Breaking News

ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||     

ପୋଲସରା ରେ ଋଷିକୁଲ୍ୟା ରୟତ ମହାସଭା ପକ୍ଷରୁ ବୈଠକ ଏବଂ ଦାବିପତ୍ର ପ୍ରଦାନ |

03-Jan-2026

ଋଷିକୂଲ୍ୟା ରୟତ ମହାସଭା ପକ୍ଷରୁ ବୈଠକ ଏଵଂ  ଦାବିପତ୍ର ପ୍ରଦାନ।,

ଓଡ଼ିଶା ଜନମତ ପୋଲସରା, ସନ୍ତୋଷ କୁମାର ପଣ୍ଡା 
୩. ୧. ୨୦୨୬:-  

ଋଷିକୂଲ୍ୟା ରୟତ ମହାସଭା ପୋଲସରା  ଶାଖା ପକ୍ଷରୁ ସ୍ଥାନୀୟ  ଜଗନ୍ନାଥ  ସାହିସ୍ଥିତ  ଦଧିବାମନ ସ୍ବାମୀଙ୍କ  ମନ୍ଦିର ଠାରେ ପୋଲସରା ଅଞ୍ଚଳର ଚାଷୀମାନଙ୍କ ବିଭିନ୍ନ ମୌଳିକ ସମସ୍ୟାକୁ ନେଇ ଏକ ଗୁରୁତ୍ୱପୂର୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି।  ବୈଠକରେ ଋଷିକୂଲ୍ୟା ରୟତ ମହାସଭାର ଜିଲ୍ଲା ସମ୍ପାଦକ ସିମାଞ୍ଚଳ ନାୟକ  ଅତିଥିଭାବେ ଯୋଗଦେଇ ଚାଷୀଙ୍କ ସମସ୍ୟା ଉପରେ ଆଲୋଚନା କରିବା ସହିତ ଧାନ ମଣ୍ଡିରେ ଚାଷୀ କିଭଳି ସୁବିଧାରେ ତାର ଧାନ ସଠିକ ଓଜନରେ କୁଇଣ୍ଟାଲ ପ୍ରତି ୩୧୦୦ ଟଙ୍କାରେ ବିକ୍ରିକରି ଉଚିତ ସମୟରେ ଧାନର ଟଙ୍କା ପାଇବ ସେ ନେଇ ଆଲୋଚନା ହୋଇଥିଲା। ଏଥିସହ ମଣ୍ଡିରେ କଟନୀ ଛଟନୀ  ଯେଭଳି ନ ହେବ ତା ପ୍ରତି ଗୁରତ୍ୱ ଦିଆଯାଇଥିଲା। ଚାଷୀଙ୍କ ପରିଶ୍ରମକୁ ପ୍ରାଧାନ୍ୟ ଦେଇ  ପ୍ରଶାସନ କିଭଳି ସେମାନଙ୍କର ଧାନ ସୁବିଧାରେ ସେବା ସମବାୟ ସମିତି ଓ ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ  ଗ୍ରହଣ କରିବେ ସେ ନେଇ ଆଲୋଚନା ହେବା ସହ ଚାଷୀଙ୍କ  ୭ ଗୋଟି ଦାବିକୁ ନେଇ  ଖାଦ୍ୟ ଯୋଗାଣ ଅଧିକାରୀ ସନ୍ଦୀପ କୁମାର ବେହେରାଙ୍କୁ ଓ ତହସିଲଦାର ଦିପ୍ତିମୟୀ ପାତ୍ରଙ୍କୁ ଦାବିପତ୍ର ପ୍ରଦାନ କରାଯାଇଥିଲା।   ଏହି ଅବସରରେ ଋଷିକୂଲ୍ୟା ରୟତ ମହାସଭାର ଆବାହକ ରୂପେ ସାମ୍ବାଦିକ ତଥା ଚାଷୀ ଶିବ ପ୍ରସାଦ ସାହୁ ଓ ହୀନ ସ୍ୱାଇଁଙ୍କୁ ଚୟନ କରାଯାଇଥିବା ବେଳେ ଉପଦେଷ୍ଟା ଭାବେ ବିପିନ ବିହାରୀ ପ୍ରଧାନ ଓ ପ୍ରମୋଦ କୁମାର ରଥଙ୍କୁ ଚୟନ କରାଯାଇଥିଲା। ବୈଠକରେ ଅନ୍ୟ ମାନଙ୍କ ମଧ୍ୟରେ ରୋହିତପ୍ରଧାନ,ଦୁଃଖିଶ୍ୟାମ ପ୍ରଧାନ, ନାରାୟଣ ପ୍ରଧାନ, ଜ୍ୟୋତିର୍ମୟୀ ଦାସ, ଶଙ୍କର ଡାକୁଆ,  ଉଦ୍ଧବ ବେହେରା, ରାଜୁ ଗୌଡ଼, ପଞ୍ଚୁ ସାହୁଙ୍କ  ସମେତ ବହୁ  ଚାଷୀ ଉପସ୍ଥିତ ଥିଲେ।

News Comment

You Might Also Like

BACK TO TOP