Breaking News

ବିପୁଳ ପରିମାଣ ର ଗଞ୍ଜେଇ ଜବତ, ଦୁଇ ଅଭିଯୁକ୍ତ ଗିରଫ |   (09-Oct-2026)       ||      ଟାଟାବେଞ୍ଜ ଛକ ସ୍ଥିତ ଏକ ଲଜରୁ ସେକ୍ସ ରାକେଟ କୁ ଠାବ କଲା ବୈଦ୍ୟନାଥ ପୁର ପୋଲିସ |   (09-Oct-2026)       ||      ଅବକାରୀ ବିଭାଗ ଗନ୍ଧ ମର୍ଦ୍ଦନ ରେ ଚଢ଼ାଉ କରି ମଦ ସହ 4000ଲିଟର ମହୁଲ ପୋଚ ଜବତ |    (09-Oct-2026)       ||      କଂଗ୍ରେସ ର ଓଡିଶା ବନ୍ଦର ଡାକରା ରଘୁନାଥ ପୁର ବ୍ଲକରେ ପ୍ରଭାବ ପଡିଲା ||   (09-Oct-2026)       ||      ପୋଲସରା ରେ ବିଜେଡିର" ଜନ ସମ୍ପର୍କ ପଦଯାତ୍ରା " ଆରମ୍ଭ |   (08-Oct-2026)       ||      ସିଂହପୁର ରେ ନୁଆଁ ମଲ୍ଟି କେୟାର ପ୍ଲସ କ୍ଲିନିକ ଉଦଘାଟିତ |   (08-Oct-2026)       ||      ଆଇନ ଶୃଙ୍ଖଳା ସ୍ଥିତି ପାଇଁ ଉପଜିଲ୍ଲାପାଳ ଙ୍କ ଖରସ୍ରୋତା ମହାବିଦ୍ୟାଳୟ ପରିଦର୍ଶନ ||    (08-Oct-2026)       ||      ଆର ତୁମ୍ବନାଥ ବିଦ୍ୟାପୀଠ ର 63ତମ ପ୍ରତିଷ୍ଠା ଦିବସ ପାଳିତ |    (08-Oct-2026)       ||      ଗଞ୍ଜାମ ଜିଲ୍ଲା ରେ ବନ୍ଦର 80 ପ୍ରତିଶତ ବନ୍ଦ ର ପ୍ରଭାବ ପଡିଛି ||   (08-Oct-2026)       ||      କଂଗ୍ରେସ ର ବନ୍ଦ ର ପ୍ରଭାବ ରେ ବାଲିଗୁଡା ଜନ ଶୂନ୍ୟ |   (08-Oct-2026)       ||      କଲ୍ୟାଣ ପୁର ରେ ଶାନ୍ତି ପୂର୍ଣ୍ଣ 12ଘଣ୍ଟିଆ ବନ୍ଦ ପାଳନ |   (08-Oct-2026)       ||      ବେଗୁନିଆପଡା ରେ କଂଗ୍ରେସ ର ବନ୍ଦ ଡାକରା ର ମିଶ୍ରିତ ପ୍ରଭାବ ଦେଖିବାକୁ ମିଳିଛି ||   (08-Oct-2026)       ||      ପଦ୍ମପୁର ଉପଖଣ୍ଡ କଂଗ୍ରେସ ର ଡାକରା ରେ ସମ୍ପୂର୍ଣ୍ଣ ବନ୍ଦ ||   (08-Oct-2026)       ||      ଶାନ୍ତିନଗର ପୋଖରୀ ରେ ବୁଡି ଦୁଇ ନାବାଳିକା ମୃତ |    (08-Oct-2026)       ||      ମାଝୀଗୁଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହାତ୍ସବ ସୁରଭି ଅନୁଷ୍ଠିତ |    (08-Oct-2026)       ||      ଚାଷୀଙ୍କ ବିଭିନ୍ନ ସମସ୍ୟା ପାଇଁ ମୁଣ୍ଡ ଟେକିଲା ଅଖିଳ ଭାରତୀୟ କୃଷକ ସଂଘଟନ |   (08-Oct-2026)       ||      ନବମ ରାଷ୍ଟ୍ରୀୟ ପୋଷଣ ମାସ-- 2026ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ଅନୁଷ୍ଠିତ |    (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା, ଲୋକଙ୍କ ସହ ଯୋଡି ହେବାଜୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||     

ବିରାଟେଶ୍ୱର କ୍ରିକେଟ ଟୁନାମେଣ୍ଟ ଉଦଯାପିତ |

30-Dec-2025

ବିରାଟେଶ୍ଵର କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଯାପିତ : 
କର୍ଣ୍ଣିବେଡ଼ା କୁ ହରାଇ ମନମୁଣ୍ଡା ଚମ୍ପିଆନ,

ଓଡିଶା ଜନମତ,ବାଲିଗୁଡା, ତା, ୩୦/୧୨:

ସଞ୍ଜୟ କୁମାର ପାଣିଗ୍ରାହୀ):

 କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଳକ ଲଣ୍ଡାଗାଁରେ ୫ ଦିନ ଧରି ଚାଲିଥିବା ୧୩ ତମ ବିରାଟେଶ୍ଵର କ୍ରିକେଟ ଟୁର୍ଣ୍ଣାମେଣ୍ଟ  ଉଦଯାପିତ ହୋଇଯାଇଛି। କର୍ଣ୍ଣିବେଡ଼ା ଓ ମନମୁଣ୍ଡା ଦଳ ମଧ୍ୟରେ ଅନୁଷ୍ଠିତ ଫାଇନାଲ ମ୍ୟାଚରେ ମନମୁଣ୍ଡା ଦଳ କର୍ଣ୍ଣିବେଡ଼ାକୁ ୧୧୪ ରନରେ ପରାସ୍ତ କରି ଚଳିତବର୍ଷର ଚମ୍ପିଆନ ଆଖ୍ୟା ଅର୍ଜନ କରିଛି। ଫାଇନାଲ ମ୍ୟାଚରେ ମୁଖ୍ୟ ଅତିଥି ଭାବେ କନ୍ଧମାଳ ଜିଲ୍ଲା ବିଜେପି ସଭାପତି  ପଣ୍ଡିତ କୁମାର ବିଶିମାଝୀ, ସମ୍ମାନୀତ ଅତିଥି ଭାବେ ସାଂସଦ ପ୍ରତିନିଧି ରଞ୍ଜିତ କୁମାର ସାହୁ, ଜିଲ୍ଲା ବିଜେପି ସଂପାଦକ ଦେବେନ୍ଦ୍ର କୁଦେଇ, ପୂର୍ବତନ ଜିଲ୍ଲା ବିଜେପି ସଭାପତି ଜଗନ୍ନାଥ ସାହୁ, ବୌଦ୍ଧ ଜିଲ୍ଲା ଘଣ୍ଟାପଡ଼ା ଜୋନର ଜିଲ୍ଲା ପରିଷଦ ସଦସ୍ୟା ଶ୍ରୀମତୀ ସୁମିତ୍ରା ସାହୁ, ବୌଦ୍ଧ ଜିଲ୍ଲା ଶିକ୍ଷକ ନେତା ନିଳାଚଳ ଭୋଇ, ନଗର ସାଂସଦ ପ୍ରତିନିଧି  ଆଦିକନ୍ଦ ପଟ୍ଟନାୟକ, ସ୍ଥାନୀୟ ସରପଞ୍ଚ ଶ୍ରୀମତୀ ତୁଳସୀ ଝାଙ୍କର, ସମିତି ସଭ୍ୟ ହେମ ସାଗର ମାଝୀ, ଖମନମୁଣ୍ଡା ସରପଞ୍ଚ ଶ୍ରୀମତୀ ଅଳକା ପ୍ରଧାନ ପ୍ରମୁଖ ଉପସ୍ଥିତ ରହି ଖେଳାଳୀଙ୍କୁ ଉତ୍ସାହିତ କରିଥିଲେ। ପୁରସ୍କାର ବିତରଣ ସଭାରେ ସମସ୍ତ ଅତିଥି ବିଜେତା ଦଳକୁ ଟ୍ରଫି ସହ ୫୦ ହଜାର ପୁରସ୍କାର ରାଶି, ଉପ ବିଜେତାଙ୍କୁ ଟ୍ରଫି ସହ ୩୦ ହଜାର ପୁରସ୍କାର ରାଶି ପ୍ରଦାନ କରିଥିଲେ ଏବଂ ମ୍ୟାନ ଅଫ ଦି ସିରିଜ ଟିଟିଲାଗଡ ଦଳର ଲିଲୁ ବେହେରା ଓ ମ୍ୟାନ ଅଫ୍ ଦି ମ୍ୟାଚ୍ ବିଜେତା ମନମୁଣ୍ଡା ଦଳର ବିଷ୍ଣୁ ନାୟକଙ୍କୁ ଟ୍ରଫି ପ୍ରଦାନ କରାଯାଇଥିଲା। ଏହି ୫ଦିନିଆ ଖେଳକୁ ରବିନ୍ଦ୍ର କୁଦେଇ, ବୈକୁଣ୍ଠ ନାୟକ, ମହେନ୍ଦ୍ର ବାଘ ଓ ସଞ୍ଜୁ ରଣା ପରିଚାଳନା କରିଥିବା ବେଳେ ନକୁଳ ବାଘ, ପ୍ରଶାନ୍ତ ବେହେରା , ସଞ୍ଜିବ କୁମାର କୁଦେଇ ଓ ରବିନ୍ଦ୍ର କୁଦେଇଙ୍କ ସମେତ ସମସ୍ତ କମିଟୀ ସଦସ୍ୟ ଉପସ୍ଥିତ ରହି ପରିଚାଳନା ରେ ସହଯୋଗ କରିଥିଲେ।

News Comment

You Might Also Like

BACK TO TOP