Breaking News

ଗୋଳାବନ୍ଧ ଆର୍ମି କଲେଜ ପାଖରେ ଯୁବକଙ୍କ ମୃତ ଦେହ ଗଛ ଡ଼ାଳ ରୁ ଉଦ୍ଧାର କଲା ପୋଲିସ |    (07-Oct-2026)       ||      ପାର୍ଷାଲି ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |   (07-Oct-2026)       ||      ବଡ଼ ଦ୍ୱାର ସାହିରେ ଧୁମ ଧାମ ରେ ସରିଲା ଗଜାନନ ଭସାଣି ଉତ୍ସବ |   (07-Oct-2026)       ||      ପୋଲସରା ପଞ୍ଚାୟତ ସମିତି କାର୍ଯ୍ୟାଳୟ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ ଶିବିର ଅନୁଷ୍ଠିତ |    (07-Oct-2026)       ||      ସାର୍ଵ ଜନୀନ ଦୁର୍ଗାପୂଜା କମିଟିର ସାମ୍ବାଦିକ ସମ୍ମିଳନୀ |    (07-Oct-2026)       ||      ଘରେ କେହି ନଥିବା ବେଳେ ଝରକା ଭାଙ୍ଗି ଚୋରି କଲେ ଚୋର |    (06-Oct-2026)       ||      ପୀତବାସ ପଣ୍ଡା ହତ୍ୟା ସାକ୍ଷୀକୁ ଧମକ ଦେବା ଅଭିଯୋଗ ରେ ବିକ୍ରମ ପଣ୍ଡା ଥାନାରେହାଜର |    (06-Oct-2026)       ||      3156:ବୋତଲ କଫସିରଫ ଜବତ କଲା ବରଗଡ଼ ପୋଲିସ |    (06-Oct-2026)       ||      ବଡ଼ ଗଡ଼ ଜିଲ୍ଲା ପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ କାଲିମେଘି ଓ ଜେ ରାମପାଲୀ ଠାରେ ଅନୁଷ୍ଠିତ |   (06-Oct-2026)       ||      ବ୍ରହ୍ମପୁର ରେ ଉପଖଣ୍ଡ ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ||   (06-Oct-2026)       ||      ଚଳିତ ବର୍ଷ ଗଞ୍ଜାମ ଜିଲ୍ଲା ରେ 50ହଜାର ଲୋକଙ୍କ ଘରେ ଲାଗିବ ସୋଲାର ପେନେଲ, ଜିଲ୍ଲପାଳ |    (06-Oct-2026)       ||      ବୁଡ଼ାଗୁଡାକ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି -2026 କାର୍ଯ୍ୟକ୍ରମ ଅନୁଷ୍ଠିତ |    (06-Oct-2026)       ||      ପାଦୁଲୁଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବିପର୍ଯ୍ୟସ୍ତ ଅବସ୍ଥାରେ |    (06-Oct-2026)       ||      ପଦ୍ମପୁର ତରଫରୁ ୟୁ ଏ ଇ ରେ ସମ୍ବଲପୁର ସଙ୍ଗୀତ ମହାବିଦ୍ୟାଳୟ ଟିମକୁ ସମ୍ବର୍ଦ୍ଧନା ||   (05-Oct-2026)       ||      ନୁଆଁଖାଇ ଭେଟ ଘାଟ ସହିତ କର୍ମଜୀବୀ ସାମ୍ବାଦିକ ସଙ୍ଘର 15ତମ ପ୍ରତିଷ୍ଠା ଦିବସ ପାଳିତ ||   (05-Oct-2026)       ||      କଲ୍ୟାଣ ସିଂହ ପୁର ରାମ ମନ୍ଦିର ଛକ ଠାରେ 21 ଦିନ ପରେ ହେଲା ଗଜାନନ ଙ୍କ ବିସର୍ଜନ |   (05-Oct-2026)       ||      ମାଆଙ୍କ ପାହାଡ଼ ଉପରେ ଥିବା 5,ଗୋଟି ଦାନ ହୁଣ୍ଡି ଖୋଲାଗଲା ||   (05-Oct-2026)       ||      ବିଜେଡିର ବରିଷ୍ଟ ପେନେଲ ସଦସ୍ୟ ମନୋନୀତ ହେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ||   (05-Oct-2026)       ||      ଧରା ଧର ପୁର ପ୍ରାଥମିକ କୃଷି ସମବାୟ ସମିତି ଖୋଲିଲା ପୂର୍ଣ୍ଣ ହେଲା ଗ୍ରାମବାସୀ ଙ୍କ ଆଶା |   (05-Oct-2026)       ||     

