Breaking News

ଶିକର ପାଇରେ ଭୈରବ ବାଲିଯାତ୍ରା, ନିଆଁ ମାଡି ମାନସିକ ପୁର୍ଣ କଲେ ଶ୍ରଦ୍ଧାଳୁ |   (09-Oct-2026)       ||      ତାରା ତାରିଣୀ କଲେଜ ରେ 24ଜଣଙ୍କ ନାମାଙ୍କନ ମଧ୍ୟରୁ ଜଣଙ୍କ ନାକଚ ||   (09-Oct-2026)       ||      ଅଙ୍ଗନ ୱାଡି କେନ୍ଦ୍ର ର ଅବ୍ୟବସ୍ଥା ସାମ୍ନାକୁ ଆଣିଲେ ସାମ୍ବାଦିକ ଙ୍କୁ ଧମକ ||   (09-Oct-2026)       ||      ଦୁଇ ଯୁବକଙ୍କ ମଧ୍ୟରେ ବଚସା ରୁ ଚୁରାମାଡ଼ ଜଣେ ମୃତ, ଜଣେ ଗୁରୁତର |    (09-Oct-2026)       ||      ସଭାପତି ଭାବେ ନିର୍ଦ୍ୱନ୍ଦ୍ୱ ରେ ବିଜୟୀ ହେଲେ ଖୋର୍ଦ୍ଧା ମହିଳା ମହାବିଦ୍ୟାଳୟ ର ସରସ୍ବତୀ ସାହୁ |   (09-Oct-2026)       ||      ବେଲଗୁଣ୍ଠା ରେ ବେଆଇନ ବନ୍ଧୁକ ଜବତ, ଜଣେ ଗିରଫ |    (09-Oct-2026)       ||      ଗଞ୍ଜାମରେ ମାଷ୍ଟର ଟ୍ରେନର ପାଇଁ, ଜିଲ୍ଲା ସ୍ତରୀୟ ତାଲିମ ଶିବିର |   (09-Oct-2026)       ||      ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ ||   (09-Oct-2026)       ||      ଚିକିଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ ||   (09-Oct-2026)       ||      କୋଦଳା ଲକ୍ଷ୍ମୀ ନାରାୟଣ ସ୍ନାତକ ମହାବିଦ୍ୟାଳୟ ରେ ନିର୍ବାଚନ ପାଇଁ 17ଜଣଙ୍କ ନାମାଙ୍କନ ପତ୍ର ଦାଖଲ |    (09-Oct-2026)       ||      ବିପୁଳ ପରିମାଣ ର ଗଞ୍ଜେଇ ଜବତ, ଦୁଇ ଅଭିଯୁକ୍ତ ଗିରଫ |   (09-Oct-2026)       ||      ଟାଟାବେଞ୍ଜ ଛକ ସ୍ଥିତ ଏକ ଲଜରୁ ସେକ୍ସ ରାକେଟ କୁ ଠାବ କଲା ବୈଦ୍ୟନାଥ ପୁର ପୋଲିସ |   (09-Oct-2026)       ||      ଅବକାରୀ ବିଭାଗ ଗନ୍ଧ ମର୍ଦ୍ଦନ ରେ ଚଢ଼ାଉ କରି ମଦ ସହ 4000ଲିଟର ମହୁଲ ପୋଚ ଜବତ |    (09-Oct-2026)       ||      କଂଗ୍ରେସ ର ଓଡିଶା ବନ୍ଦର ଡାକରା ରଘୁନାଥ ପୁର ବ୍ଲକରେ ପ୍ରଭାବ ପଡିଲା ||   (09-Oct-2026)       ||      ପୋଲସରା ରେ ବିଜେଡିର" ଜନ ସମ୍ପର୍କ ପଦଯାତ୍ରା " ଆରମ୍ଭ |   (08-Oct-2026)       ||      ସିଂହପୁର ରେ ନୁଆଁ ମଲ୍ଟି କେୟାର ପ୍ଲସ କ୍ଲିନିକ ଉଦଘାଟିତ |   (08-Oct-2026)       ||      ଆଇନ ଶୃଙ୍ଖଳା ସ୍ଥିତି ପାଇଁ ଉପଜିଲ୍ଲାପାଳ ଙ୍କ ଖରସ୍ରୋତା ମହାବିଦ୍ୟାଳୟ ପରିଦର୍ଶନ ||    (08-Oct-2026)       ||      ଆର ତୁମ୍ବନାଥ ବିଦ୍ୟାପୀଠ ର 63ତମ ପ୍ରତିଷ୍ଠା ଦିବସ ପାଳିତ |    (08-Oct-2026)       ||      ଗଞ୍ଜାମ ଜିଲ୍ଲା ରେ ବନ୍ଦର 80 ପ୍ରତିଶତ ବନ୍ଦ ର ପ୍ରଭାବ ପଡିଛି ||   (08-Oct-2026)       ||      କଂଗ୍ରେସ ର ବନ୍ଦ ର ପ୍ରଭାବ ରେ ବାଲିଗୁଡା ଜନ ଶୂନ୍ୟ |   (08-Oct-2026)       ||     

ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ |

29-Dec-2025

ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ  ଶିବିର ଅନୁଷ୍ଠିତ

 ଓଡିଶା ଜନ ମତ,ବେଗୁନିଆପଡାସୂର୍ଯ୍ ନାରାୟ ବଡ 

 -ଗଞ୍ଜାମ ଜିଲ୍ଲା ବେଗୁନିଆପଡ଼ା ବ୍ଳକ୍ ଅନ୍ତର୍ଗତ ଫାଶୀ ପଞ୍ଚାୟତ ପରିସରରେ ଗ୍ରାମ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ  ଶିବିର ଅନୁଷ୍ଠିତ ହୋଇଯାଇଛି ।  ବେଗୁନିଆପଡ଼ା ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ନିରଞ୍ଜନ ବେହେରା , ସରପଞ୍ଚ ଟୁନି ମାଝୀ , ସମିତି ସଭ୍ୟା ମାମି ବେହେରା,  ,  ସହକାରୀ ନିର୍ବାହୀ ଯନ୍ତ୍ରୀ ପ୍ରଦୀପ କୁମାର ସାହୁ  , କନିଷ୍ଠ ଯନ୍ତ୍ରୀ ପଦ୍ମ ନାଭ ଜେନା , ଜଳ ଓ ପରିମଳ ସହକାରୀ ଯନ୍ତ୍ରୀ ମମତା ପଣ୍ଡା , ଶୁଭଶ୍ରୀ ମହାରଣା,  ଗ୍ରାମ୍ୟ ଉର୍ନ୍ନୟନ  କନିଷ୍ଠ ଯନ୍ତ୍ରୀ ଦିଲ୍ଲୀପ କୁମାର ବେହେରା, ଭାରପ୍ରାପ୍ତ ବ୍ଳକ୍ ସାମାଜିକ ସୁରକ୍ଷା ଅଧିକାରୀ ଦୁର୍ଗା ପ୍ରସାଦ ପଣ୍ଡା,ଯୋଗାଣ ଅଧିକାରୀ ବାଦଲ କୁମାର ବେହେରା  , ଡବ୍ଲୁ ଇ ଓ ସ୍ଵାଗତିକା ରାଉତ,କୃଷି ଅଧିକାରୀ ରାମଲାଲ ସମଦ , ଵି ପି ସି ଚନ୍ଦ୍ର ଶେଖର ବେହେରା, ବି ଏଲ ସି ଦେବରାଜ ବେହେରା ଏ ପି ଓ ରଞ୍ଜନ କୁମାର ନାହାକ , ଵି ପି ସି ବୃନ୍ଦାବନ ସାହୁ ,  ପି ଇ ଓ ପୂର୍ଣ୍ଣ ଚନ୍ଦ୍ର ପ୍ରଧାନ ,ଏମ ଭି ୟୁ ଭି ଏ ଏସ ସ୍ୱାଗତ ମହାପାତ୍ର ଉଦ୍ୟାନ ଅଧିକାରୀ ସୁଭାଶିଷ ପାତ୍ର ଙ୍କ ସମେତ ଅନ୍ୟାନ୍ୟ କର୍ମଚାରୀ ମାନେ ଉପସ୍ଥିତ ରହିବା ସହ ଅଭିଯୋଗ ଶୁଣାଣୀ କରିଥିଲେ   । ବ୍ଲକ କର୍ମଚାରୀ, ପଂଚାୟତ କର୍ମଚାରୀ  ମାନେ ଉପସ୍ଥିତ ରହି ସହଯୋଗ କରିଥିଲେ ।  ସମୁଦାୟ 13  ଗୋଟି ଅଭିଯୋଗ ହୋଇଥିଲା ।  ସେଥିମଧ୍ୟରୁ ଭତ୍ତା, ରାସନ କାର୍ଡ, ଆବାସ 10 ଗୋଟି , କମ୍ୟୁନିଟ ପ୍ରୋଜେକ୍ଟ ଦୁଇ ଗୋଟି  ପାଇଁ  ଅଭିଯୋଗ ହୋଇଥିବା ବେଳେ ଲାଠୁଳି ରଘୁନାଥ ପୁରର ତୁରନ୍ତ ରାସ୍ତା ନିର୍ମାଣ ପାଇଁ ଗ୍ରାମବାସୀଙ୍କ ଅନୁରୋଧ ଅନ୍ତର୍ଭୁକ୍ତ । ଅପରାହ୍ନ 2 ଘଣ୍ଟ ସମୟରେ କାର୍ଯ୍ୟକ୍ରମ ଶେଷ ହୋଇଥିଲା ।

News Comment

You Might Also Like

BACK TO TOP