Breaking News

ଗଞ୍ଜାମରେ ମାଷ୍ଟର ଟ୍ରେନର ପାଇଁ, ଜିଲ୍ଲା ସ୍ତରୀୟ ତାଲିମ ଶିବିର |   (09-Oct-2026)       ||      ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ ||   (09-Oct-2026)       ||      ଚିକିଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ ||   (09-Oct-2026)       ||      କୋଦଳା ଲକ୍ଷ୍ମୀ ନାରାୟଣ ସ୍ନାତକ ମହାବିଦ୍ୟାଳୟ ରେ ନିର୍ବାଚନ ପାଇଁ 17ଜଣଙ୍କ ନାମାଙ୍କନ ପତ୍ର ଦାଖଲ |    (09-Oct-2026)       ||      ବିପୁଳ ପରିମାଣ ର ଗଞ୍ଜେଇ ଜବତ, ଦୁଇ ଅଭିଯୁକ୍ତ ଗିରଫ |   (09-Oct-2026)       ||      ଟାଟାବେଞ୍ଜ ଛକ ସ୍ଥିତ ଏକ ଲଜରୁ ସେକ୍ସ ରାକେଟ କୁ ଠାବ କଲା ବୈଦ୍ୟନାଥ ପୁର ପୋଲିସ |   (09-Oct-2026)       ||      ଅବକାରୀ ବିଭାଗ ଗନ୍ଧ ମର୍ଦ୍ଦନ ରେ ଚଢ଼ାଉ କରି ମଦ ସହ 4000ଲିଟର ମହୁଲ ପୋଚ ଜବତ |    (09-Oct-2026)       ||      କଂଗ୍ରେସ ର ଓଡିଶା ବନ୍ଦର ଡାକରା ରଘୁନାଥ ପୁର ବ୍ଲକରେ ପ୍ରଭାବ ପଡିଲା ||   (09-Oct-2026)       ||      ପୋଲସରା ରେ ବିଜେଡିର" ଜନ ସମ୍ପର୍କ ପଦଯାତ୍ରା " ଆରମ୍ଭ |   (08-Oct-2026)       ||      ସିଂହପୁର ରେ ନୁଆଁ ମଲ୍ଟି କେୟାର ପ୍ଲସ କ୍ଲିନିକ ଉଦଘାଟିତ |   (08-Oct-2026)       ||      ଆଇନ ଶୃଙ୍ଖଳା ସ୍ଥିତି ପାଇଁ ଉପଜିଲ୍ଲାପାଳ ଙ୍କ ଖରସ୍ରୋତା ମହାବିଦ୍ୟାଳୟ ପରିଦର୍ଶନ ||    (08-Oct-2026)       ||      ଆର ତୁମ୍ବନାଥ ବିଦ୍ୟାପୀଠ ର 63ତମ ପ୍ରତିଷ୍ଠା ଦିବସ ପାଳିତ |    (08-Oct-2026)       ||      ଗଞ୍ଜାମ ଜିଲ୍ଲା ରେ ବନ୍ଦର 80 ପ୍ରତିଶତ ବନ୍ଦ ର ପ୍ରଭାବ ପଡିଛି ||   (08-Oct-2026)       ||      କଂଗ୍ରେସ ର ବନ୍ଦ ର ପ୍ରଭାବ ରେ ବାଲିଗୁଡା ଜନ ଶୂନ୍ୟ |   (08-Oct-2026)       ||      କଲ୍ୟାଣ ପୁର ରେ ଶାନ୍ତି ପୂର୍ଣ୍ଣ 12ଘଣ୍ଟିଆ ବନ୍ଦ ପାଳନ |   (08-Oct-2026)       ||      ବେଗୁନିଆପଡା ରେ କଂଗ୍ରେସ ର ବନ୍ଦ ଡାକରା ର ମିଶ୍ରିତ ପ୍ରଭାବ ଦେଖିବାକୁ ମିଳିଛି ||   (08-Oct-2026)       ||      ପଦ୍ମପୁର ଉପଖଣ୍ଡ କଂଗ୍ରେସ ର ଡାକରା ରେ ସମ୍ପୂର୍ଣ୍ଣ ବନ୍ଦ ||   (08-Oct-2026)       ||      ଶାନ୍ତିନଗର ପୋଖରୀ ରେ ବୁଡି ଦୁଇ ନାବାଳିକା ମୃତ |    (08-Oct-2026)       ||      ମାଝୀଗୁଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହାତ୍ସବ ସୁରଭି ଅନୁଷ୍ଠିତ |    (08-Oct-2026)       ||      ଚାଷୀଙ୍କ ବିଭିନ୍ନ ସମସ୍ୟା ପାଇଁ ମୁଣ୍ଡ ଟେକିଲା ଅଖିଳ ଭାରତୀୟ କୃଷକ ସଂଘଟନ |   (08-Oct-2026)       ||     

