Breaking News

ସାପକାମୁଡ଼ାରେ ତାଳସର ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ |   (07-Oct-2026)       ||      70 ତମଜିଲ୍ଲା ସ୍ତରୀୟ ବିଦ୍ୟାଳୟ ସମୂହ ଖୋ, ଖୋ ପ୍ରତିଯୋଗିତା ବେଗୁନିଆପଡା ଠାରେ ଅନୁଷ୍ଠିତ |    (07-Oct-2026)       ||      ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||     

ଓଡ଼ିଆ ଚଳଚିତ୍ର ପ୍ରଯୋଜକ ରବୀନ୍ଦ୍ର ମୋହନ ସାହୁଙ୍କ ଦ୍ୱାଦଶା ହ ତିଥିରେ ସମସ୍ତଙ୍କ ସ୍ମୃତି ଚାରଣ |

03-Jan-2026

" ବହୁମୁଖୀ ପ୍ରତିଭାର ଅଧିକାରୀ ଥିଲେ ’ ରବୀନ୍ଦ୍ର ମୋହନ ସାହୁ`,

       ଓଡିଶା ଜନ ମତ ବ୍ୟୁରୋ,

ଓଡ଼ିଆ ଚଳଚିତ୍ର ଜଗତରେ ଜଣେ ସଫଳ ବ୍ୟକ୍ତିତ୍ୱ ଓ ମାଇଲ ଖୁଣ୍ଟ କୁହାଯାଉଥିବା ଚଳଚିତ୍ର ପ୍ରଯୋଜକ ସ୍ଵର୍ଗତ ରବିନ୍ଦ୍ର ମୋହନ ସାହୁଙ୍କ ଦ୍ବାଦଶାହ ଅବସରରେ ବିଶିଷ୍ଟ ବ୍ୟକ୍ତିମାନେ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ ପୂର୍ବକ ତାଙ୍କ କର୍ମମୟ ଜୀବନ ଉପରେ ଆଲୋକପାତ କରିଛନ୍ତି। କେନ୍ଦ୍ରାପଡ଼ା ସହରସ୍ଥିତ ବଡ଼ ହାଟ ବାସଭବନ ପରିସରରେ ଅନୁଷ୍ଠିତ ଶ୍ରଦ୍ଧାଞ୍ଜଳି ସଭାରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀକାନ୍ତ ଜେନା, ପୂର୍ବତନ ବିଧାୟକ ପ୍ରତାପଦେବ, ବିଧାୟକ ଧ୍ରୁବ ସାହୁ, ବିଧାୟକ ଗଣେଶ୍ଵର ବେହେରା, କଟକ ମେୟର ସୁବାସ ସିଂ, ପୂର୍ବତନ ମନ୍ତ୍ରୀ ଶଶି ଭୂଷଣ ବେହେରା, ପୂର୍ବତନ ମନ୍ତ୍ରୀ ଦେବାଶିଷ ନାୟକ, ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲ, ପୂର୍ବତନ ମନ୍ତ୍ରୀ ପ୍ରତାପ ଜେନା, ପୂର୍ବତନ ବିଧାୟକ ଅଂଶୁମାନ ମହାନ୍ତି, ପୂର୍ବତନ ସାଂସଦ ଅର୍ଜନା ନାୟକ, ପୂର୍ବତନ ବିଧାୟକ ଚିନ୍ମୟ ପ୍ରସାଦ ବେହରା, ପୂର୍ବତନ ବିଧାୟକ କିଶୋର ତରାଇ, ପୂର୍ବତନବିଧାୟକ ଅଲେଖ ଜେନା, ପୂର୍ବତନ ବିଧାୟିକା ସିପ୍ରା ମଲ୍ଲିକ, ଚଳଚିତ୍ର ପ୍ରଯୋଜକ ସଂଘ ସଭାପତି ଯୁଗଳ କିଶୋର ଦେବତା, ଉପସଭାପତି ଅଜୟ କୁମାର ରାଉତ, ସଂପାଦକ ଯୁବୁଲି ସୁନ୍ଦରରାୟ, ଚଳଚିତ୍ର ଅଭିନେତା ସମରେଶ ରାଉତରାୟ, ସଙ୍ଗୀତ ନିର୍ଦ୍ଦେଶକ ପ୍ରେମାନନ୍ଦ ପ୍ରମୁଖ ଯୋଗଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ସ୍ୱର୍ଗତ ସାହୁ ଏକାଧାରାରେ ସଫଳ ସିନେ ପ୍ରଯୋଜକ, ସୁଦକ୍ଷ ରାଜନେତା, ବିଶିଷ୍ଟ ବ୍ୟବସାୟୀ ଭାବେ ଖ୍ୟାତି ଅର୍ଜନ କରିଥିଲେ। ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଶୋକବାର୍ତ୍ତାକୁ ସ୍ଵର୍ଗତ ସାହୁଙ୍କ ବୋହୂ କେନ୍ଦ୍ରାପଡ଼ା ପୌରାଧ୍ଯକ୍ଷା ସରିତା ସାହୁ ପାଠ କରିଥିଲେ । ବିଜେଡି ଯୁବନେତା ସମାଜସେବୀ ରାଜେଶ ପଣ୍ଡାଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି ସ୍ମୃତିଚାରଣ ସଭାରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ପରିଷଦ ସଭାପତି ଲିଲିତା ଦାସ, ଉପସଭାପତି ଭୀଷ୍ମ ମହାନ୍ତି, ଗିତାଞ୍ଜଳୀ ସେଠୀ, ମାନସ ପରିଡ଼ା,ଶିବ ଭୋଳ, ବିଷ୍ଣୁ ଦାସ, ସଲିମ ଖାନ, କିଶୋର ପଣ୍ଡା, ପ୍ରଦୀପ ମହାନ୍ତି, ଶରତ କୁମାର ବେହୁରା, ପ୍ରଦୀପ୍ତ ମହାନ୍ତି, ଦୁର୍ଗାଶିଷ ମହାନ୍ତି, ରାଜେଶ ଦାସ, ରଶ୍ମୀରଞ୍ଜନ ରାଉତ, ଫକୀର ଖଟୁଆ, ପ୍ରଫୁଲ୍ଲ ଦାସ, ସରୋଜରାଜ ସିଂହ, ଭୀମସେନ ଭୂୟାଁ, ରବି ସାମଲ, ଅମ୍ବିକା ପ୍ରସାଦ ଦାସ, ଦେବେନ୍ଦ୍ର ସୁଆର, ସାମ୍ବାଦିକ ଚିତ୍ତରଞ୍ଜନ ଦାସ, ରମଣୀ
ରଞ୍ଜନ ରାଉତରାୟ, ଆଦିକନ୍ଦ ରାଉଳ, ଆକବର ଅଲ୍ଲୀ, ଜ୍ୟୋତ୍ସ୍ନାରାଣୀ ପରିଡ଼ା, ମୁକ୍ତାର ଖାଁ, ଆଲୋକ ସାହୁ, ଶ୍ରୀକାନ୍ତ ପଣ୍ଡା, ରାଜେଶ ରାଜ ସ୍ଵାଇଁ ପ୍ରମୁଖ ସ୍ମୃତି ଚାରଣ କରିଥିଲେ। ରଞ୍ଜିତ ସାହୁ, ଉମେଶ ନାୟକ, ହିରଣ୍ୟ ପଣ୍ଡା, ସେକ ଇନାୟତ, ସୁକୁମାର ଦାସ, ପ୍ରଦୀପ ନାୟକ, ରାଜଶ୍ରୀ ଦାସ, ସିପ୍ରା ଦାସ, ରାଜେନ୍ଦ୍ର ପାତ୍ର କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ପୁତ୍ର ପ୍ରଦୀପ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ। ତେବେ ତାଙ୍କର ବିୟୋଗରେ ଓଡ଼ିଆ ଚଳଚିତ୍ର ଜଗତରେ ଯେଉଁ ଅଭାବ ପରିଲକ୍ଷିତ ହେଲା ତାହାକୁ କିଏବି ପୂରଣ କରିବା କଷ୍ଟ କର ହେବ ବୋଲି ସିନେ ପ୍ରେମୀ, ଅଭିନେତା ଓ ବୁଦ୍ଧିଜୀବୀ ମାନେ ମତ ଦେଇଛନ୍ତି |

News Comment

You Might Also Like

BACK TO TOP