Breaking News

ଶାନ୍ତିନଗର ପୋଖରୀ ରେ ବୁଡି ଦୁଇ ନାବାଳିକା ମୃତ |    (08-Oct-2026)       ||      ମାଝୀଗୁଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହାତ୍ସବ ସୁରଭି ଅନୁଷ୍ଠିତ |    (08-Oct-2026)       ||      ଚାଷୀଙ୍କ ବିଭିନ୍ନ ସମସ୍ୟା ପାଇଁ ମୁଣ୍ଡ ଟେକିଲା ଅଖିଳ ଭାରତୀୟ କୃଷକ ସଂଘଟନ |   (08-Oct-2026)       ||      ନବମ ରାଷ୍ଟ୍ରୀୟ ପୋଷଣ ମାସ-- 2026ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ଅନୁଷ୍ଠିତ |    (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା, ଲୋକଙ୍କ ସହ ଯୋଡି ହେବାଜୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||      ପ୍ରକୃତ ମାଲିକ ଙ୍କ ଅଜାଣତ ରେ ଅନ୍ୟ ବ୍ୟକ୍ତିଙ୍କ ନାମରେ ଦଲିଲ |    (07-Oct-2026)       ||      ଖୋର୍ଦ୍ଧା ବ୍ଲଜ ସ୍ତରୀୟ ଯୁବ ସମାବେଶ -2026 କେରଙ୍ଗ ରେ ଅନୁଷ୍ଠିତ |    (07-Oct-2026)       ||      ପୋଲସରା ରେ ବିଜେଡିର "ଜନ ସମ୍ପର୍କ ପଦଯାତ୍ରା ` ଆରମ୍ଭ |    (07-Oct-2026)       ||      ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||      70 ତମଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସମୂହ ଖୋ, ଖୋ ପ୍ରତିଯୋଗିତା ବେଗୁନିଆପଡା ଠାରେ ଅନୁଷ୍ଠିତ |    (07-Oct-2026)       ||      ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||     

ଭଞ୍ଜ ନଗର ଉପଖଣ୍ଡ ରେ ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ଉଦଘାଟିତ ||

31-Dec-2025

ଭଞ୍ଜନଗର ଉପଖଣ୍ଡ ରେ ଗଞ୍ଜାମ ଜିଲ୍ଲା ପ୍ରଶାସନ ଓ ISRD ମିଳିତ ଆନୁକୁଲ୍ୟରେ   ଅତିରିକ୍ତ ୱାନ୍ ଷ୍ଟପ୍‌ ସେଣ୍ଟର୍ ର ଉଦ୍ଘାଟିତ,