ନିଶା ନିବାରଣ କର୍ମଶାଳା ଅନୁଷ୍ଠିତ |

30-Dec-2025

ନିଶା ନିବାରଣ କର୍ମଶାଳା ଅନୁଷ୍ଠିତ    

ବେଗୁନିଆପଡା -ଗଞ୍ଜାମ ଜିଲ୍ଲା ବେଗୁନିଆପଡା ବ୍ଲକ ଫାସୀ ଗ୍ରାମପଞ୍ଚାୟତ କାର୍ଯ୍ୟାଳୟର ସଭାଗୃହ ଠାରେ ଏକଦିବସୀୟ ନିଶା ନିବାରଣ କର୍ମଶାଳା ଭାରତ ସରକାର ଙ୍କ ସାମାଜିକ ନ୍ୟାୟ ଓ ସଶକ୍ତିକରଣ ବିଭାଗ ପକ୍ଷରୁ, ଜୀବନ ଜ୍ୟୋତି ନିଶା ନିବାରଣ କେନ୍ଦ୍ର,  ଖଲ୍ଲିକୋଟ, ଗଞ୍ଜାମ ଆନୁକୂଲ୍ୟରେ ନୁଷ୍ଠିତ ହୋଇଥିଲା। ଏଥିରେ ଫାସୀ ଗ୍ରାମପଞ୍ଚାୟତ ସରପଞ୍ଚ  ଟୁନୁ ମାଝୀ, ଫାସୀ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ, ICDS ଫାସୀ ସେକ୍ଟର ର ସମସ୍ତ ଅଙ୍ଗନବାଡ଼ି କର୍ମୀ, ସାମାଜିକ କର୍ମୀ ତଥା ଭଞ୍ଜ ସାହିତ୍ୟ ଓ ଶ୍ରୀଜଗନ୍ନାଥ ସଂସ୍କୃତି ଗବେଷକ ଅଧ୍ୟାପକ ପଣ୍ଡିତ ଦୁର୍ଗା ପ୍ରସାଦ ଦାଶ ସମେତ ସ୍ଥାନୀୟ ବୁଦ୍ଧିଜୀବୀ ଉପସ୍ଥିତ ଥିଲେ। ଏହି କାର୍ଯ୍ୟକ୍ରମକୁ ସାମାଜିକ କର୍ମୀ ପ୍ରିୟବ୍ରତ ରାଉତରାୟ ପରିଚାଳନା କରିଥିଲେ। ନିଶାର କରାଳ ବିଭୀଷିକା ଏବଂ ସମାଜ ଉପରେ ଏହାର ପ୍ରଭାବ ବିଷୟରେ ପଣ୍ଡିତ ଦୁର୍ଗା ପ୍ରସାଦ ଦାଶ ଗଭୀର ଆଲୋକପାତ କରିଥିବା ବେଳେ ଅନ୍ୟାନ୍ୟ ଅତିଥି ମାନେ ନିଶା ସେବନ ର କୁ ପରିଣାମ ଓ ନିଶା ମୁକ୍ତ ସମାଜ ଗଠନ ଉପରେ ଆଲୋକପାତ କରିଥିଲେ। ଓଡ଼ିଶାର ପ୍ରାଚୀନ ଲୋକକଳା ଦାସକାଠିଆ ମାଧ୍ୟମରେ ଗାୟକ ପଣ୍ଡିତ ଦୁର୍ଗା ପ୍ରସାଦ ଦାଶ ଉପସ୍ଥିତ ଜନସାଧାରଣଙ୍କ ସମ୍ମୁଖରେ ନିଶା ନିବାରଣ ସଚେତନତା ବାର୍ତ୍ତା ପ୍ରଚାର କରିଥିଲେ। ଆଗକୁ ଏଭଳି ଆହୁରି ଅନେକ ସଚେତନତା ମୂଳକ କାର୍ଯ୍ୟକ୍ରମ ଜୀବନ ଜ୍ୟୋତି ନିଶା ନିବାରଣ କେନ୍ଦ୍ର ମାଧ୍ୟମରେ ବିଭିନ୍ନ ଗ୍ରାମରେ ଅନୁଷ୍ଠିତ ହେବ ବୋଲିି ସାମାଜିକ କର୍ମୀ ପ୍ରିୟବ୍ରତ ରାଉତରାୟ ଘୋଷଣା କରିଥିଲେ।

News Comment

You Might Also Like

BACK TO TOP