Breaking News

ଶାନ୍ତିନଗର ପୋଖରୀ ରେ ବୁଡି ଦୁଇ ନାବାଳିକା ମୃତ |    (08-Oct-2026)       ||      ମାଝୀଗୁଡା କ୍ଲଷ୍ଟର ସ୍ତରୀୟ ଶିଶୁ ମହାତ୍ସବ ସୁରଭି ଅନୁଷ୍ଠିତ |    (08-Oct-2026)       ||      ଚାଷୀଙ୍କ ବିଭିନ୍ନ ସମସ୍ୟା ପାଇଁ ମୁଣ୍ଡ ଟେକିଲା ଅଖିଳ ଭାରତୀୟ କୃଷକ ସଂଘଟନ |   (08-Oct-2026)       ||      ନବମ ରାଷ୍ଟ୍ରୀୟ ପୋଷଣ ମାସ-- 2026ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ଅନୁଷ୍ଠିତ |    (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା, ଲୋକଙ୍କ ସହ ଯୋଡି ହେବାଜୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (08-Oct-2026)       ||      ଖୋର୍ଦ୍ଧା ରେ ସେବା ସଂକଳ୍ପ ପଦଯାତ୍ରା ରେ ଯୋଡି ହେବାକୁ ମୁଖ୍ୟମନ୍ତ୍ରୀ ଙ୍କ ଆହ୍ୱାନ |   (07-Oct-2026)       ||      17ବର୍ଷରୁ କମ ଫୁଟବଲ ଚୟନ ରେ ଅନିୟମିତତା ନେଇ ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଧିକାରୀଙ୍କୁ ଅଭିଯୋଗ |    (07-Oct-2026)       ||      ପ୍ରକୃତ ମାଲିକ ଙ୍କ ଅଜାଣତ ରେ ଅନ୍ୟ ବ୍ୟକ୍ତିଙ୍କ ନାମରେ ଦଲିଲ |    (07-Oct-2026)       ||      ଖୋର୍ଦ୍ଧା ବ୍ଲଜ ସ୍ତରୀୟ ଯୁବ ସମାବେଶ -2026 କେରଙ୍ଗ ରେ ଅନୁଷ୍ଠିତ |    (07-Oct-2026)       ||      ପୋଲସରା ରେ ବିଜେଡିର "ଜନ ସମ୍ପର୍କ ପଦଯାତ୍ରା ` ଆରମ୍ଭ |    (07-Oct-2026)       ||      ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||      70 ତମଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସମୂହ ଖୋ, ଖୋ ପ୍ରତିଯୋଗିତା ବେଗୁନିଆପଡା ଠାରେ ଅନୁଷ୍ଠିତ |    (07-Oct-2026)       ||      ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||     

ବାଇକ ସହ ସ୍କୁଟି ମୁହାଁମୁହିଁ ଧକ୍କା, ଦୁଇ ମୃତ, ଜଣେ ଗୁରୁତର, ଦୁଇ ଆହାତ,,

31-Dec-2025

: ବାଇକ ସହ ସ୍କୁଟି ମୁହାଁ ମୁହିଁ ଧକ୍କା, ଦୁଇ ମୃତ, ଜଣେ ଗୁରୁତର, ଦୁଇ ଆହାତ

ଓଡିଶା ଜନ ମତ,,କୋଦଳା, ସୂର୍ଯ୍ୟ ନାରାୟଣ ବଡୁ,

: ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ବୁଢାଆମ୍ବ ନିକଟରେ ମର୍ମତୁତ ଦୁର୍ଘଟଣା ଘଟିଛି l ଗୋଟିଏ ବାଇକ ସହ ସ୍କୁଟି ମୁହାଁମୁହିଁ ଧକ୍କା ହେବାରୁ ଦୁଇଜଣ ଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟଜଣେ ଗୁରୁତର ଓ ଦୁଇଜଣ ଆହାତ ହୋଇଛନ୍ତି l ମୃତ ଦୁଇଜଣ କୋଦଳା କୁମୁଟି ସାହି ର ଦୁଇ ପଡୋଶୀ ରୁଦ୍ରନାରାୟଣ ଦାଶ,ରଶ୍ମିରଞ୍ଜନ ପାଢ଼ୀ ହୋଇଥିବା ବେଳେ ଗୁରୁତର ବାଣପୁର  ଅଞ୍ଚଳର ପବିତ୍ର ବନ୍ଦଣି ହୋଇଥିବା ଜଣାପଡିଛି l ରୁଦ୍ରନାରାୟଣ ଓ ରଶ୍ମିରଞ୍ଜନ ଗୋଟିଏ ବାଇକ ରେ କୌଣସି କାର୍ଯ୍ୟ ରେ କବିସୂର୍ଯ୍ୟନଗର ଯାଇ ସେଠାରୁ କୋଦଳା ଅଭିମୁଖେ ଫେରୁଥିବା ସମୟରେ ବୁଢାଆମ୍ବ ନିକଟରେ ବିପରିତ ଦିଗରୁ ଆସୁଥିବା ପବିତ୍ର ଙ୍କ ସ୍କୁଟି ସହ ମୁହାଁ ମୁହିଁ ଧକ୍କା ହୋଇଥିଲା l ସ୍କୁଟି ରେ ତିନିଜଣ ରହିଥିବା ବେଳେ ଦୁର୍ଘଟଣା ପରେ ସମସ୍ତେ ରାସ୍ତା ଉପରେ ପଡ଼ିଥିବା ବେଳେ ସ୍ଥାନୀୟ ଲୋକେ ଉଧାରକରି କବିସୂର୍ଯ୍ୟନଗର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ରେ ଭର୍ତି କରିଥିଲେ l ତେବେ ଡାକ୍ତର ରୁଦ୍ରନାରାୟଣ ଓ ରଶ୍ମିରଞ୍ଜନ କୁ ମୃତ୍ୟୁ ଘୋଷଣା କରିଥିବା ବେଳେ ଗୁରୁତର ଓ ଦୁଇ ଆହାତ ଙ୍କୁ ପ୍ରାଥମିକ ଚିକିତ୍ସା ପରେ ବ୍ରହ୍ମପୁର ସ୍ଥିତ ଏମକେସିଜି ମେଡିକାଲ କୁ ସ୍ଥାନାନ୍ତର କରାଯାଇଛି l ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଚଳାଇଛି l କୋଦଳା କୁମୁଟି ସାହିରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି

News Comment

You Might Also Like

BACK TO TOP