Breaking News

ଶାନ୍ତିନଗର ପୋଖରୀ ରେ ବୁଡି ଦୁଇ ନାବାଳିକା ମୃତ |    (08-Oct-2026)       ||      ମାଝୀଗୁଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହାତ୍ସବ ସୁରଭି ଅନୁଷ୍ଠିତ |    (08-Oct-2026)       ||      ଚାଷୀଙ୍କ ବିଭିନ୍ନ ସମସ୍ୟା ପାଇଁ ମୁଣ୍ଡ ଟେକିଲା ଅଖିଳ ଭାରତୀୟ କୃଷକ ସଂଘଟନ |   (08-Oct-2026)       ||      ନବମ ରାଷ୍ଟ୍ରୀୟ ପୋଷଣ ମାସ-- 2026ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ଅନୁଷ୍ଠିତ |    (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା, ଲୋକଙ୍କ ସହ ଯୋଡି ହେବାଜୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||      ପ୍ରକୃତ ମାଲିକ ଙ୍କ ଅଜାଣତ ରେ ଅନ୍ୟ ବ୍ୟକ୍ତିଙ୍କ ନାମରେ ଦଲିଲ |    (07-Oct-2026)       ||      ଖୋର୍ଦ୍ଧା ବ୍ଲଜ ସ୍ତରୀୟ ଯୁବ ସମାବେଶ -2026 କେରଙ୍ଗ ରେ ଅନୁଷ୍ଠିତ |    (07-Oct-2026)       ||      ପୋଲସରା ରେ ବିଜେଡିର "ଜନ ସମ୍ପର୍କ ପଦଯାତ୍ରା ` ଆରମ୍ଭ |    (07-Oct-2026)       ||      ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||      70 ତମଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସମୂହ ଖୋ, ଖୋ ପ୍ରତିଯୋଗିତା ବେଗୁନିଆପଡା ଠାରେ ଅନୁଷ୍ଠିତ |    (07-Oct-2026)       ||      ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||     

ଲୋପ ପାଉଛି ଗ୍ରୀଟିଙ୍ଗ, ସୋସିଆଲ ମିଡ଼ିଆ ରେ ନବ ବର୍ଷର ବାର୍ତ୍ତା ବୃଦ୍ଧି ପାଉଛି |

30-Dec-2025

ଲୋପ ପାଇଛି ଗ୍ରିଟିଙ୍ଗ: ସୋସିଆଲ ମିଡିଆରେ ନବବର୍ଷର ବାର୍ତ୍ତା ବୃଦ୍ଧି ପାଉଛି

ଓଡିଶା ଜନମତ,ବାଲିଗୁଡା, ତା, ୩୦/୧୨:

ସଞ୍ଜୟ କୁମାର ପାଣିଗ୍ରାହୀ)

: ଆଉ ଦିନକ ପରେ ଇଂଲିଶ ନବବର୍ଷ ପାଳିତ ହେବାକୁ ଥିବା ବେଳେ ସୋସିଆଲ ମିଡିଆ ଶୁଭେଚ୍ଛା ବାର୍ତ୍ତା ପ୍ରେରଣର ମାଧ୍ୟମ ସାଜିଛି। ପୂର୍ବରୁ ପରସ୍ପରକୁ ଶୁଭେଚ୍ଛା ଜଣାଇବାକୁ ଗ୍ରୀଟିଂସ୍ କାର୍ଡର ବ୍ୟବହାର କରାଯାଉଥିଲା। କିନ୍ତୁ ଏହା ବର୍ତ୍ତମାନ ଲୋପ ପାଇଛି| ନବବର୍ଷ ଆସିଲେ ବିଭିନ୍ନ ଅଞ୍ଚଳର ଦୋକାନରେ ଗ୍ରୀଟିଂସ କାର୍ଡ କିଣିବାକୁ ଲୋକଙ୍କର ଭିଡ଼ ଜମୁଥିଲା। କିନ୍ତୁ କିଛି ବର୍ଷ ହେବ କନ୍ଧମାଳ ଜିଲା ବାଲିଗୁଡା ସହର ସମେତ ଆଖପାଖ ବିଭିନ୍ନ ଅଞ୍ଚଳରେ ଏହି ଗ୍ରିଟିଙ୍ଗ କାର୍ଡ ଆଉ ମିଳୁ ନାହିଁ। ମୋବାଇଲ ଫୋନ ର ବହୁଳ ବ୍ୟବହାର ବଢ଼ିଥିବାରୁ ହାଟ୍ସଆପ, ଇନଷ୍ଟାଗ୍ରାମ, ଫେସବୁକ, ମେସେଞ୍ଜର ଓ ଟୁଇଟ ମାଧ୍ଯମରେ ବାର୍ତ୍ତା ଦିଆଯାଉଛି । ବୈଷୟିକ ଜ୍ଞାନ କୌଶଳର ମଧ୍ୟ ଚାହିଦା ବଢ଼ିଛି। ଲୋକେ ଅତି ସହଜରେ ମୋବାଇଲ ଫୋନ୍ ଜରିଆରେ ହଜାର ହଜାର କି.ମି. ଦୂରରେ ରହୁଥ‌ିବା ବନ୍ଧୁ ଓ ସମ୍ପର୍କୀୟ ମାନଙ୍କୁ ଶୁଭେଚ୍ଛା ଜଣାଇ ପାରୁଛନ୍ତି। ଭିଡିଓ କଲିଂ ଜରିଆରେ ମଧ୍ୟ ପରସ୍ପରଙ୍କ ଉପସ୍ଥିତି ଅନୁଭବ ଜାହିର କରିପାରୁଛନ୍ତି। ଏଭଳି ହାତଲେଖା ଗ୍ରୀଟିଂସ ପଠାଇବା ପରମ୍ପରା ଲୋପ ପାଇଛି। ଗ୍ରିଟିଙ୍ଗ କାର୍ଡ ରେ ନିଜର ଭାବ ଆଦାନ ପ୍ରଦାନର ଏକ ମାଧ୍ୟମ ହୋଇଥିଲା। ନୂଆବର୍ଷ ପାଳନ ହେବାର ପ୍ରାୟ ୧ ମାସ ପୂର୍ବରୁ ଅଞ୍ଚଳର ବିଭିନ୍ନ ଦୋକାନରେ ୫ ଟଙ୍କାରୁ ଆରମ୍ଭକରି ୨ଶହରୁ ଉର୍ଦ୍ଧ ଟଙ୍କା ଯାଏ ଗ୍ରିଟିଙ୍ଗ ବିକ୍ରି ହେଉଥିଲା। କିନ୍ତୁ ଏହାର ଚାହିଦା କମିଥିବାରୁ ଦୋକାନରେ ଏହାର ବିକ୍ରି ମଧ୍ୟ ସମ୍ପୂର୍ଣ୍ଣ ବନ୍ଦ ହୋଇ ଯାଇଛି, ଯାହା ଫଳରେ ଗ୍ରିଟିଙ୍ଗ ବ୍ୟବସାୟ ଆଉ କରାଯାଉ ନ ଥିବା ବିଷୟ ବ୍ୟବସାୟୀ ମାନେ ପ୍ରକାଶ କରିଛନ୍ତି।

News Comment

You Might Also Like

BACK TO TOP