Breaking News

ଶାନ୍ତିନଗର ପୋଖରୀ ରେ ବୁଡି ଦୁଇ ନାବାଳିକା ମୃତ |    (08-Oct-2026)       ||      ମାଝୀଗୁଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହାତ୍ସବ ସୁରଭି ଅନୁଷ୍ଠିତ |    (08-Oct-2026)       ||      ଚାଷୀଙ୍କ ବିଭିନ୍ନ ସମସ୍ୟା ପାଇଁ ମୁଣ୍ଡ ଟେକିଲା ଅଖିଳ ଭାରତୀୟ କୃଷକ ସଂଘଟନ |   (08-Oct-2026)       ||      ନବମ ରାଷ୍ଟ୍ରୀୟ ପୋଷଣ ମାସ-- 2026ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ଅନୁଷ୍ଠିତ |    (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା, ଲୋକଙ୍କ ସହ ଯୋଡି ହେବାଜୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||      ପ୍ରକୃତ ମାଲିକ ଙ୍କ ଅଜାଣତ ରେ ଅନ୍ୟ ବ୍ୟକ୍ତିଙ୍କ ନାମରେ ଦଲିଲ |    (07-Oct-2026)       ||      ଖୋର୍ଦ୍ଧା ବ୍ଲଜ ସ୍ତରୀୟ ଯୁବ ସମାବେଶ -2026 କେରଙ୍ଗ ରେ ଅନୁଷ୍ଠିତ |    (07-Oct-2026)       ||      ପୋଲସରା ରେ ବିଜେଡିର "ଜନ ସମ୍ପର୍କ ପଦଯାତ୍ରା ` ଆରମ୍ଭ |    (07-Oct-2026)       ||      ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||      70 ତମଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସମୂହ ଖୋ, ଖୋ ପ୍ରତିଯୋଗିତା ବେଗୁନିଆପଡା ଠାରେ ଅନୁଷ୍ଠିତ |    (07-Oct-2026)       ||      ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||     

ଶୀତ ଦିନେ ବରିଷ୍ଟ ଙ୍କ ସଚେତନତା ଓସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ |

30-Dec-2025

ଶୀତଦିନେ ବରିଷ୍ଠଙ୍କ ସଚେତନା ଓ ସ୍ଵାସ୍ଥ୍ୟ ଶିବିର ଅନୁଷ୍ଠିତ,

ଓଡିଶା ଜନ ମତ, କୈଳାଶ ଚନ୍ଦ୍ର ଚୌଧୁରୀ,  ବ୍ରହ୍ମପୁର,

ବ୍ରହ୍ମପୁର ସହର ହରିହର ନଗର ସ୍ଥିତ ଭରଦ୍ବାଜ ପ୍ରତିଷ୍ଠାନ ଠାରେ ଶୀତଦିନେ ବରିଷ୍ଠ ସ୍ଵାସ୍ଥ୍ୟ ରକ୍ଷା ସଚେତନl ଓ ମାଗଣା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି l ଆରୋଗ୍ୟ ଭାରତୀର ଅଧ୍ୟକ୍ଷ ଡା.ନକୁଳ ସାହୁ ଉପସ୍ଥିତ ରହି କହିଲେ ଶୀତଋତୁରେ ବରିଷ୍ଠଙ୍କ ସ୍ଵାସ୍ଥ୍ୟରକ୍ଷା ପାଇଁ ସ୍ଵତନ୍ତ୍ର ସତର୍କତାର ଆବଶ୍ୟକ ଅଛି। ବହୁମୂତ୍ର, ରକ୍ତଚାପ, ଆଣ୍ଠୁ ଗଣ୍ଠି ବ୍ୟଥା, ହୃଦଘାତ ଓ ପକ୍ଷାଘାତର ଭୟ ଅଛି।ଶୀତ ଲୁଗା,ଗରମ ଜଳ ସ୍ନାନ ପାନ, ସୂର୍ଯ୍ୟ କିରଣ ସେବା କରିବେ। ବହୁମୂତ୍ର ପାଇଁ ଘୃତକୁମାରୀ ରସ,ଜାମୁକୋଳି ମଞ୍ଜି ଚୂର୍ଣ୍ଣ ଖାଇବେ।ରକ୍ତଚାପ ପାଇଁ ଆଠଘଣ୍ଟା ଶୋଇବେ, ଯୋଗ ଆସନ କରିବେ, ସର୍ପଗନ୍ଧା ଚେର ରକ୍ତଚାପ ମାପ ଅନୁସାରେ ଘୋରି ଖାଇବେ।ଆଣ୍ଠୁ ବ୍ୟଥା ପାଇଁ କ୍ଷୀର, ବାଦାମ, ଡ଼ାଲି ଜାତୀୟ ଓ ଲଘୁ ଭୋଜନ କରିବେ,ଶୁଣ୍ଠି ବା ଅଦା ଖାଇବେ, ଉଷ୍ଣ ସୋରିଷ ତେଲ ଲଗାଇବେ। ହୃଦ୍ଘାତରେ ଗରମ ବ୍ୟବହାର ସହ ଅର୍ଜୁନ ଛାଲି କ୍ୱାଥ, ପଦ୍ମ ମଞ୍ଜି ଖାଇବେ। ପକ୍ଷାଘାତ ପାଇଁ ଶୀତ ଦିନିଆ ସତର୍କ ସହ ଶୁଦ୍ଧବାଇଢୁଙ୍କ ମଞ୍ଜି ଚୂର୍ଣ୍ଣ ଖାଇବେ। ଯଥାସମ୍ଭବ ଚାଲିବେ, ଲଘୁ ଭୋଜନ ଖାଇବେ, ପେଟ ସଫା ରଖିବେ, ଆମିଷ, ଚର୍ବି ଜାତୀୟ ଖାଦ୍ୟ ଖାଇବେ ନାହିଁ।
ଏହି ଅବସରରେ ରୋଗୀଙ୍କ ନାଡୀ, ରକ୍ତଚାପ, ରକ୍ତ ଶର୍କରା, ଗଣ୍ଠିବାତ,ସ୍ନାୟୁ ରୋଗ, ଅମ୍ଳପିତ୍ତ ଇତ୍ୟାଦି ପରୀକ୍ଷା ସହ ମାଗଣା ଔଷଧ ବିତରଣ କରଯାଇଥିଲା।

News Comment

You Might Also Like

BACK TO TOP