Breaking News

ପୋଲସରା ରେ ବିଜେଡିର "ଜନ ସମ୍ପର୍କ ପଦଯାତ୍ରା ` ଆରମ୍ଭ |    (07-Oct-2026)       ||      ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||      70 ତମଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସମୂହ ଖୋ, ଖୋ ପ୍ରତିଯୋଗିତା ବେଗୁନିଆପଡା ଠାରେ ଅନୁଷ୍ଠିତ |    (07-Oct-2026)       ||      ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||     

ଓୟୁଜେ ପକ୍ଷରୁ ରକ୍ତ ଦାନ ଶିବିର ଅନୁଷ୍ଠିତ |

02-Jan-2026

*ଓୟୁଜେ ପକ୍ଷରୁ ରକ୍ତଦାନ ଶିବିର*।

ଓଡ଼ିଶା ଜନମତ ପୋଲସରା,ସନ୍ତୋଷ କୁମାର ପଣ୍ଡା
 ତା.୦୨/୦୧/୨୦୨୬:

 *ନବବର୍ଷ ଆଗମନକୁ ନିଆରା ଢଙ୍ଗରେ ସ୍ବାଗତ ଜଣାଇଛି ଗଞ୍ଜାମ ଜିଲ୍ଲା ସାମ୍ବାଦିକ ୟୁନିୟନ (ଓୟୁଜେ)। ଓୟୁଜେର ଛତ୍ରପୁର ଶାଖା ପକ୍ଷରୁ ଗଞ୍ଜାମ ଜିଲ୍ଲାର ସଦର ମହକୁମା ଛତ୍ରପୁର ସ୍ଥିତ ଉପଖଣ୍ଡ ଚିକିତ୍ସାଳୟରେ ଏକ ରକ୍ତଦାନ ଶିବିରର ଆୟୋଜନ କରାଯାଇଥିଲା। ଗଞ୍ଜାମ ଜିଲ୍ଲାପାଳ ଭି କିର୍ତ୍ତୀ ଭାସନଙ୍କ ଉପସ୍ଥିତିରେ ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ ଏହାକୁ ଉଦଘାଟନ କରିଥିଲେ। ଜିଲ୍ଲାରେ ରେଡକ୍ରସ ପରିଚାଳିତ ରକ୍ତ ଭଣ୍ଡାରରେ ରକ୍ତର ଅତି ଆବଶ୍ୟକତା ଥିବାରୁ ତାହାକୁ କିଛି ପରିମାଣରେ ସହାୟତା ଯୋଗାଇ ଦେବାକୁ ସଂଘ ପକ୍ଷରୁ ଏହି ପଦକ୍ଷେପ ନିଆ ଯାଇଥିଲା। ଓୟୁଜେର ସମ୍ପାଦକ ସନ୍ତୋଷ କୁମାର ମିଶ୍ରଙ୍କ ନେତୃତ୍ବରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟର ଅଧୀକ୍ଷକ ଡାକ୍ତର ଅଲେଖ ଚନ୍ଦ୍ର ପ୍ରଧାନ, ମୁନିସିପେଣ୍ଠ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ମେଡିକାଲ ଅଫିସର ସ୍ବାଧୀନ ରଥ ପ୍ରମୁଖ ମଧ୍ୟ ଯୋଗ ଦେଇଥିଲେ। ବ୍ରହ୍ମପୁର ରକ୍ତ ଭଣ୍ଡାରର ଡାକ୍ତର ଚିନ୍ମୟ ରଞ୍ଜନ ସ୍ବାଇଁଙ୍କ ନେତୃତ୍ବରେ ପ୍ରଦୀପ ସୁବୁଦ୍ଧି, ସୁଶାନ୍ତ ପାଣିଗ୍ରାହୀ, ରିଙ୍କୁ ସାହୁ, ଗୋପାଳ କୃଷ୍ଣ ସାହୁ, ଡମ୍ବରୁ ବାହାଦୁର କାର୍କୀ ସ୍ବେଛାକୃତ ରକ୍ତ ଦାତାଙ୍କ ଠାରୁ ଏହି ଶିବିରରେ ୫୧ ୟୁନିଟ ରକ୍ତ ସଂଗ୍ରହ କରିଥିଲେ। ଓୟୁଜେ ଛତ୍ରପୁର ଶାଖାର ସଦସ୍ୟମାନଙ୍କ ସକ୍ରିୟ ସହଯୋଗରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ  ସ୍ଥାନୀୟ ଜନସାଧାରଣଙ୍କ ଦ୍ବାରା ଖୁବ୍ ପ୍ରଶଂସିତ ହୋଇଛି।*

News Comment

You Might Also Like

BACK TO TOP