଡା ଜନ ଶୂନ୍ୟ |   (08-Oct-2026)       ||     

ଗୁରୁଜଙ୍ଗ ହାଇସ୍କୁଲ 2026 ମାଟ୍ରିକ ବେଚାର ବନ୍ଧୁ ମିଳନ ||

28-Dec-2025

ଗୁରୁଜଙ୍ଗ ହାଇସ୍କୁଲ 2006  ମାଟ୍ରିକ ବ୍ୟାଚର  ବନ୍ଧୁମିଳନ

ଓଡିଶା ଜନମତ, ଖୋର୍ଦ୍ଧା, ଗୋପାଲକୃଷ୍ଣ ପ୍ରଧାନ

ଖୋର୍ଦ୍ଧା,(୨୮/୧୨):- ଖୋର୍ଦ୍ଧା ପୌର ପରିଷଦ ଅନ୍ତର୍ଗତ ଗୁରୁଜଙ୍ଗ ହାଇସ୍କୁଲ ର 2006 ମସିହା ମ୍ୟାଟ୍ରିକ ବ୍ୟାଚର  ବନ୍ଧୁମିଳନ ଉତ୍ସବ ଉଇଲ କିଶନ ନଗର ମା ଅଁଳାଇ ଦେବି ପୀଠରେ ତୁଷାରକାନ୍ତ ସୁନ୍ଦରାୟ ଙ୍କ ଆବାହକତ୍ୱରେ ଅନୁଷ୍ଠିତ ହୋଇଯାଇଛି। 50 ଜଣ ବନ୍ଧୁ ବହୁ ଦିନ ପରେ ନିଜ ନିଜ କର୍ମମୟ ଜୀବନ ରୁ ବାହାରି ଏକତ୍ର ହୋଇଥିବାରୁ କିଛି ସମୟ ଭାବ ବିହ୍ଵଳ ପରିବେଶ ସୃଷ୍ଟି ହୋଇଥିଲା l  ପରେ ମା ଙ୍କ ନିକଟରେ ପୁଷ୍ପ ମାଲ୍ୟ, ଦୀପ ଓ ଧୂପ ଅର୍ପଣ କରି ଏକ ସଭା କାର୍ଯ୍ୟ ଆରମ୍ଭ ହୋଇଥିଲା। ଏଥିରେ ଉପସ୍ଥିତ ସମସ୍ତ ବନ୍ଧୁ ନିଜ ନିଜ ପରିବାର, କର୍ମମୟ ଜୀବନ, ସ୍କୁଲ ବେଳର ଅନୁଭୂତି ଉପରେ ଆଲୋକପାତ କରିବା ସହିତ  ଯେଉଁ ଶିକ୍ଷକ, ଶିକ୍ଷୟିତ୍ରୀ, ମୃତ୍ୟୁ ବରଣ କରିଛନ୍ତି ସେମାନଙ୍କ ପାଇଁ ୨ ମିନିଟି ନିରବ ପ୍ରାର୍ଥନା କରିଥିଲେ lଏହି ଅବସରେ ବର୍ତ୍ତମାନ ର ପରିବେଶ ଜଳବାୟୁ, ପରିବର୍ତ୍ତନ ଉପରେ ମଧ୍ୟ ଆଲୋଚନା କରି ନିଶାମୁକ୍ତ ଭାରତ ଗଠନ ନେଇ ଶପଥ ପାଠ କରିଥିଲେ l ଶେଷରେ ଉପେନ୍ଦ୍ର ସାହୁ ଧନ୍ୟବାଦ ଦେଇଥିଲେ l ରିପୋର୍ଟ-ଗୋପାଲକୃଷ୍ଣ ପ୍ରଧାନ

News Comment

You Might Also Like

BACK TO TOP