ଓଡିଶା ଜନ ମତ, କୈଳାଶ ଚନ୍ଦ୍ର ଚୌଧୁରୀ, ବ୍ରହ୍ମପୁର,

ଭଞ୍ଜନଗର ଡାକ୍ତରଖାନା ପରିସରରେ "ସଖୀ ସମ୍ବଳ" ୱନ୍ ଷ୍ଟପ୍ ସେଣ୍ଟର୍ କାର୍ଯ୍ୟାଳୟକୁ ମାନ୍ୟବର ବିଧାୟକ ଶ୍ରୀଯୁକ୍ତ ପ୍ରଦ୍ୟୁମ୍ନ କୁମାର ନାୟକ ଙ୍କ କର କମଳ ରେ ଉଦ୍ଘାଟନ ହୋଇଛି। ଜିଲ୍ଲାପାଳ ଶ୍ରୀଯୁକ୍ତ ଭି କୀର୍ତ୍ତି ଭାସନ, ଉପଜିଲ୍ଲାପାଳ ଶ୍ରୀଯୁକ୍ତ ଉମାଶଙ୍କର ବେହେରା, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ରଞ୍ଜନ କୁମାର ଦେ, ମେଡିକାଲ ଅଧିକ୍ଷକ ଶ୍ରୀଯୁକ୍ତ ଶୀତାଂଶୁ ଶେଖର ଶତପଥୀ,ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଶ୍ରୀମତୀ ବିଜୟଲକ୍ଷ୍ମୀ ବେହେରା,ଜିଲ୍ଲା ସୁରକ୍ଷା ଅଧିକାରୀ  ଶ୍ରୀମତୀ ଡି ନାଗରତ୍ନମ୍, ଅତିରିକ୍ତ ଅଧିକ୍ଷକ ଶ୍ରୀଯୁକ୍ତ ଦୀପକ କୁମାର ମିଶ୍ର ,    ମେଡିକାଲ ପରିଚାଳକ ଶ୍ରୀଯୁକ୍ତ ବିଚିତ୍ର କୁମାର ପାଣିଗ୍ରାହୀ, ସାଂସଦ ପ୍ରତିନିଧି ଶ୍ରୀଯୁକ୍ତ ସନ୍ତୋଷ ତିଆଡି, ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ  ଶ୍ରୀଯୁକ୍ତ ସନ୍ତୋଷ କୁମାର ନାୟକ ଆଦି ସମ୍ମାନୀତ ଅତିଥି ଭାବେ ଯୋଗ ଦେଇଥିଲେ । ଏହି ଅବସରରେ  ମୁଖ୍ୟ ଅତିଥି ଏବଂ ସମ୍ମାନୀତ ଅତିଥିମାନଙ୍କ ଦ୍ଵାରା ପ୍ରଦୀପ ପ୍ରଜ୍ବଳନ କରାଯାଇଥିଲା
ଅନୁଷ୍ଠିତ କାର୍ଯ୍ୟକ୍ରମରେ ସମସ୍ତ ବିଭାଗୀୟ ଯଥା ଅଙ୍ଗନବାଡି,ଆଶା, ସ୍ବାସ୍ଥ୍ୟ, ବିଦ୍ୟୁତ୍ ପୋଲିସ ଓ ବିଭିନ୍ନ ବିଭାଗ ର କର୍ମଚାରୀ ମାନେ ଯୋଗ ଦେଇଥିଲେ।ଏହି ଅବସରରେ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଥିଲା ଓ ମୁଖ୍ୟ ଅତିଥି ବିଧାୟକ ନାୟକ ଏହି କାର୍ଯ୍ୟକାଳୟ ପରିସରରେ ପୋଲିସ, ଆଇନ, ସାମାଜିକ ସୁରକ୍ଷା, ସ୍ବାସ୍ଥ୍ୟ ସହାୟତା ଓ ମନୋସାମାଜିକ ସଚେତନତା କାର୍ଯ୍ୟକ୍ରମ ର ସହାୟତା ପାଇଁ ଘରୋଇ ହିଁସା, ନିର୍ଯ୍ୟାତିତ ମହିଳା ଓ ଶିଶୁ କନ୍ୟା ଙ୍କ ସମେତ ସମସ୍ତ ପ୍ରକାର ଅବହେଳିତ ଓ ନିଷ୍ପେସିତ ବ୍ୟକ୍ତି ବିଶେଷ ଉପକୃତ ହୋଇପାରିବେ ବୋଲି ବକ୍ତବ୍ୟ ପ୍ରଦାନ କରିଥିଲେ। ଏତଦବ୍ୟତୀତ ମାନ୍ୟବର ଜିଲାପାଳ, ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ, ଉପଖଣ୍ଡ ସ୍ବାସ୍ଥ୍ୟ ଅଧିକାରୀଙ୍କ ସହ ବହୁ ବିଶିଷ୍ଟ ଅଧିକାରୀ ଉପସ୍ଥିତ ରହି ଏହିଭଳି ଅନୁଷ୍ଠାନ ନିମନ୍ତେ ଭଂଜନଗର ଅଂଚଳରେ ବହୁ  ନିର୍ଯାତନାର ସମ୍ମୁଖୀନ ମହିଳା, ଯୁବତୀ ଓ ଶିଶୁ କନ୍ୟା ମାନେ ନ୍ୟାୟ ପାଇପାରିବେ ବୋଲି ଜନ ସଚେତନତା ସୃଷ୍ଟି କରିଥିଲେ।

News Comment

You Might Also Like

BACK TO TOP