Breaking News

ଶାନ୍ତିନଗର ପୋଖରୀ ରେ ବୁଡି ଦୁଇ ନାବାଳିକା ମୃତ |    (08-Oct-2026)       ||      ମାଝୀଗୁଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହାତ୍ସବ ସୁରଭି ଅନୁଷ୍ଠିତ |    (08-Oct-2026)       ||      ଚାଷୀଙ୍କ ବିଭିନ୍ନ ସମସ୍ୟା ପାଇଁ ମୁଣ୍ଡ ଟେକିଲା ଅଖିଳ ଭାରତୀୟ କୃଷକ ସଂଘଟନ |   (08-Oct-2026)       ||      ନବମ ରାଷ୍ଟ୍ରୀୟ ପୋଷଣ ମାସ-- 2026ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ଅନୁଷ୍ଠିତ |    (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା, ଲୋକଙ୍କ ସହ ଯୋଡି ହେବାଜୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||      ପ୍ରକୃତ ମାଲିକ ଙ୍କ ଅଜାଣତ ରେ ଅନ୍ୟ ବ୍ୟକ୍ତିଙ୍କ ନାମରେ ଦଲିଲ |    (07-Oct-2026)       ||      ଖୋର୍ଦ୍ଧା ବ୍ଲଜ ସ୍ତରୀୟ ଯୁବ ସମାବେଶ -2026 କେରଙ୍ଗ ରେ ଅନୁଷ୍ଠିତ |    (07-Oct-2026)       ||      ପୋଲସରା ରେ ବିଜେଡିର "ଜନ ସମ୍ପର୍କ ପଦଯାତ୍ରା ` ଆରମ୍ଭ |    (07-Oct-2026)       ||      ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||      70 ତମଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସମୂହ ଖୋ, ଖୋ ପ୍ରତିଯୋଗିତା ବେଗୁନିଆପଡା ଠାରେ ଅନୁଷ୍ଠିତ |    (07-Oct-2026)       ||      ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||     

ଫାଶୀ ଗ୍ରାମପଞ୍ଚାୟତ ରେ ନିଶା ନିବାରଣ କର୍ମଶାଳା ଅନୁଷ୍ଠିତ |

30-Dec-2025

ନିଶା ନିବାରଣ କର୍ମଶାଳା ଅନୁଷ୍ଠିତ    

ଓଡିଶା ଜନ ମତ, ସୂର୍ଯ୍ୟ ନାରାୟଣ ବଡୁ, ବେଗୁନିଆପଡା 

ଗଞ୍ଜାମ ଜିଲ୍ଲା ବେଗୁନିଆପଡା ବ୍ଲକ ଫାସୀ ଗ୍ରାମପଞ୍ଚାୟତ କାର୍ଯ୍ୟାଳୟର ସଭାଗୃହ ଠାରେ ଏକଦିବସୀୟ ନିଶା ନିବାରଣ କର୍ମଶାଳା ଭାରତ ସରକାର ଙ୍କ ସାମାଜିକ ନ୍ୟାୟ ଓ ସଶକ୍ତିକରଣ ବିଭାଗ ପକ୍ଷରୁ, ଜୀବନ ଜ୍ୟୋତି ନିଶା ନିବାରଣ କେନ୍ଦ୍ର,  ଖଲ୍ଲିକୋଟ, ଗଞ୍ଜାମ ଆନୁକୂଲ୍ୟରେ ଅନୁଷ୍ଠିତ ହୋଇଥିଲା। ଏଥିରେ ଫାସୀ ଗ୍ରାମପଞ୍ଚାୟତ ସରପଞ୍ଚ  ଟୁନୁ ମାଝୀ, ଫାସୀ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ, ICDS ଫାସୀ ସେକ୍ଟର ର ସମସ୍ତ ଅଙ୍ଗନବାଡ଼ି କର୍ମୀ, ସାମାଜିକ କର୍ମୀ ତଥା ଭଞ୍ଜ ସାହିତ୍ୟ ଓ ଶ୍ରୀଜଗନ୍ନାଥ ସଂସ୍କୃତି ଗବେଷକ ଅଧ୍ୟାପକ ପଣ୍ଡିତ ଦୁର୍ଗା ପ୍ରସାଦ ଦାଶ ସମେତ ସ୍ଥାନୀୟ ବୁଦ୍ଧିଜୀବୀ ଉପସ୍ଥିତ ଥିଲେ। ଏହି କାର୍ଯ୍ୟକ୍ରମକୁ ସାମାଜିକ କର୍ମୀ ପ୍ରିୟବ୍ରତ ରାଉତରାୟ ପରିଚାଳନା କରିଥିଲେ। ନିଶାର କରାଳ ବିଭୀଷିକା ଏବଂ ସମାଜ ଉପରେ ଏହାର ପ୍ରଭାବ ବିଷୟରେ ପଣ୍ଡିତ ଦୁର୍ଗା ପ୍ରସାଦ ଦାଶ ଗଭୀର ଆଲୋକପାତ କରିଥିବା ବେଳେ ଅନ୍ୟାନ୍ୟ ଅତିଥି ମାନେ ନିଶା ସେବନ ର କୁ ପରିଣାମ ଓ ନିଶା ମୁକ୍ତ ସମାଜ ଗଠନ ଉପରେ ଆଲୋକପାତ କରିଥିଲେ। ଓଡ଼ିଶାର ପ୍ରାଚୀନ ଲୋକକଳା ଦାସକାଠିଆ ମାଧ୍ୟମରେ ଗାୟକ ପଣ୍ଡିତ ଦୁର୍ଗା ପ୍ରସାଦ ଦାଶ ଉପସ୍ଥିତ ଜନସାଧାରଣଙ୍କ ସମ୍ମୁଖରେ ନିଶା ନିବାରଣ ସଚେତନତା ବାର୍ତ୍ତା ପ୍ରଚାର କରିଥିଲେ। ଆଗକୁ ଏଭଳି ଆହୁରି ଅନେକ ସଚେତନତା ମୂଳକ କାର୍ଯ୍ୟକ୍ରମ ଜୀବନ ଜ୍ୟୋତି ନିଶା ନିବାରଣ କେନ୍ଦ୍ର ମାଧ୍ୟମରେ ବିଭିନ୍ନ ଗ୍ରାମରେ ଅନୁଷ୍ଠିତ ହେବ ବୋଲିି ସାମାଜିକ କର୍ମୀ ପ୍ରିୟବ୍ରତ ରାଉତରାୟ ଘୋଷଣା କରିଥିଲେ।

News Comment

You Might Also Like

BACK TO TOP