ପୂର୍ବଶତ୍ରୁତା କୁ କେନ୍ଦ୍ର କରି ଫାଶୀ ଗ୍ରାମରେ ଗୋଷ୍ଟି ସଂଘର୍ଷ ଘଟଣା,, ଏମ କେ ସିଜି ରେ ଆହାତ ଙ୍କ ମୃତ୍ୟୁ ||

03-Jan-2026

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଫାଶୀରେ ଗୋଷ୍ଠୀ ସଂଘର୍ଷ ଘଟଣା, ବ୍ରହ୍ମପୁର ବଡ଼ ମେଡିକାଲରେ ଚିକିଛିତ ବ୍ୟକ୍ତି ର ମୃତ୍ୟୁ

ଓଡିଶା ଜନ ମତ,ବେଗୁନିଆପଡା, ସୂର୍ଯ୍ୟ ନାରାୟଣବଡୁ,

- ଶତ୍ରୁତାକୁ କେନ୍ଦ୍ର କରି ଗତ ୧୨ ଡିସେମ୍ବରରେ ଘଟିଥିବା ଗୋଷ୍ଠୀ ସଂଘର୍ଷ ଘଟଣାରେ ବ୍ରହ୍ମପୁର ବଡ଼ ମେଡିକାଲ ରେ ଚିକିଛିତ ଅବସ୍ଥାରେ ଜଣେ ବ୍ୟକ୍ତି ମୃତ୍ୟୁବରଣ କରିଥିବା ସୂଚନା ମିଳିଛି। ଶୁକ୍ରବାର ସକାଳେ ବାଦପଲ୍ଲୀ ଗ୍ରାମର ଭଗବାନ ସ୍ବାଇଁଙ୍କ ମୃତ୍ୟୁ ଘଟିଛି।ଗୋଷ୍ଠୀ ସଂଘର୍ଷ ରେ ଉଭୟ ଗୋଷ୍ଠୀର ଛୁରା ମାଡରେ ୪ ଆହତ ହୋଇଥିବା ବେଳେ ସେଥିମଧ୍ୟରୁ ଭଗବାନ ଅତି ଗୁରୁତର ଆହତ ହୋଇ ବ୍ରହ୍ମପୁର MKCG ମେଡିକାଲରେ ଭର୍ତ୍ତି ହୋଇଥିଲେ। ଗତ ୧୨ ତାରିଖ ଅପରାହ୍ନରେ ଗଞ୍ଜାମ ଜିଲ୍ଲା କୋଦଳା ଥାନା ଅନ୍ତର୍ଗତ ଫାଶୀ ଗ୍ରାମର ମୁଖ୍ୟ ଛକରେ ପୂର୍ବ ଶତ୍ରୁତା କୁ ନେଇ ଗୋଷ୍ଠୀ ସଂଘର୍ଷ ଘଟିଥିଲା । କିଛି ବ୍ଯକ୍ତି ଅଚାନକ ଗାଁ ରେ ପହଞ୍ଚି ଗୋଟିଏ ପରିବାରର ବାପା ଓ ୨ ପୁଅକୁ ଛୁରାମାଡ଼ କରିଥିଲେ। ପରେ ଉଭୟ ପକ୍ଷରୁ ଆକ୍ରମଣ ପ୍ରତି ଆକ୍ରମଣ ହୋଇଥିଲା। ଘଟଣାରେ ଫାଶୀ ଗ୍ରାମର ରାଜେଶ କୁମାର ପଲେଇ  ଆହତ ହୋଇଥିଲେ । ତାଙ୍କ ବଡ଼ ଭାଇ ରାକେଶ କୁମାର ପଲେଇ ଓ ବାପା ଭାବଗ୍ରାହୀ ପଲେଇ ମଧ୍ୟ ଆକ୍ରମଣରେ ଆହତ ହୋଇଥିବା ବେଳେ ବାହାର ଗାଁ ରୁ ୮ ରୁ ଉର୍ଦ୍ଧ୍ବ ବ୍ଯକ୍ତି ଆସି ଗଣ୍ଡଗୋଳ ଘଟାଇଥିଲେ। ସେମାନଙ୍କ ମଧ୍ୟରୁ ବାଦପଲ୍ଲୀ ଗ୍ରାମର ଭଗବାନ ସ୍ବାଇଁ ଗୁରୁତର ଭାବେ ଆହତ ହୋଇଥିଲେ । ଅନ୍ଯ ମାନେ ଘଟଣା ସ୍ଥଳରୁ ଫେରାର ହୋଇଯାଇଥିଲେ।

News Comment

You Might Also Like

BACK TO TOP